ଆଜି ମାର୍ଚ୍ଚ ୩୦ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ

ମେଷ ଶ୍ରମ ସାର୍ଥକ ହେବ । ପାରିବାରିକ ସୁଖ ଓ କାର୍ଯ୍ୟରେ ସଫଳତା ମିଳିବ । ସୁଖ-ସମ୍ଭୋଗ କରିପାରନ୍ତି । ସର୍ବାଙ୍ଗୀଣ ଉନ୍ନତି ଆଶା କରାଯାଏ । ସରକାରୀ ଧନ ମିଳିପାରେ । ଗୁଣଜ୍ଞ ହେବେ । ଶୁଭ ରଙ୍ଗ ଗ୍ରୀନ୍ … Read More

ଏଣିକି ସବୁ ରବିବାର ଶ୍ରୀମନ୍ଦିର ବନ୍ଦ

ପୁରୀ, (ଓଡିଶା ଟାଇମ୍) :ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଏହା ପରେ ଦ୍ଵିତୀୟ ଲହରର ଆଶଙ୍କା ସୃଷ୍ଟି ହୋଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ରବିବାର ଶ୍ରୀମନ୍ଦିର ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଏଣିକି ସବୁ … Read More

ଭୁବନେଶ୍ବର ଆଇଆଇଟିର ୧୦ ଛାତ୍ର ପଜିଟିଭ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କଡ ଲେଉଟାଇବା ଆରମ୍ଭ କରିଦେଲାଣି ମହାମାରୀ । ଧୀରେ ଧୀରେ ରାଜ୍ୟର କେତେକ ଶିକ୍ଷାନୁଷ୍ଠାନରେ ଗ୍ରାସ କରିବାକୁ ବସିଲାଣି ଭୂତାଣୁ । ଆଜି ଭୁବନେଶ୍ବର IIT ର ୧୦ ଛାତ୍ର ପଜିଟିଭ ଚିହ୍ନଟ ହୋଇଛନ୍ତି … Read More

ମନ କି ବାତ କାର୍ଯ୍ୟକ୍ରମରେ ତିନି ଓଡ଼ିଆଙ୍କୁ ପ୍ରଶଂସା କଲେ ମୋଦି

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଜଙ୍ଗଲ ସୃଷ୍ଟି ପାଇଁ ଓଡିଶାର ବିଜୟ କୁମାର କବି ଓ ଅମରେଶ ସାମନ୍ତଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ କି ବାତ୍ କାର୍ଯ୍ୟକ୍ରମରେ ପ୍ରଶଂସା କରିଛନ୍ତି । ବିଜୟ କେନ୍ଦ୍ରାପଡା ଜିଲ୍ଲାର ବଡକୋଟ ଗାଁରେ ୨୫ … Read More

ଭିଜିଲାନ୍ସ ଜାଲରେ ବାଙ୍ଗିରପୋଷି ତହସିଲଦାର

ବାଲେଶ୍ଵର, (ଓଡିଶା ଟାଇମ୍) : ବାଲେଶ୍ୱର ଜିଲ୍ଲା ଭିଜିଲାନ୍ସ ଜାଲରେ ପଡ଼ିଥିବା ମୟୂରଭଞ୍ଜ ଜିଲ୍ଲାର ବାଙ୍ଗିରପୋଷି ତହସିଲଦାରଙ୍କ ପାଖରୁ ଭିଜିଲାନ୍ସ ଅଧିକାରୀ ମାନେ ପୂର୍ବରୁ ୨ ଲକ୍ଷ ୫୦ ହଜାର ଟଙ୍କା ନଗଦ ଜବତ କରିଥିଲେ। ତଦନ୍ତ ପରେ ଭିଜିଲାନ୍ସ ଅଧିକାରୀ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୯୦ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୨୯୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୦୧୯୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

୨୪ ଘଂଟାରେ ଦେଶରେ ୬୨ ହଜାର ୭୧୪ ନୂଆ ସଂକ୍ରମିତ, ୩୨୨ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ଦୈନିକ କରୋନା ସଂକ୍ରମଣ ୬୦ ହଜାର ଅତିକ୍ରମ କରିଛି। ଗତକାଲି ଗୋଟିଏ ଦିନରେ ୬୨ ହଜାର ୭୧୪ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ମୋଟ ସଂକ୍ରମଣ ୧ କୋଟି ୧୯ ଲକ୍ଷ ୭୧ … Read More

ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ

କାନପୁର, (ଓଡିଶା ଟାଇମ୍) :ଉତ୍ତର ପ୍ରଦେଶର କାନପୁରସ୍ଥିତ ଏଲପିଏସ ଇନଷ୍ଟିଚ୍ୟୁଟ୍ ଅଫ୍ କାର୍ଡିଓଲୋଜିରେ ରବିବାର ସକାଳେ ହଠାତ ନିଆଁ ଲାଗିଯାଇଚି । ନିଆଁ ପ୍ରଥମ ମହିଲାରେ ଥିବା ଆପତକାଳୀନ ଓ୍ୱାର୍ଡରେ ଲାଗିଥିବା କୁହାଯାଇଛି । ନିଆଁ ଲାଗିବା ପରେ ହସ୍ପିଟାଲ ପରିସରରେ … Read More

ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, ଜଣେ ଆତଙ୍କବାଦୀ ମୃତ ଓ ଯବାନ୍ ସହିଦ୍

ଶ୍ରୀନଗର, (ଓଡିଶା ଟାଇମ୍) :କିଛିଦିନ ପରେ ଜାମ୍ମୁରେ ପୁଣି ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଏଥିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହେବା ସହ ଜଣେ ଯବାନ ସହିଦ୍ ହୋଇଛନ୍ତି । ବର୍ତ୍ତମାନ ଗୁଳିବିନିମୟ ଜାରି ରହିଛି । ସେନା … Read More

ଆଜି ଦୋଳ ପୂର୍ଣ୍ଣିମା : ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ସୁନା ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ, (ଓଡିଶା ଟାଇମ୍) :ଆଜି ପବିତ୍ର ଦୋଳପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସୁନାବେଶ ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ ପ୍ରମୁଖ ଯାତ୍ରା ହେଉଛି ଦୋଳଯାତ୍ରା ବା ଦୋଳପୂର୍ଣ୍ଣିମା। ଫାଲଗୁନ ଶୁକ୍ଳ ଦଶମୀରୁ ଚୈତ୍ର ଶୁକ୍ଳ ପ୍ରତିପଦା ପର୍ଯ୍ୟନ୍ତ … Read More