ଆଜିଠୁ ୩ ଦିନ ବର୍ଷା ! ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଆଜିଠୁ ତିନି ଦିନ ଯାଏଁ ବର୍ଷା ହୋଇପାରେ । ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ନବରଙ୍ଗପୁର ଜିଲ୍ଲାରେ ବର୍ଷା ଆଶଙ୍କା ପାଇଁ ୟେଲା ୱାର୍ଣ୍ଣିଂ ଜାରି କରାଯାଇଛି … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ କାମ ହାସଲ ପରିପ୍ରେକ୍ଷୀରେ ବନ୍ଧୁଙ୍କ ସଦ୍‌ଭାବ, ସହକର୍ମୀମାନଙ୍କ ସହଯୋଗ ପାଇବେ । ପରିବାର ସଗ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ । ପରିବାର ପାଇଁ ପରିସ୍ଥିତି ବଶତଃ ଧାର କରଜ କରି କାମ … Read More

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଶରଦ ପାଓ୍ଵାର

ମୁମ୍ବାଇ, (ଓଡିଶା ଟାଇମ୍): ମହାରାଷ୍ଟ୍ରକୁ ନେଇ ପୁଣି ଥରେ ରାଜନୀତି ସରଗରମ ହୋଇ ଉଠିଛି। ନୀତିନ ଗଡକରୀଙ୍କ ନିଜ ଗୃହ ରାଜ୍ୟର ରାଜନୀତିରେ ସକ୍ରିୟ ହୋଇଥିବା ଖବର ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାଓ୍ଵାର ଦିଲ୍ଲୀ ସ୍ଥିତ ବାସଭବନରେ ରାତ୍ରଭୋଜନ ଆୟୋଜନ … Read More

ପୋଷା କୁକୁର ପାଇଁ ୪୧ ଦିନ ବ୍ରହ୍ମଚର୍ଯ୍ୟ ପାଳନ କରିବେ ରାମଚରଣ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଆର୍‌.ଆର୍‌.ଆର୍‌ ଅଭିନେତା ରାମଚରଣଙ୍କୁ ମୁମ୍ବାଇ ଏୟାରପୋର୍ଟରେ ଖାଲି ପାଦରେ ଯାଉଥିବା ଦେଖିବାକୁ ମିଳିଛି। ଶୁଣିବାକୁ ମିଳୁଛି ଯେ ରାମଚରଣ କୁଆଡେ ୪୧ ଦିନ ଯାଏଁ ବ୍ରହ୍ମଚର୍ଯ୍ୟ ପାଳନ କରିବେ। ସବରୀମାଲା ଅୟପ୍ପାଙ୍କୁ ମାନୁଥିବା ରାମଚରଣ ଯେତେବେଳେ ବି … Read More

ପରିବାରବାଦ ଗଣତନ୍ତ୍ର ପ୍ରତି ବିପଦ- ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଭାରତୀୟ ଜନତା ପାର୍ଟି ବୁଧବାର ୪୨ ତମ ପ୍ରତିଷ୍ଠା ଦିବସ ପାଳନ କରୁଛି । ଏହି ପରିପ୍ରେକ୍ଷୀରେ ବିଜେପିର ବରିଷ୍ଠ ନେତା କର୍ମୀଙ୍କୁ ଧନ୍ୟବାଦ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧନ ଦେଇ … Read More

ଦାୟିତ୍ୱ ନେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ, (ଓଡିଶା  ଟାଇମ୍): ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ଗ୍ରହଣ କଲେ ବୀର ବିକ୍ରମ ଯାଦବ । ପୁରୀରେ ପହଁଚିବା ପରେ ତାଙ୍କୁ ପ୍ରଶାସନ ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଥିଲା । ଗତ ଶନିବାର ରାତିରେ ଚୁଲି ଭାଙ୍ଗିବା … Read More

ବୁଚା ନରସଂହାର : ନିନ୍ଦା କଲା ଭାରତ, ଦାବି କଲା ନିରପେକ୍ଷ ତଦନ୍ତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ବୁଚା ନରସଂହାରକୁ ନିନ୍ଦା କଲା ଭାରତ । ଦାବି କଲା ନିରପେକ୍ଷ ତଦନ୍ତ । ସେପଟେ ଜାତିସଙ୍ଘରେ ବି ଉଠିଲାଣି ବିରୋଧ । ନରଂସାହର ପାଇଁ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିରୋଧ କଲେଣି ସବୁ ଦେଶ … Read More

କାଶ୍ମୀରରେ ଏନକାଉଣ୍ଟର: ଜଣେ ଆତଙ୍କବାଦୀ ନିହତ,ସର୍ଚ୍ଚ ଅପରେସନ୍ ଜାରି

ଶ୍ରୀନଗର, (ଓଡିଶା ଟାଇମ୍): ଜାମ୍ମୁ କାଶ୍ମୀରରେ ଜାରି ରହିଛି ସେନା ପକ୍ଷରୁ ଏନକାଉଣ୍ଟର । ଏହି ପରିପ୍ରେକ୍ଷୀରେ ଅବାନ୍ତିପୋରାର ଟ୍ରାଲ୍ ଅଞ୍ଚଳରେ ସକାଳେ ଏକ ଏନକାଉଣ୍ଟର କରିଛି ଭାରତୀୟ ସେନା । ପୋଲିସ ଏବଂ ସୁରକ୍ଷା ବାହିନୀର ମିଳିତ ମୁକାବିଲାରେ ଜଣେ … Read More

ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ

ଭଞ୍ଜନଗର, (ଓଡିଶା ଟାଇମ୍): ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ । ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ବର ରାଉଳ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢାଉ । ଭଞ୍ଜନଗର ସମେତ … Read More

ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୧୬ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୭୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ … Read More