ପର୍ବପର୍ବାଣି ପାଇଁ SRCଙ୍କ ନିର୍ଦ୍ଦେଶାନାମା , ୬ଟି ପର୍ବ ଉପରେ ଲାଗିଲା କଟକଣା

ଭୁବନେଶ୍ବର, (ଓଡିଶା ଟାଇମ୍) :କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଟକଣା ଜାରି କଲେ ଏସ୍‌ଆର୍‌ସି । ଆଗକୁ ହେବାକୁ ଥିବା ପର୍ବପର୍ବାଣୀକୁ ନଜରରେ ରଖି କଡ଼ା ନିୟମ ଜାରି କରିଛନ୍ତି ଏସଆର୍‌ସି । ଖାସକରି ଗୁଡ଼୍‌ ଫ୍ରାଇଡେ, ଇଷ୍ଟର, ପଣା ସଂକ୍ରାନ୍ତି, … Read More

ଓଡ଼ିଶାରେ ବଢ଼ୁଛି କରୋନା ସଂକ୍ରମଣ, ୨୪ ଘଣ୍ଟାରେ ୨୩୪ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୨୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୯୬୯୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ବାଂଲା ଗସ୍ତରେ ମୋଦି, ଦେଶ ଗଠନର ୫୦ ବର୍ଷ ପୂର୍ତ୍ତି ପାଳନ ଉତ୍ସବରେ ଯୋଗଦେବେ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :୨ଦିନିଆ ବାଂଲାଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦୀର୍ଘ ୧୫ ମାସ ପରେ ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ବିଦେଶ ଗସ୍ତ । ବାଂଲାଦେଶ ଗଠନର ୫୦ ବର୍ଷ ପୂର୍ତ୍ତି ଅବସରରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗଦେବେ … Read More

ରେଭେନ୍ସାରୁ ବାହାରିଲେ ଆଉ ୨ କୋଭିଡ୍ ପଜିଟିଭ୍

କଟକ, (ଓଡିଶା ଟାଇମ୍) :ରେଭେନ୍ସାରୁ ବାହାରିଲେ ଆଉ ୨ ପଜିଟିଭ୍ । ପୂର୍ବରୁ ୩ ଜଣ ପଜିଟିଭ୍ ଟିହ୍ନଟ ହୋଇଥିବା ବେଳେ ଏବେ ଆଉ ୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ପଜିଟିଭ୍ ମାମଲା ୫କୁ ବୃଦ୍ଧି ପାଇଛି । … Read More

ନୂଆ କୃଷି ଆଇନ ପ୍ରତ୍ୟାହାର ଦାବି : ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ନୂଆ କୃଷି ଆଇନ ପ୍ରତ୍ୟାହାର ଦାବିରେ ଚାଷୀ ସଂଗଠନ ପକ୍ଷରୁ ଆଜି ‘ଭାରତ ବନ୍ଦ’ । ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଭାରତ ବନ୍ଦକୁ ସଫଳ କରିବା ଲାଗି ଚାଷୀ ସଂଗଠନଗୁଡ଼ିକ ଡାକରା ଦେଇଛନ୍ତି । … Read More

ଆଜି ମାର୍ଚ୍ଚ ୨୬ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡିପାରେ । ଭଲ ଭଲ କହୁଥିବା ନ୍ଖଳଙ୍କ ସମ୍ପର୍କୀୟମାନେ ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାରୁ ଶୁଣିବାକୁ ପାଇବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ । … Read More

ପିପିଲି ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

ପିପିଲି, (ଓଡିଶା ଟାଇମ୍) :ପିପିଲି ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ଆଶ୍ରିତ ପଟ୍ଟନାୟକଙ୍କ ନାଁରେ ମୋହର ମାରିଲା ବିଜେପି । ଗତ ସାଧାରଣ ନିର୍ବାଚନରେ ମଧ୍ୟ ଆଶ୍ରିତ ପଟ୍ଟନାୟକଙ୍କୁ ବିଜେପି ପ୍ରାର୍ଥୀ କରିଥିଲା । ପୂର୍ବରୁ ପିପିଲି … Read More

ଭିଜିଲାନ୍ସ ଜାଲରେ ରାଜସ୍ୱ ନିରୀକ୍ଷକ ଓ ସହଯୋଗୀ

ନର୍ଲା, (ଓଡିଶା ଟାଇମ୍) : ବହୁ ଦିନରୁ ହେଉଥିବା ଅଭିଯୋଗକୁ ଆଜି ପ୍ରମାଣିତ କରିଛି ଦୁର୍ନୀତି ନିବାରଣ ବିଭାଗ। ନର୍ଲା ତହସିଲ ଅନ୍ତର୍ଗତ ତୁଳାପଡା ରାଜସ୍ୱ କାର୍ଯ୍ୟାଳୟରେ ଗୁରୁବାର ଚଢାଉ କରି ରାଜସ୍ୱ ନିରୀକ୍ଷକ ଓ ତାଙ୍କର ଜଣେ ସହଯୋଗୀଙ୍କୁ ଧରିଛି … Read More

ଏନଆଇଟି ୩ ଛାତ୍ର କରୋନା ପଜିଟିଭ

ରାଉରକେଲା, (ଓଡିଶା ଟାଇମ୍) :ରାଉରକେଲାସ୍ଥିତ ନ୍ୟାସନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିର ୩ ଛାତ୍ର କରୋନା ଆକ୍ରାନ୍ତ ହୋଇଛନ୍ତି। ଆଜି ଏହି ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ । ଏହି ସଂକ୍ରମିତ ଛାତ୍ରମାନଙ୍କୁ ସ୍ୱତନ୍ତ୍ର ଭାବେ ଆଇସୋଲେସନ୍‌ରେ ରଖା ଯାଇଛି। NIT କ୍ୟାମ୍ପସରେ … Read More

ଚିନ୍ତା ବଢାଇଲାଣି କରୋନା, ରାଜଧାନୀରେ ଏବେ ଦିନକୁ ୧୬ଶହ ଟେଷ୍ଟିଂ ଟାର୍ଗେଟ-ବିଏମ୍‌ସି କମିଶନର

ଭୁବନେଶ୍ବର, (ଓଡିଶା ଟାଇମ୍) :କଡ଼ ଲେଉଟାଉଛି କରୋନା । ଆକ୍ସନରେ ପ୍ରଶାସନ। ରାଜ୍ୟରେ ଗତ କିଛି ଦିନ ହେଲା ସଂକ୍ରମଣ ସଂଖ୍ୟା ବଢିବାରେ ଲାଗିଛି । ଯାହାକୁ ଦୃଷ୍ଟିରେ ରଖି ତ୍ୱରିତ ପଦକ୍ଷେପ ନିଆଯାଉଛି । ଏବେ ଭୁବନେଶ୍ୱରରେ ୧୬୦୦ ଟେଷ୍ଟିଂ … Read More