ମୁଖ୍ୟମନ୍ତ୍ରୀଙ୍କ କରୋନା ସମୀକ୍ଷା: ସହରାଞ୍ଚଳ ଉପରେ ରହିବ ତୀକ୍ଷ୍ଣ ନଜର, ସର୍ଭେଲାନ୍ସ ଓ ଟେଷ୍ଟିଂ ବଢାଇବାକୁ ନିର୍ଦ୍ଦେଶ
ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମଙ୍ଗଳବାର ମୁଖ୍ୟମନ୍ତ୍ରୀ ସମୀକ୍ଷା ବୈଠକ କରିଛନ୍ତି। ସଚେତନା ଏବଂ ଗାଇଡଲାଇନ୍ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସର୍ଭେଲାନ୍ସ ଓ ଟେଷ୍ଟିଂ ବଢାଇବା ଉପରେ ଗୁରୁତ୍ଵାରୋପ କରାଯାଇଛି। ନିୟମିତ … Read More











