ଶିକ୍ଷାବର୍ଷ ଆରମ୍ଭରୁ ହେବ ରିଭିଜନ୍ କ୍ଲାସ୍, ପିଲାଙ୍କ ଦକ୍ଷତା ବୃଦ୍ଧି ପାଇଁ ଏଭଳି ନିଷ୍ପତ୍ତି
ଭୁବନେଶ୍ବର, (ଓଡିଶା ଟାଇମ୍) :ନୂଆ ଶିକ୍ଷାବର୍ଷ ଆରମ୍ଭରୁ ଛାତ୍ରଛାତ୍ରୀଙ୍କ ପାଇଁ ହେବ ରିଭିଜନ୍ କ୍ଲାସ୍ । ପିଲାଙ୍କ ଦକ୍ଷତା ବୃଦ୍ଧି ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଏଭଳି ନିଷ୍ପତ୍ତି ନେଇଛି । ପ୍ରଥମରୁ ଅଷ୍ଟମ କ୍ଲାସର ବିଷୟବସ୍ତୁ ରିଭିଜନ୍ କରାଯିବ … Read More











