ବଦଳିଲା ଘରୋଇ ସ୍କୁଲରେ ଆବେଦନ ଓ ନାମଲେଖା ସମୟ
ଭୁବନେଶ୍ବର, (ଓଡିଶା ଟାଇମ୍) : ଆର୍ଥିକ ଅନଗ୍ରସର ବିଦ୍ୟାର୍ଥୀଙ୍କୁ ଘରୋଇ ସ୍କୁଲରେ ଘରୋଇ ବିଦ୍ୟାଳୟରେ ପାଠ ପଢିବାକୁ ସୁଯୋଗ ଦେବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଅନ୍ଲାଇନ୍ରେ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ କରାଯାଇଥିଲା। ଆବେଦନ ଓ ନାମଲେଖା … Read More











