‘କେନ୍ଦ୍ର ଓ ରାଜ୍ୟ ମିଳିତ ଭାବେ କାମ କରିବା ଆବଶ୍ୟକ, ବିକାଶ ହିଁ ମୁଖ୍ୟ ଫୋକସ୍’- ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ନୀତି ଆୟୋଗର ଗଭର୍ଣ୍ଣିଂ କାଇନସିଲର ବୈଠକ ଚାଲିଛି । ଏଥିରେ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ରଶାସିତ ପ୍ରଦେଶର ଉପ ରାଜ୍ୟପାଳଙ୍କ ସହ ଅନେକ ବରିଷ୍ଠ ଅଧିକାରୀ ସାମିଲ ହୋଇଛନ୍ତି । … Read More











