ଆଜି ଫେବୃୟାରୀ ୦୭ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ କର୍ମସ୍ଥ ରଜଯୋଗର ସୁପ୍ରଭାବରେ ଆପଣ କଳ୍ପନା କରି ନ ଥିବା ମର୍ଯ୍ୟାଦାଜନକ ସ୍ଥିତିରେ ପହଞ୍ଚିଯିବେ । ଈର୍ଷାପରାୟଣ ହେଲେ ଆତ୍ମୀୟମାନେ ଦୂରେଇ ଯାଇପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ । ଚାଷୀ- ଚାଷ କାର୍ଯ୍ୟରେ … Read More

କୋଭିଡ-୧୯ ଟିକା ପାଇଁ ଭାରତକୁ ୨୨ ଦେଶର ଅନୁରୋଧ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କୋଭିଡ-୧୯ ଟିକା ପାଇଁ ଭାରତକୁ ୨୨ଟି ଦେଶ ଅନୁରୋଧ କରିଛନ୍ତି ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ କହିଛନ୍ତି । ସେ ଲୋକସଭାରେ ସୂଚନା ଦେଇ କହିଛନ୍ତି ଭାରତ ଇତିମଧ୍ୟରେ ୧୫ଟି ଦେଶକୁ କରୋନା ଟିକା ଯୋଗାଇ ଦେଇଛି। … Read More

ଖୋଲିପାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍

ଭୁବନେଶ୍ବର, (ଓଡିଶା ଟାଇମ୍) :କରୋନା ମହାମାରୀ ପାଇଁ ଦୀର୍ଘ ୧୦ ମାସ ସ୍କୁଲ୍‌ ବନ୍ଦ ରହିବା ପରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍‌ ଶୀଘ୍ର ଖୋଲିପାରେ। ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏନେଇ ସଙ୍କେତ ଦେଇଛନ୍ତି। ମନ୍ତ୍ରୀ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୨ କୋଭିଡ୍ ପଜିଟିଭ୍‌, ୩୩୫୫୪୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୫୪୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

କରୋନା ସମ୍ମୁଖ ଯୋଦ୍ଧାଙ୍କୁ ଟିକାଦାନ : କଟକରେ ଟିକା ନେଲେ ଡିଜିପି ଅଭୟ

କଟକ, (ଓଡିଶା ଟାଇମ୍) : ରାଜ୍ୟରେ ଆଜିଠାରୁ କରୋନା ସମ୍ମୁଖ ଯୋଦ୍ଧାମାନଙ୍କୁ ଟିକାଦାନ କରାଯାଉଛି। ଏଥିପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଭିନ୍ନ ଭିନ୍ନ ସ୍ଥାନରେ ଟିକାଦାନ ପାଇଁ ପ୍ରସ୍ତୁତି କରାଯାଇଛି। ସବୁ ଜିଲ୍ଲାପାଳ, ଏସ୍‍.ପି, ରାଜସ୍ୱ ବିଭାଗର କର୍ମଚାରୀ ଏବଂ ଗୃହ … Read More

ଆଉ ୧୧ ହଜାର ୭୧୩ କୋରୋନାରେ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ଦିନକରେ ଆଉ ୧୧ ହଜାର ୭୧୩ କୋରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୮ ଲକ୍ଷ ୧୪ ହଜାର ୩୦୪କୁ ବୃଦ୍ଧି ପାଇଛି। ଦେଶରେ ଚିକିତ୍ସାଧୀନ … Read More

ରବିବାରଠୁ ବଢିବ ଶୀତ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ପୁଣି ଶୀତ ବଢ଼ିବ । ରବିବାରରୁ ଥରାଇବ ଶୀତ । ଜାରି ରହିବ ଶୀତ ଲହରୀ । ଆଭ୍ୟନ୍ତରୀଣ ଓଡ଼ିଶାରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍‌ କମିପାରେ । ସେହିପରି ଶନିବାର ରାଜ୍ୟର … Read More

ମାର୍ଚ୍ଚରୁ ତୃତୀୟ ପର୍ଯ୍ୟାୟ ଟିକାକରଣ, ୨୭ କୋଟି ଲୋକ ନେବେ ଟିକା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ମହାମାରୀ କରୋନାକୁ ମାତ ଦେବା ପାଇଁ ଦେଶରେ ତୃତୀୟ ପର୍ଯ୍ୟାୟ ଟିକାକରଣ ଆସନ୍ତା ମାର୍ଚ୍ଚ ମାସରୁ ଆରମ୍ଭ ହେବ। ଏହି ପର୍ଯ୍ୟାୟରେ ଦେଶରେ ଥିବା ୫୦ ବର୍ଷରୁ ଅଧିକ ବୟସ୍କ ଲୋକ ଓ ବହୁବିଧ ରୋଗରେ ପୀଡ଼ିତ … Read More

ଆଜି ଦେଶବ୍ୟାପୀ ‘ଚକା ଜାମ୍’, ମଧ୍ୟାହ୍ନ ୧୨ଟାରୁ ୩ଟା ଯାଏ ଆନ୍ଦୋଳନ କରିବେ ଚାଷୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଆଜି ସାରା ଦେଶରେ ଚାଷୀଙ୍କ ଚକାଜାମ୍ ଆନ୍ଦୋଳନ । ମଧ୍ୟାହ୍ନ ୧୨ଟାରୁ ୩ଟା ପର୍ଯ୍ୟନ୍ତ ରାସ୍ତା ଅବରୋଧ କରିବେ, ଗାଡି ଚଳାଚଳ ବନ୍ଦ କରିବେ ଚାଷୀ। କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ୍ କୁ ବିରୋଧ କରି … Read More

ଆଜିଠୁ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ : ପ୍ରଥମେ ଟିକା ନେବେ ଡିଜି, ଜିଲ୍ଲାପାଳ ଏବଂ ଏସ୍‌ପି

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜିଠୁ ଆରମ୍ଭ ହେବ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ। ଦ୍ବିତୀୟ ପର୍ଯ୍ୟାୟରେ ସମ୍ମୁଖ ଯୋଦ୍ଧାଙ୍କୁ କରୋନା ଟିକା ଦିଆଯିବ । ପ୍ରଥମେ ଡିଜି, ଏସପି ଜିଲ୍ଲାପାଳମାନେ ଟିକା ନେବେ । ତେବେ ଟିକା ନେଇସାରି ଫଟୋ ଟୁଇଟ କରିବାକୁ … Read More