ଫେବୃଆରୀ ୨ରେ ପ୍ରକାଶ ପାଇବ ସିବିଏସଇ ଦଶମ ଓ ଦ୍ବାଦଶ ପରୀକ୍ଷା ସୂଚୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ସିବିଏସଇ ୧୦ମ ଓ ଦ୍ବାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ସୂଚୀ (ଡେଟସିଟ୍‌) ଫେବୃଆରୀ ୨ରେ ପ୍ରକାଶ ପାଇବ। ଏନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ କହିଛନ୍ତି। ସବିଏସ୍‌ଇ ଦଶମ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା … Read More

କୃଷକ ଟ୍ରାକ୍ଟର ଶୋଭାଯାତ୍ରାରେ ହିଂସାକାଣ୍ଡ ଘଟଣା , ୨୦ ଚାଷୀ ନେତାଙ୍କୁ ନୋଟିସ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଟ୍ରାକ୍ଟର ରାଲି ବେଳେ ନୂଆଦିଲ୍ଲୀରେ ହିଂସା ଘଟଣାରେ ଆଜି ଦିଲ୍ଲୀ ପୁଲିସ ୨୦ ଜଣ ଚାଷୀ ନେତାଙ୍କୁ ନୋଟିସ ଜାରି କରିଛି। ଟ୍ରାକ୍ଟର ରାଲିର ସର୍ତ୍ତ ଖିଲାପ ଅଭିଯୋଗରେ ୨୦ ଜଣ କୃଷକ ନେତାଙ୍କୁ ପୁଲିସ … Read More

ଦେଶରେ ୧୧,୬୬୬ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ହ୍ରାସ ପାଉଛି। ଦେଶରେ ୨୪ ଘଣ୍ଟାରେ ୧୧,୬୬୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ମୋଟ ପଜିଟିଭଙ୍କ ସଂଖ୍ୟା ୧,୦୭,୦୧,୧୯୩କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୨୩ … Read More

ପିପିଲି ଉପନିର୍ବାଚନ ପାଇଁ ପ୍ରତାପ ଦେବଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ବ ଦେଲା ବିଜେଡି

ଭୁବନେଶ୍ବର, (ଓଡିଶା ଟାଇମ୍) :ପିପିଲି ଉପନିର୍ବାଚନ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତି କରିଛି ବିଜୁ ଜନତା ଦଳ । ବିଜେଡି ବିଧାୟକ ପ୍ରତାପ ଦେବଙ୍କୁ ଦଳ ପକ୍ଷରୁ ପିପିଲି ଉପନିର୍ବାଚନ ପାଇଁ ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି । ଏନେଇ ବିଜେଡି ପକ୍ଷରୁ ବିଧିବଦ୍ଧ … Read More

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୩୫ତମ ପ୍ରଗତି ସମୀକ୍ଷା ବୈଠକ ଅନୁଷ୍ଠିତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମ୍ପୃକ୍ତି ସହିତ ସକ୍ରିୟ ପ୍ରଶାସନ ଏବଂ ସମୟୋପଯୋଗୀ କାର୍ଯ୍ୟକାରିତା ଲାଗି ଆଇସିଟି ଆଧାରିତ ବହୁମୁଖୀ ପ୍ଲାଟଫର୍ମ ପ୍ରଗତିର ୩୫ତମ ବୈଠକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ନଅଟି … Read More

ହିଂସା ପଛର ଅପରାଧୀଙ୍କୁ ଛଡାଯିବ ନାହିଁ- ଦିଲ୍ଲୀ ପୋଲିସ କମିଶନର

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଦିଲ୍ଲୀ ଲାଲକିଲ୍ଲା ହିଂସା ଘଟଣାରେ ଦିଲ୍ଲୀ ପୋଲିସ କମିଶନରଙ୍କ ବଡ ବୟାନ । ଦିଲ୍ଲୀ କମିଶନର ଏସଏନ ଶ୍ରୀ ବାସ୍ତବ କହିଛନ୍ତି, ଟ୍ରାକ୍ଟର ରାଲି ବେଳେ ‘ଚାଷୀ ନେତାମାନେ ଉତ୍ତେଜନାପୂର୍ଣ୍ଣ ଭାଷଣ ଦେଇଥିଲେ’ ଏବଂ ପୋଲିସ ବ୍ୟାରିକେଡ … Read More

ଆସନ୍ତାକାଲିଠୁ ବଜେଟ ଅଧିବେଶନ, ସର୍ବଦଳୀୟ ବୈଠକ ଡାକିଲେ ରାଜ୍ୟସଭା ଅଧ୍ୟକ୍ଷ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଆସନ୍ତାକାଲିଠୁ ଆରମ୍ଭ ହେବେ ସଂସଦର ବଜେଟ୍ ଅଧିବେଶନ। ଏଥିପାଇଁ ରାଜ୍ୟସଭା ଅଧ୍ୟକ୍ଷ ଭେଙ୍କେୟା ନାଇଡୁ ରାଜ୍ୟସଭାର ସମସ୍ତ ରାଜନୈତିକ ଦଳର ନେତାଙ୍କ ବୈଠକ ଡାକିଛନ୍ତି। ରାଜ୍ୟସଭା ଅଧ୍ୟକ୍ଷଙ୍କ ସରକାରୀ ବାସଭବନରେ ବୈଠକ ଅନୁଷ୍ଠିତ ହେବ। ସଂସଦର କାର୍ଯ୍ୟ … Read More

ଅନୁଗୁଳ ନାଲକୋ ପ୍ଲାଣ୍ଟର ସମ୍ପ୍ରସାରଣ ପାଇଁ ପୁଞ୍ଜିନିବେଶର ଦ୍ୱାର ଉନ୍ମୁକ୍ତ ହେଲା : ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର, (ଓଡିଶା ଟାଇମ୍) : ଅନୁଗୁଳ ଜିଲ୍ଲାର ନ୍ୟାସନାଲ ଆଲୁମିନିୟମ କମ୍ପାନୀ (ନାଲକୋ) ଆଲୁମିନିୟମ ପ୍ଲାଣ୍ଟ ସମ୍ପ୍ରସାରଣର ପ୍ରକଳ୍ପ ଗୁଡିକ ପାଇଁ ଭାରତ ସରକାରଙ୍କ ଖଣି ଓ କୋଇଲା ମନ୍ତ୍ରଣାଳୟ ପକ୍ଷରୁ ସବୁ ପଦକ୍ଷେପ ନିଆଯାଉଛି ବୋଲି ଗତ ଜାନୁଆରୀ ୪ରେ … Read More

ଭୁବନେଶ୍ୱରର ସବୁ ହାଟ ହେବ ସ୍ମାର୍ଟ ହାଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରର ସବୁ ହାଟକୁ ସ୍ମାର୍ଟ ହାଟରେ ପରିଣତ କରାଯିବା ସହିତ ରାଜ୍ୟ ସ୍ତରୀୟ ମଡେଲ୍‌ ହାଟ ବି କରାଯିବ। ଏନେଇ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ତା ସହିତ ରାଜଧାନୀରେ ସ୍ୱତନ୍ତ୍ର ଓ ଶୀତତାପ ନିୟନ୍ତ୍ରିତ … Read More

ହାଇଓ୍ୱାକୁ ପଛ ପଟୁ ପିଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ

ବୌଦ୍ଧ, (ଓଡିଶା ଟାଇମ୍) : ବୌଦ୍ଧ ଜିଲା ୫୭ନମ୍ବର ଜାତୀୟ ରାଜପଥ ପୁରୁଣାକଟକ ଥାନା ଅନ୍ତର୍ଗତ ଚାରିଛକ ନିକଟରେ ଗୁରୁବାର ଏକ ସଡକ ଦୁର୍ଘଟଣା ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସକୁ ହାଇୱା ଧକ୍କା ଦେବା ଯୋଗୁଁ ୪ ଜଣ ଯାତ୍ରୀ … Read More