ଆଜି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବେ ମୋଦୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ । ଏହାସହ ଟିକାକରଣ ବାବଦରେ ମଧ୍ୟ ସମୀକ୍ଷା କରିବେ । ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଏହି ବୈଠକ … Read More

୯୧ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପୋଲିସ ଓ ଅବକାରୀ ବିଭାଗ

ମୋହନା, (ଓଡିଶା ଟାଇମ୍) :ଗଜପତି ଜିଲ୍ଲାରେ ଅପରେସନ ଗ୍ରୀନ କ୍ଲିନ । ମୋହନା ଥାନା ଢେପାଗୁଡା ପଞ୍ଚାୟତ ଯୁଗୀଢ଼ିଅ ଗାଁ ନିକଟରେ ୯୧ ଏକର ଗଞ୍ଜେଇ ଚାଷ ନଷ୍ଟ କରିଛନ୍ତି ପୋଲିସ ଓ ଅବକାରୀ ବିଭାଗ । ନଷ୍ଟ ଗଞ୍ଜେଇର ଆନୁମାନିକ … Read More

୮ଟି ରାଜ୍ୟକୁ ବ୍ୟାପିଲା ବାର୍ଡ-ଫ୍ଲୁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :୮ଟି ରାଜ୍ୟରେ ବାର୍ଡ ଫ୍ଲୁ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ବଢ଼ୁଥିବା ମାମଲାକୁ ଦୃଷ୍ଟିରେ ରଖି ରାଜ୍ୟରେ ସାବଧାନତା ଅବଲମ୍ୱନ କରିବାକୁ କୁହାଯାଇଛି। କେରଳ, ରାଜସ୍ଥାନ, ମଧ୍ୟପ୍ରଦେଶ, ହିମାଚଳ ପ୍ରଦେଶ, ହରିୟାଣା, ଗୁଜୁରାଟ, ଉତ୍ତରପ୍ରଦେଶ ଏବଂ ମହାରାଷ୍ଟ୍ରରେ … Read More

ଆଜି ଜାନୁଆରୀ ୧୧ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଆଜି ଘରର ବାକି ରହିଥିବା କାମକୁ ଅଗ୍ରାଧିକାର ଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ବାଧ୍ୟ ହେବେ । ପୂର୍ବ ସ୍ଥିରୀକୃତ ଯାନ ବାହନ, ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ ମନ ବଳାଇପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ … Read More

ଭୁଶୁଡିଲା ନିର୍ମାଣଧୀନ ବ୍ରିଜ୍, ଜଣେ ମୃତ, ୩ ଗୁରୁତର

ଉମରକୋଟ, (ଓଡିଶା ଟାଇମ୍) :ନିର୍ମାଣଧୀନ ବ୍ରିଜ୍ ଭୁଶୁଡି ଜଣେ ମୃତ ଏବଂ ୩ ଗୁରୁତର। ହସ୍ପିଟାଲରେ ଗୁରୁତରମାନଙ୍କୁ  ଭର୍ତ୍ତି କରାଯାଇଛି। ବଡକୁମାରୀ ବ୍ଳକ ଅନ୍ତର୍ଗତ ତାଳାପଦର ବ୍ରିଜ କାର୍ଯ୍ୟ ଚାଲୁଥିବା ବେଳେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗୁରୁତର ୩ ଜଣ … Read More

ଦେଶରେ କରୋନା ଆରୋଗ୍ୟ ହାର ୯୬.୪୨%କୁ ବୃଦ୍ଧି

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଦେଶରେ କୋଭିଡ୍‍ ଆରୋଗ୍ୟ ହାର ୯୬.୪୨ ପ୍ରତିଶତକୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୯ ହଜାର ୨୯୯ ଜଣ ଆକ୍ରାନ୍ତ ସୁସ୍ଥ ହେବା ପରେ ଆରୋଗ୍ୟଙ୍କ ସଂଖ୍ୟା ୧ କୋଟି ୭୫ ହଜାର ୯୫୦ରେ … Read More

ହଟିଲା କଟକଣା : ୨୧ରୁ ଦରକାର ପଡିବନି କୋଭିଡ଼୍‌ ନେଗେଟିଭ୍‌ ରିପୋର୍ଟ

ପୁରୀ, (ଓଡିଶା ଟାଇମ୍) :ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା ନେଇ ବସିଥିବା  ବୈଠକ ଶେଷ ହୋଇଛି । ଏଣିକି ଭକ୍ତମାନେ ସିଧା ଠାକୁରଙ୍କୁ ଦର୍ଶନ କରିପାରିବେ । ଆଉ ଦରକାର ପଡିବନି କୋଭିଡ ନେଗେଟିଭ୍‌ ରିପୋର୍ଟ । ଏହି ନିୟମ ଆସନ୍ତା ୨୧ତାରିଖ … Read More

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ ଘୋଷଣା-‘ରାଜ୍ୟରେ ସମସ୍ତଙ୍କୁ ମାଗଣାରେ ମିଳିବ କରୋନା ଭ୍ୟାକସିନ୍’

କୋଲକାତା, (ଓଡିଶା ଟାଇମ୍) :ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କରୋନା ଭ୍ୟାକସିନ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ମମତା ବାନାର୍ଜୀ କହିଛନ୍ତି ଯେ ରାଜ୍ୟ ସରକାର ରାଜ୍ୟରେ ସମସ୍ତ ଅଭାବୀ ଲୋକଙ୍କୁ କରୋନା ଟିକା ଫ୍ରିରେ ଦେବ। ରାଜ୍ୟ ସରକାର … Read More

ସବୁ ମନ୍ତ୍ରୀ ଦେଲେ ସମ୍ପତ୍ତି ତାଲିକା, କିଏ କେତେ ଧନୀ ଜାଣନ୍ତୁ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ରାଜ୍ୟର ସମସ୍ତ ମନ୍ତ୍ରୀ ଆଜି ସେମାନଙ୍କ ସମ୍ପତ୍ତି ତାଲିକା ପ୍ରଦାନ କରିଛନ୍ତି। ଏହି ତାଲିକା ଅନୁଯାୟୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ୬୪ କୋଟି ୯୮ ଲକ୍ଷ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୬୦ କୋଭିଡ୍ ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୨୬୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୧୮୬୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More