ସମ୍ପତ୍ତି ତାଲିକା ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର,ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସଂପତ୍ତି ତାଲିକା ପ୍ରକାଶ। ୩୧ ମାର୍ଚ୍ଚ ୨୦୨୦ ସୁଦ୍ଧା ସଂପତ୍ତି ତାଲିକା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ନୂଆଦିଲ୍ଲୀ ସ୍ଥିତ ବ୍ୟାଙ୍କ ଅଫ୍ ଇଣ୍ଡିଆ ଜନପଥ ଶାଖାରେ ୧୬ ଲକ୍ଷ ୭୬ ହଜାର ୧୮ ଟଙ୍କା ଜମା ରହିଛି। … Read More











