ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୦୬ କୋଭିଡ୍ ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୨୦୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୧୬୦୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଦେଶରେ ନୂଆ ସଂକ୍ରମିତ ୧୮,୨୨୨

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ଦୈନିକ ସଂକ୍ରମଣରେ ହ୍ରାସ ପାଉଥିବା ସହ ମୃତକଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଉଛି। ଦେଶରେ ୨୪ ଘଣ୍ଟାରେ ୧୮,୨୨୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୨୨୮ ଆକ୍ରାନ୍ତଙ୍କ ମୃତ୍ୟୁ … Read More

ଭାରତ-ପାକ୍ ସୀମାରୁ ୬ ପାକିସ୍ତାନୀ ସୈନ୍ୟ ଗିରଫ

ଶ୍ରୀନଗର, (ଓଡିଶା ଟାଇମ୍) :ସୀମା ସୁରକ୍ଷା ବଳ ବା ବିଏସଏଫ ଶୁକ୍ରବାର ପଞ୍ଜାବର ଭାରତ-ପାକ୍ ଅନ୍ତରାଷ୍ଟ୍ରୀୟ ସୀମା ନିକଟରୁ ୬ ପାକିସ୍ତାନୀ ଯବାନଙ୍କୁ ଗିରଫ କରିଥିବା ସୂଚନା ମିଳିଛି । ଗିରଫ ସମସ୍ତ ଯବାନଙ୍କ ବୟସ ୨୦ରୁ ୨୧ ବର୍ଷ ବୋଲି … Read More

ମହାରାଷ୍ଟ୍ରରର ହସ୍ପିଟାଲରେ ଅଗ୍ନିକାଣ୍ଡ ; ୧୦ ଶିଶୁ ମୃତ

ମହାରାଷ୍ଟ୍ର, (ଓଡିଶା ଟାଇମ୍) : ମହାରାଷ୍ଟ୍ରର ଭଣ୍ଡାରାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଦୁଃଖଦ ଘଟଣା ଘଟିଥିବା ଜଣାପଡ଼ିଛି। ରାତି ପ୍ରାୟ ୨ଟା ସମୟରେ ଭଣ୍ଡାରା ଜିଲାରେ ଥିବା ହସ୍ପିଟାଲରେ ନିଆଁ ଲାଗି ଯିବା ଫଳରେ ଶ୍ୱାସ ରୁଦ୍ଧ ହୋଇ ୧୦ … Read More

ଭୁଶୁଡ଼ିଲା କୋଲାବ ମୁଖ୍ୟ କେନାଲ ବନ୍ଧ, ଜମିରେ ମାଡ଼ିଲା ପାଣି

ଜୟପୁର, (ଓଡିଶା ଟାଇମ୍) : ଭାଙ୍ଗିଲା କୋଲାବ ଜଳଭଣ୍ଡାରର ମୁଖ୍ୟ କେନାଲ । ଜୟପୁର ସହରର ପାରାବେଡା ନିକଟ ଏକତାଗୁଡା ନିକଟରେ କୋଲାବ ଜଳଭଣ୍ଡାରର ମୁଖ୍ୟ କେନାଲ ଭାଙ୍ଗିଯାଇଛି । ଅତି ଦ୍ରୁତ ଗତିରେ ମାଡୁଛି କେନାଲ ପାଣି । ପାଣିର … Read More

କଂଗ୍ରେସର ବରିଷ୍ଠ ନେତା ମାଧବ ସିଂ ସୋଲାଙ୍କିଙ୍କ ପରଲୋକ

ଗୁଜୁରାଟ, (ଓଡିଶା ଟାଇମ୍) : ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ମାଧବସିଂହ ସୋଲାଙ୍କି ଶନିବାର ପରଲୋକ ହୋଇଯାଇଛି। ପରଲୋକ ସମୟରେ ତାଙ୍କୁ୯୪ ବର୍ଷ ବୟସ ହୋଇଥିଲା। ସେ ବୈଦେଶିକ ମନ୍ତ୍ରୀ ଭାବରେ ମଧ୍ୟ ଦେଶ ପାଇଁ କାମ … Read More

ସବୁଦିନ ପାଇଁ ବନ୍ଦ ହେଲା ଡୋନାଲ୍ଡ ଟ୍ରମ୍ପଙ୍କ ବ୍ୟକ୍ତିଗତ ଟ୍ୱିଟର ଆକାଉଣ୍ଟ

ୱାସିଂଟନ, (ଓଡିଶା ଟାଇମ୍) :ମାଇକ୍ରୋବ୍ଲଗିଙ୍ଗ୍ ସାଇଟ୍ ଟ୍ୱିଟର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବ୍ୟକ୍ତିଗତ ଆକାଉଣ୍ଟକୁ ସବୁଦିନ ପାଇଁ ବନ୍ଦ କରିଦେଇଛି । ଆମେରିକାର ସଂସଦ (କ୍ୟାପିଟଲ ବିଲ୍ଡିଂ)ରେ ହୋଇଥିବା ହିଂସାକୁ ନେଇ କମ୍ପାନୀ ପକ୍ଷରୁ ଏପରି କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଆଗକୁ … Read More

କନ୍ଧମାଳ-ବାଲିଗୁଡା ଅଞ୍ଚଳରେ ମୃଦୁ ଭୂମିକମ୍ପ

କନ୍ଧମାଳ, (ଓଡିଶା ଟାଇମ୍) : କନ୍ଧମାଳ-ବାଲିଗୁଡା ଅଞ୍ଚଳରେ ମୃଦୁ ଭୂମିକମ୍ପ ହୋଇଛି। ରାତି ୯ଟା୪୫ ମିନିଟରେ ଭୂମିକମ୍ପ ହେଇଥିବା ସୂଚନା ମିଳିଛି। ଜିଲ୍ଲାର ସାରଙ୍ଗ ତ, ବାଲିଗୁଡ଼ା, ବୁଡ଼ା ଗୁଡ଼ା,ପକାରୀ ଆବି ଅଞ୍ଚଳରେ ୩ ରୁ ୪ ସେକେଣ୍ଡ ଭୂମିକମ୍ପ ଅନୁଭୂତ … Read More

ଆଜି ଜାନୁଆରୀ ୦୯ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଆଜିର ରାହୁ ଯୁକ୍ତ ଚନ୍ଦ୍ର ଧନସ୍ଥାନରେ ଧନହାନି ସହ କଳହକୁ ନିମନ୍ତ୍ରଣ କରିବ । ନିଜର ସମ୍ପର୍କୀମାନଙ୍କ ଦ୍ୱାରା କୌଣସି ସମସ୍ୟା ବିଷୟରେ ଚିନ୍ତିତ ରହିପାରନ୍ତି । ଶାରୀରିକମ ଓ ମାନସିକ ସୁସ୍ଥତା ପ୍ରାୟତଃ ପୂର୍ବଭଳି ଅକ୍ଷୁଣ୍ଣ ରହିବ । … Read More

ସମ୍ ହସ୍ପିଟାଲରେ ଭ୍ୟାକ୍ସିନ୍ ବିତରଣ ପ୍ରସ୍ତୁତିର ପଡିଲା ମୂଳଦୁଆ, ସଂପନ୍ନ ହେଲା କୋଭିଡ୍-୧୯ ଟିକାଦାନ ପ୍ରକ୍ରିୟାର ଡ୍ରାଏ ରନ୍

ଭୁବନେଶ୍ବର, (ଓଡିଶା ଟାଇମ୍) :ସାରା ବିଶ୍ୱ କୋଭିଡ ଭାଇରସ୍ ମହାମାରୀ କରାଳରେ ଆକ୍ରାନ୍ତ । ଏହି ରୋଗକୁ କିପରି ପ୍ରତିରୋଧ କରାଯିବ  ଏ ନେଇ ଟିକାକରଣ ପ୍ରକ୍ରିୟାକୁ ସକ୍ରିୟ ଓ ସଫଳ କରିବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ … Read More