ଆଜି ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ବନକଲାଗି ନୀତି

ପୁରୀ, (ଓଡିଶା ଟାଇମ୍) : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆଜି ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ବିତୀୟ ଭୋଗ ମଣ୍ଡପ ପରେ ଦତ୍ତ ମହାପାତ୍ର ସେବାୟତମାନେ ମହାପ୍ରଭୁଙ୍କ ଏହି ନୀତି ଆରମ୍ଭ କରିବେ। ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି … Read More

ଭକ୍ତଙ୍କ ପାଇଁ ଖୋଲିଲା ଲିଙ୍ଗରାଜ ମନ୍ଦିର

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜିଠାରୁ ସାଧାରଣ ଭକ୍ତଙ୍କ ପାଇଁ ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର ଖୋଲିଛି । ସବୁ ବୟସର ଶ୍ରଦ୍ଧାଳୁଙ୍କୁ ମନ୍ଦିରରେ ପ୍ରବେଶ ଲାଗି ଭୁବନେଶ୍ୱର ମହାନଗର ନିଗମ ଅନୁମତି ପ୍ରଦାନ କରିଛି । ତେବେ ମନ୍ଦିରକୁ ପ୍ରବେଶ ପୂର୍ବରୁ … Read More

ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଗ୍ୟାସ୍ ଲିକ୍, ୨ ମୃତ

ରାଉରକେଲା, (ଓଡିଶା ଟାଇମ୍) : ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ୍ ଲିକ୍ , । କୋଲ୍ କେମିକାଲ ବିଭାଗରେ ଗ୍ୟାସ୍ ଲିକ୍ ହୋଇଛି । ବିଷାକ୍ତ ଗ୍ୟାସ ପ୍ରଭାବରେ ୧୦ ଜଣ ଆରଏସପି କର୍ମଚାରୀ ଅସୁସ୍ଥ ହୋଇପଡ଼ିଛନ୍ତି। ଏମାନଙ୍କ ମଧ୍ୟରୁ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୩୧ କୋଭିଡ୍ ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୨୩୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୯୨୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଆମପାଣି ଘାଟି ଜଙ୍ଗଲ ରାସ୍ତାରେ କଲରା ପତରିଆ ବାଘ

କଳାହାଣ୍ଡି, (ଓଡିଶା ଟାଇମ୍) : କଳାହାଣ୍ଡି ନବରଙ୍ଗପୁର ସୀମାନ୍ତ କୋକସରା ବ୍ଲକ ଆମପାଣି ଘାଟିରେ ଗତକାଲି ବିଳମ୍ବିତ ରାତିରେ ଏକ କଲରା ପତରିଆ ବାଘ ଦେଖିବାକୁ ମିଳିଛି। ସିଉନି ଗ୍ରାମର ଆଲୋକ ପାଣିଗ୍ରାହୀ ତାଙ୍କ ସାଙ୍ଗଙ୍କ ସହ ରାତି ପ୍ରାୟ ୧୧.୧୫ … Read More

ଇଂଲଣ୍ଡ ଲକ୍‌ଡାଉନ୍‌: ଘର ଭିତରେ ବନ୍ଦୀ ୫୬ ନିୟୁତ ଲୋକ

ଇଂଲଣ୍ଡ, (ଓଡିଶା ଟାଇମ୍) :ଇଂଲଣ୍ଡ୍‌ର ନୂଆ କରୋନା ଷ୍ଟ୍ରେନ୍‌ ସାରା ବିଶ୍ବରେ ଚିନ୍ତା ବଢ଼ାଇଛି। ଏହି ଭୂତାଣୁ ଇଂଲଣ୍ଡ୍‌ରେ ଏବେ ଦ୍ରୁତ ଗତି‌ରେ ବ୍ୟାପିବାରେ ଲାଗିଛି। ଏହାକୁ ନିୟନ୍ତ୍ରଣ କରିବା ଖୁବ୍‌ କଷ୍ଟଦାୟକ ହୋଇଯାଇଛି। ତେଣୁ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ ଇଂଲଣ୍ଡ୍‌ … Read More

ଆସନ୍ତା ୧୦ରୁ ମାଟ୍ରିକ୍ ଫର୍ମ ପୂରଣ, ଅନଲାଇନ୍‌ରେ ହେବ ପୁରା ପ୍ରକ୍ରିୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପାଇଁ ସ୍କୁଲ ଖୋଲିବ ବୋଲି ରାଜ୍ୟ ସରକାର ବିଜ୍ଞପ୍ତି ପ୍ରକାଶ କରିଥିବା ବେଳେ ଏବେ ମାଟ୍ରିକ୍ ପରୀକ୍ଷା ଫର୍ମ ପୂରଣ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି।  ଅନଲାଇନ୍‌ରେ ଫର୍ମ ପୂରଣ … Read More

ଭିତରକନିକା ଜାତୀୟ ଉଦ୍ୟାନରେ ଆରମ୍ଭ ହେଲା ପକ୍ଷୀ ଗଣନା

ପଟ୍ଟାମୁଣ୍ଡାଇ, (ଓଡିଶା ଟାଇମ୍) :ରାଜନଗର ବିଶ୍ବପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ  ଦେଶୀୟ ଓ ବିଦାଶାଗତ ପକ୍ଷୀମାନଙ୍କର ଗଣନା ଆରମ୍ଭ ହୋଇଛି । ଏହି ଗଣନା ସକାଳ ୫.୩୦ ରୁ ଆରମ୍ଭ ହୋଇ ଦିନ ୧୨ ପର୍ଯ୍ୟନ୍ତ  ଚାଲିବ  । ଏନେଇ ପାଚଂଟି … Read More

ଆଜି ଜାନୁଆରୀ ୦୬ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଆଜି ଜନ୍ମ ଚନ୍ଦ୍ର ହେତୁ ଯାତ୍ରା, ବିବାଦ, ଗୃହାରମ୍ଭ କେତେକାଂଶରେ ବାଧାପ୍ରାପ୍ତ ହେବ । ବନ୍ଧୁମାନଙ୍କ ସହ କୌଣସି ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ । … Read More

ବନ୍ଧନ ବ୍ୟାଙ୍କ ପକ୍ଷରୁ ଭାରତୀୟ ସେନାକୁ ବ୍ୟାଙ୍କ ସେବା ପ୍ରଦାନ କରାଯିବ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭାରତର ଅନ୍ୟତମ ଯୁବ ବ୍ୟାଙ୍କ ବନ୍ଧନ ବ୍ୟାଙ୍କ ପକ୍ଷରୁ ବନ୍ଧନ ବ୍ୟାଙ୍କ ସୌର୍ୟ ବେତନ ଖାତା ପାଇଁ ଭାରତୀୟ ସେବା ସହ ବୁଝାମଣାପତ୍ର ସ୍ୱାକ୍ଷର କରାଯାଇଛି ଯେଉଁଥିରେ ଭାରତୀୟ ସେନାର ବୀର ଯବାନଙ୍କ ପାଇଁ ଅଗ୍ରାଧିକାର … Read More