ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ପରଲୋକ
ଭୁବନେଶ୍ବର, (ଓଡିଶା ଟାଇମ୍) : ଲୋକପ୍ରିୟ ସଙ୍ଗୀତ ନିର୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ପରଲୋକ ହୋଇଛି। ରାତି ୧୨ଟା ୩୦ରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। … Read More











