ଚଳିତବର୍ଷର ଶେଷ କ୍ୟାବିନେଟ ଆଜି; ଆସିବ ୧୨ ପ୍ରସ୍ତାବ

ଭୁବନେଶ୍ବର, (ଓଡିଶା ଟାଇମ୍) : ଚଳିତବର୍ଷର ଶେଷ ରାଜ୍ୟ କ୍ୟାବିନେଟ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ସନ୍ଧ୍ୟା ସାଢ଼େ ୫ଟାରେ ଲୋକସେବା ଭବନରେ ବସିବ। ଉକ୍ତ କ୍ୟାବିନେଟରେ ୧୨ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିବା ସମ୍ଭାବନା ରହିଛି। ସେଥିମଧ୍ୟରେ … Read More

ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ । କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଥୁଆପଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ବାଲେଶ୍ୱର ନାଏକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ଼୍ କରାଯାଇଛି । ପଞ୍ଚାୟତ କାର୍ଯ୍ୟାଳୟ ସମେତ ଏକକାଳୀନ … Read More

ଆଜି ଡିସେମ୍ବର ୨୮ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଆଜି ତିନୋଟି କେନ୍ଦ୍ରରେ ଗ୍ରହଙ୍କ ଅବସ୍ଥିତି ହେତୁ କାମଗୁଡିକ ଧୀର ଗତିରେ ଲକ୍ଷ୍ୟସ୍ଥଳକୁ ନେବାରେ ସାହାର୍ଯ୍ୟ କରିବେ । ପାରିବାରିକ ଦୃଷ୍ଟିକୋଣରୁ ଦିନଟି ବହୁତ ଭଲ ରହିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ । … Read More

ଶିବସେନା ନେତା ସଂଜୟ ରାଉତଙ୍କ ପତ୍ନୀଙ୍କୁ ଇଡିର ସମନ, ୨୯’ରେ କରିବ ଜେରା

ମୁମ୍ବାଇ, (ଓଡିଶା ଟାଇମ୍) : ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ରବିବାର ଶିବସେନା ସାଂସଦ ସଞ୍ଜୟ ରାଉତଙ୍କ ପତ୍ନୀ ବର୍ଷା ରାଉତଙ୍କୁ ନୋଟିସ କରିଛି। ପିଏମସି ବ୍ୟାଙ୍କ ଦୁର୍ନୀତିର ତଦନ୍ତ ସଂପର୍କରେ ଏହି ନୋଟିସ ପଠାଯାଇଛି। ସୂଚନାନୁସାରେ, ୨୯ ଡିସେମ୍ବରରେ ବର୍ଷା ରାଉତଙ୍କୁ ପଚରାଉଚରା … Read More

ଆଖଣ୍ଡଳମଣୀଙ୍କ ଦର୍ଶନ ପାଇଁ ଏସ୍‌ଓପି ଜାରୀ: ଜାନୁଆରୀ ୩ ତାରିଖରେ ଖୋଲିବ ମନ୍ଦିର

ଭଦ୍ରକ, (ଓଡିଶା ଟାଇମ୍) :ଭକ୍ତଙ୍କ ଦର୍ଶନ ଓ ମନ୍ଦିର ଖୋଲିବା ପାଇଁ ବିଭିନ ସଂଘଠନ ପକ୍ଷରୁ ବାରମ୍ବାର ଦାବି ହେବା ପରେ ଆସନ୍ତା ଜାନୁଆରୀ ୩ରୁ ମନ୍ଦିର ଖୋଲିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ମୋହର ବାଜିବା ପରେ ରବିବାର ଜିଲ୍ଲା … Read More

ରାଜ୍ୟରେ ଅପରାଧର ମାତ୍ରା କମିଛି ଓ ନିୟନ୍ତ୍ରଣରେ ରହିଛି : ଡିଜିପି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଅପରାଧର ମାତ୍ରା କମିଛି ଓ ନିୟନ୍ତ୍ରଣରେ ରହିଛି। ୨୦୨୦ରେ ଓଡ଼ିଶା ପୁଲିସ ଭଲଭାବେ କରୋନା ମୁକାବିଲା କରିଛି ବୋଲି ପୁଲିସ ମହାନିର୍ଦେଶକ ଶ୍ରୀ ଅଭୟ କହିଛନ୍ତି। ରବିବାର କଟକଠାରେ ରାଜ୍ୟର ବରିଷ୍ଠ ପୁଲିସ୍‍ ଅଧିକାରୀଙ୍କ … Read More

ଦେଶରେ ୨୪ ଘଣ୍ଟାରେ ୧୮ ହଜାର ୭୩୨ ନୂଆ ପଜିଟିଭ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କେବଳ କରୋନା ରୋଗୀ ଦ୍ରୁତ ଗତିରେ ସୁସ୍ଥ ହେଉନାହାଁନ୍ତି ବରଂ ନୂଆ ସଂକ୍ରମିତ ମଧ୍ୟ ଚିହ୍ନଟ ହେଉଛନ୍ତି। ଶନିବାର ଦିନ କେବଳ ୧୮ ହଜାର ୫୭୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ … Read More

କୃଷକ ନେତା ରାକେଶ ଟିକୈତଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :କୃଷକ ଆନ୍ଦୋଳନ ନେତୃତ୍ୱ ନେଉଥିବା ସଙ୍ଗଠନ ଭାରତୀୟ କିଷାନ ୟୁନିଅନର ଜଣେ ନେତାଙ୍କୁ ହତ୍ୟା ଧମକ ଦିଆଯାଇଛି । ସଙ୍ଗଠନ ନେତା ରାକେଶ ଟିକୈତଙ୍କୁ ବିହାରରୁ ଫୋନ ଯୋଗେ ଧମକ ଦିଆଯାଉଥିବା ସେ ଅଭିଯୋଗ କରିଛନ୍ତି । … Read More

୯ ମାସ ପରେ ଖୋଲିଲା ଶ୍ରୀ ଲିଙ୍ଗରାଜ ମନ୍ଦିର

ଭୁବନେଶ୍ବର, (ଓଡିଶା ଟାଇମ୍) :ଦୀର୍ଘ ୯ ମାସର ପ୍ରତୀକ୍ଷା ପରେ ଆଜି ଖୋଲିଛି ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିର। କୋଭିଡ କଟକଣା ମଧ୍ୟରେ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ ପାଇଁ ଅନୁମତି ମିଳିଛି। ଆଜିଠାରୁ  ୩୧ ତାରିଖ ପର୍ଯ୍ୟନ୍ତ କେବଳ ସେବାୟତ ଓ ସେବାୟତ … Read More

ଆଜିଠୁ ଶୀତ କମିବ, ୧୦ ଜିଲ୍ଲାରେ ଘନ କୁହୁଡି ଆଶଙ୍କା

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜିଠୁ ସାମାନ୍ୟ ହ୍ରାସ ପାଇବ ଶୀତର ପ୍ରକୋପ ।  ଆଭ୍ୟନ୍ତରୀଣ ଓଡ଼ିଶାରେ ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ହ୍ରାସ ପାଇବ । କିନ୍ତୁ ଥଣ୍ଡା ଜାରି … Read More