ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୩୪୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୯୪କୁ ବୃଦ୍ଧି ପାଇଛି । ଏନେଇ … Read More

ରାଜ୍ୟରେ ଆଉ ୩୪୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୩୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୨୬୪୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଆଜି ଭଦ୍ରକ ସହର ୧୨ ଘଣ୍ଟିଆ ବନ୍ଦ

ଭଦ୍ରକ, (ଓଡିଶା ଟାଇମ୍) : ଜୋର୍ ଧରିଲା ଭଦ୍ରକରେ ମେଡିକାଲ କଲେଜ ପ୍ରତିଷ୍ଠା l ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଆଜି ୧୨ ଘଣ୍ଟିଆ ଭଦ୍ରକ ବନ୍ଦ ଡାକରା ଦେଇଛି କଂଗ୍ରେସ । ବିଭିନ୍ନ ସ୍ଥାନରେ ରାସ୍ତାରୋକ କରାଯାଇଛି । ସୁରକ୍ଷାଦୃଷ୍ଟିରୁ … Read More

ଆଜି ନୂଆ ସଂସଦ ଭବନର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ସେଣ୍ଟ୍ରାଲ ଭିଷ୍ଟ ପ୍ରୋଜେକ୍ଟ ଅନୁଯାୟୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡିସେମ୍ବର ୧୦ ତାରିଖ ଗୁରୁବାର ଦିନ ନୂଆ ସଂସଦ ଭବନର ଶିଳାନ୍ୟାସ କରିବେ। ନୂଆ ସଂସଦ ଭବନର ନିର୍ମାଣ କାର୍ଯ୍ୟ ୨୦୨୨ ସୁଦ୍ଧା ପୁରା କରିବାକୁ … Read More

୧୫ ଡିଗ୍ରୀ ତଳେ ରାଜ୍ୟର ୧୩ ସହରର ତାପମାତ୍ରା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ ତଳମୁହାଁ ପାରଦ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୯.୫ ଡିଗ୍ରୀ ରେକର୍ଡ କରାଯାଇଛି। ଦାରିଙ୍ଗବାଡିରେ ୧୧ ଡିଗ୍ରୀକୁ ଛୁଇଁଛି ପାରଦ। ୧୩ଟି ସହରରେ ତାପମାତ୍ରା ୧୫ … Read More

ଦେଶରେ କମୁଛି ସଂକ୍ରମଣ; ନୂଆ ପଜିଟିଭ ୩୧ ହଜାର ୫୨୨, ମୃତ ୪୧୨

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ହ୍ରାସ ପାଉଥିବା ଦେଖାଯାଉଛି। ଗତକାଲି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ତୁଳନାରେ ଆଜି ଜଣାପଡ଼ିଥିବା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ଦେଖାଯାଇଛି। ଦେଶରେ ୨୪ ଘଣ୍ଟାରେ ୩୧,୫୨୨ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। … Read More

ଆଜି ଡିସେମ୍ବର ୧୦ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ପାରିବାରିକ ପରିସ୍ଥିତି ନିଶ୍ଚିତ ଭଲ ରହିବ । ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ । ପରବହନ ତଥା ବାଣିଜ୍ୟ ବ୍ୟବସାୟରୁ ସନ୍ତୋଷ ଜନକ ସୁଫଳ ପାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ … Read More

କେନ୍ଦୁଝର ଜିଲ୍ଲା ସ୍ଥାନୀୟ ବାସିନ୍ଦାଙ୍କ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ଟାଟା ଷ୍ଟିଲ ଫାଉଣ୍ଡେସନ୍ ଦ୍ୱାରା ପ୍ରୋତ୍ସାହିତ

ଭୁବନେଶ୍ବର, (ଓଡିଶା ଟାଇମ୍) :ସ୍ଥାନୀୟ ପ୍ରତିଭାର ବିକାଶ ପାଇଁ ଓଡ଼ିଶାର କେନ୍ଦୁଝର ଜିଲ୍ଲାରେ ୨୦୧୮ ମସିହାରୁ ୬ଟି ଗୋ ଶିକ୍ଷା ଗବେଷଣା କେନ୍ଦ୍ର ସ୍ଥାପନ କରାଯାଇଛି । କେନ୍ଦୁଝର ଜିଲ୍ଲାରେ ଅବସ୍ଥିତ ଗ୍ରାମର ଯୁବକ ଯୁବତୀମାନଙ୍କୁ କମ୍ପ୍ୟୁଟରର ବ୍ୟବହାର, ଇଣ୍ଟରନେଟ୍ ଓ … Read More

ନାବଳକ ସ୍କୁଟି ଚାଳକ ଗଣିଲେ ୨୬ ହଜାର ଟଙ୍କା ଫାଇନ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ସ୍କୁଟି ଚାଳକଙ୍କ ଉପରେ ଲାଗିଲା ୨୬ ହଜାର ଟଙ୍କାର ଫାଇନ୍‌ । ଆଜି  ଭୁବନେଶ୍ୱର ଖଣ୍ଡଗିରି ଛକରେ ଚେକିଂ ସମୟରେ ଟ୍ରାଫିକ୍‌ ପୋଲିସ୍‌ ଏହି ସ୍କୁଟିକୁ ଫାଇନ୍‌ ଲଗାଇଛନ୍ତି । ଗାଡ଼ିର ମାଲିକ ହେଉଛନ୍ତି ନିରଞ୍ଜନ … Read More

‘ସୁନ୍ଦରୀ’ ପାଇଁ ନବୀନଙ୍କୁ ଚିଠି ଲେଖିଲେ ଶିବରାଜ

ଭୁବନେଶ୍ବର, (ଓଡିଶା ଟାଇମ୍) : ବାଘୁଣୀ ‘ସୁନ୍ଦରୀ’ର ଯତ୍ନ ନେବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ। ସୁନ୍ଦରୀକୁ ମଧ୍ୟପ୍ରଦେଶ ଫେରାଇନେବା ପର୍ଯ୍ୟନ୍ତ ତା’ର ଯତ୍ନ ନେବା ଲାଗି ଶିବରାଜ ଚିଠିରେ ଅନୁରୋଧ … Read More