ଆୟ ବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ପିଇଓଙ୍କ ଘରେ ଭିଜିଲାନ୍ସ ରେଡ

ବରଗଡ଼, (ଓଡିଶା ଟାଇମ୍) : ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ପିଇଓଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଥିବା ନେଇ ସୂଚନା ମିଳିଛି । ବରଗଡ ପଦ୍ମପୁର ଉପଖଣ୍ଡ ରାଜବୋଡା ସମ୍ବର ବ୍ଲକ ଦହିତା ପିଇଓ ପୁରନ୍ଦର ଭୋଇଙ୍କ ବାସଭବନରେ ଚଢାଉ କରିଛି … Read More

ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୩୮୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୮୯କୁ ବୃଦ୍ଧି ପାଇଛି । ଏନେଇ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୮୬ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୩୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୨୨୯୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଆଜି କ୍ୟାବିନେଟ୍‌ : ୧୧ଟି ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ। ଭିଡିଓ କନଫରେନ୍‌ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୬ଟା ୪୫ ମିନିଟ୍‌ରେ ବୈଠକ ଅନୁଷ୍ଠିତ ହେବ। କ୍ୟାବିନେଟ୍‌ରେ ପ୍ରାୟ ୧୧ଟି ପ୍ରସ୍ତାବ ଆସିପାରେ। ବିଶ୍ବସ୍ତ ସୁତ୍ରରୁ ମିଳିଥିବା ସୂଚନା … Read More

ହୋଟେଲ କୋଠରୀରୁ ମିଳିଲା ଅଭିନେତ୍ରୀ ଭିଜେ ଚିତ୍ରାଙ୍କ ମୃତଦେହ

ଚେନ୍ନାଇ, (ଓଡିଶା ଟାଇମ୍) : ତାମିଲ ଟିଭି ଅଭିନେତ୍ରୀ ଭି.ଜେ ଚିତ୍ରାଙ୍କ ମୃତଦେହ ଏକ ହୋଟେଲ କୋଠରୀରୁ ଉଦ୍ଧାର କରାଯାଇଛି। ତାଙ୍କ ମୃତ୍ୟୁ ଖବର ଶୁଣି ଦକ୍ଷିଣ ଇଣ୍ଡଷ୍ଟ୍ରିରେ ଶୋକର ଲହରୀ ଖେଳିଯାଇଛି। ଭିଜେ ଚିତ୍ରାଙ୍କୁ ମାତ୍ର ୨୮ ବର୍ଷ ବୟସ … Read More

ରାଜ୍ୟରେ ରେକର୍ଡ ସ୍ତରରେ ପେଟ୍ରୋଲ ଦର

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ରେକର୍ଡ ସ୍ତରରେ ପେଟ୍ରୋଲ ଦର ପହଞ୍ଚିଛି। ପେଟ୍ରୋଲ୍ ଲିଟର ପିଛା ୮୪ ଟଙ୍କା ଟପି ଥିବାବେଳେ ଡିଜେଲ୍ ୮୦ ଟଙ୍କା ଉପରେ ରହିଛି। ଗତ ୧୬ ଦିନରେ ୧୪ ଥର ବଢିଲାଣି ପେଟ୍ରୋଲ ଓ ଡିଜେଲ … Read More

ଦେଶରେ ନୂଆ ପଜିଟିଭ ୩୨,୦୮୦ ; ମୃତ ୪୦୨

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ଉଭୟ ହ୍ରାସ ଓ ବୃଦ୍ଧି ପାଉଥିବବା ଦେଖାଯାଉଛି। ଗତକାଲି ଜଣାପଡିଥିବା ଆକ୍ରାନ୍ତଙ୍କ ତୁଳନାରେ ଆଜି ଜଣାପଡ଼ିଥିବା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଦେଶରେ ୨୪ ଘଣ୍ଟାରେ ୩୨,୦୮୦ … Read More

ଭିକାରୀମୁକ୍ତ ହେବ ଏକାମ୍ରକ୍ଷେତ୍ର

ଭୁବନେଶ୍ବର, (ଓଡିଶା ଟାଇମ୍) :ଏକାମ୍ରକ୍ଷେତ୍ର ହେବ ଭିକାରୀ ମୁକ୍ତ । ମନ୍ଦିରମାଳିନୀ ଏକାମ୍ର କ୍ଷେତ୍ର ଅଞ୍ଚଳକୁ ଭିକାରୀମୁକ୍ତ କରାଯିବା ନେଇ ସରକାର ପ୍ରୟାସ ଆରମ୍ଭ କରିଛନ୍ତି। ଏକାମ୍ର ଯୋଜନାରେ ଏହି କାର୍ଯ୍ୟକୁ ଅଗ୍ରାଧିକାର ଭିତ୍ତିରେ ହାତକୁ ନେଇଛନ୍ତି ବିଏମ୍‌ସି ଓ ବିଡିଏ … Read More

ଆସନ୍ତା ବର୍ଷ ମଧ୍ୟଭାଗ ସୁଦ୍ଧା ଦେଶରେ 5-G ସେବା ଆରମ୍ଭ କରିବାକୁ ଭରସା ଦେଲେ ମୁକେଶ ଅମ୍ବାନୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦକ୍ଷିଣ କୋରିଆ, ଚୀନ ଏବଂ ଆମେରିକାରେ 5-G ଇଣ୍ଟରନେଟ୍‌ ସେବା ଆରମ୍ଭ ହୋଇଗଲାଣି। ଚୀନ 6-G ଉପରେ କାର୍ଯ୍ୟ ଆରମ୍ଭ କଲାଣି। କିନ୍ତୁ ଭାରତରେ ଏବେ ବି 4-G ଇଣ୍ଟରନେଟ୍‌ ସେବା ଜାରି ରହିଛି। 5-G … Read More

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗୃହବନ୍ଦୀ !

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍‌ଙ୍କୁ ଗୃହବନ୍ଦୀ କରାଯାଇଛି। ଦିଲ୍ଲୀ ପୁଲିସ କେଜ୍ରିୱାଲଙ୍କୁ ତାଙ୍କ ବାସଭବନରେ ଗୃହବନ୍ଦୀ କରିଥିବା ଆମ୍‌ ଆଦମୀ ପାର୍ଟି (ଆପ୍‌) ଟ୍ବିଟ୍‌ କରି ସୂଚନା ଦେଇଛି। ତେବେ ଆପ୍‌ର ଏହି ଅଭିଯୋଗକୁ ଖଣ୍ଡନ … Read More