ରାଜ୍ୟରେ ଆଉ ୭ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୩୬୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୭୮କୁ ବୃଦ୍ଧି ପାଇଛି । ଏନେଇ … Read More

ରାଜ୍ୟରେ ଚିହ୍ନଟ ହେଲେ ୩୬୮ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୩୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୧୫୬୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଦେଶରେ ଗତ ୨୪ଘଣ୍ଟାରେ ୩୨୯୮୧ ନୂଆ କୋଭିଡ଼ ସଂକ୍ରମିତ ଚିହ୍ନଟ, ୪ଲକ୍ଷ ତଳେ ଆକ୍ଟିଭ୍ କେସ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କରୋନା ଭାଇରସର ଦୈନିକ ସଂକ୍ରମଣ ଏବେ ହ୍ରାସ ପାଇବାରେ ଲାଗିଛି । ରବିବାର ଦିନ ୩୬,୦୧୧ଜଣ  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୋମବାର ୩୨,୯୮୧ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ଆକ୍ଟିଭ୍‌ … Read More

ସୁର ବାବାଙ୍କ ପରଲୋକ, ତ୍ରାହି ଅଚ୍ୟୁତ ଆଶ୍ରମକୁ କରିଥିଲେ ପ୍ରତିଷ୍ଠା

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ଵର ଉପକଣ୍ଠ ବାଳକାଟୀର ଝିଣ୍ଟିଶାସନ ତ୍ରାହି ଅଚ୍ୟୁତ ଆଶ୍ରମ ପ୍ରତିଷ୍ଠାତା ସୁରେନ୍ଦ୍ର ମିଶ୍ର ଓରଫ ସୁର ବାବାଙ୍କ ଦେହାନ୍ତ ହୋଇଯାଇଛି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ … Read More

ଏକାମ୍ର କ୍ଷେତ୍ର ପ୍ରକଳ୍ପ ସମୀକ୍ଷା କଲେ ଓଡ଼ିଶାର ୫-ଟି ସଚିବ

ଭୁବନେଶ୍ବର, (ଓଡିଶା ଟାଇମ୍) : ଶ୍ରୀମନ୍ଦିର ପରେ ଫୋକସରେ ଏକାମ୍ର କ୍ଷେତ୍ର । ଆଜି ଏକାମ୍ର କ୍ଷେତ୍ର ପରିଦର୍ଶନ କଲେ ୫-ଟି ସଚିବ । ବରିଷ୍ଠ ଅଧିକାରୀଙ୍କ ସହ ଏକାମ୍ର କ୍ଷେତ୍ରର ବିକାଶମୂଳକ କାମର ସମୀକ୍ଷା କରିଛନ୍ତି ୫-ଟି ସଚିବ ଭି.କେ. … Read More

ଆଜି ଡିସେମ୍ବର ୦୭ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ କର୍ମକ୍ଷେତ୍ରରେ ବିରୋଧାଭାସ ରହିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ । ଆଜି ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । … Read More

ଚନ୍ଦ୍ରଶେଖର ଦାଶଙ୍କ ସ୍ମୃତିକଥା ସଂକଳନ ‘ଗାଁ କଥା’ର ଆଲୋଚନା ସଭା

ଭୁବନେଶ୍ବର, (ଓଡିଶା ଟାଇମ୍) : ବିସ୍ମୃତ ଗ୍ରାମ୍ୟ ଜୀବନର ଏକ ନିରୁତା ପ୍ରତିବେଦନ ହେଉଛି ଚନ୍ଦ୍ରଶେଖର ଦାଶଙ୍କ ‘ଗାଁ କଥା’ ପୁସ୍ତକ। ଗାଁକୁ ଭୋଗିଥିବା ପ୍ରତିଟି ମଣିଷ ଏ ପୁସ୍ତକ ମାଧ୍ୟମରେ ସ୍ମୃତିର ଆଇନାରେ ନିଜର ଅତୀତକୁ ଫେରିପାଇବେ ବୋଲି କହିଛନ୍ତି … Read More

ସ୍ୱେଚ୍ଛାସେବୀ ଅନୁପମା ପଣ୍ଡାଙ୍କୁ ସ୍ୱତନ୍ତ୍ର ସମ୍ମାନ “ସେବା-ସହଯୋଗରୁ ଐଶରୀୟ ଆନନ୍ଦ ମିଳେ”

କଟକ,(ଓଡିଶା ଟାଇମ୍) : ଲୋକଙ୍କ ସେବା କରିବାରେ ଐଶରୀୟ ଆନନ୍ଦ ମିଳେ। ସେହିଭଳି ଆତ୍ମସନ୍ତୋଷ କେବଳ ଅନୁଭବୀ ହିଁ ଜାଣିପାରେ। ସେସବୁ ଶବ୍ଦରେ ପ୍ରକାଶ କରିବା ସହଜ ନୁହେଁ। ଆକାଶବାଣୀ ଶ୍ରୋତା ପରିଷଦ ଓଡ଼ିଶା ପକ୍ଷରୁ ସ୍ୱତନ୍ତ୍ର ଭାବେ ସମ୍ମାନିତ ହେବା … Read More

୦୮ ଡ଼ିସେମ୍ୱର ଭାରତ ବନ୍ଦକୁ ସିପିଆଇ(ଏମ୍-ଏଲ) ରେଡ଼ ଷ୍ଟାରର ସମର୍ଥନ

ଭୁବନେଶ୍ବର, (ଓଡିଶା ଟାଇମ) :ଖିଳ ଭାରତ କୃଷକ ସଙ୍ଘର୍ଷ ସମନ୍ୱୟ ସମିତି (AIKSCC) ପକ୍ଷରୁ ୮ ଡିସେମ୍ବର ଭାରତ ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦକୁ ସିପିଆଇ(ଏମ୍-ଏଲ) ରେଡ଼ ଷ୍ଟାର ପାର୍ଟି ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ ଦୃଢ଼ ସମର୍ଥନ ଘୋଷଣା … Read More

ଶ୍ରୀନଗରରେ ସୁରକ୍ଷାବଳଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ : ଜଣେ ଯବାନ ଆହତ

ଶ୍ରୀନଗର, (ଓଡିଶା ଟାଇମ୍) : ଶ୍ରୀନଗରରେ ଆତଙ୍କବାଦୀମାନେ ସୁରକ୍ଷାବଳଙ୍କ ଉପରେ ଆକ୍ରମଣ କରିଛନ୍ତି । ଏହି ଆକ୍ରମଣରେ ଜଣେ ସୁରକ୍ଷାକର୍ମୀ ଆହତ ହୋଇଥିବା ସୂଚନା ମିଳିଛି । ​‌ତେବେ ସୁରକ୍ଷାବଳ ପକ୍ଷରୁ ସଂପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜୋରଦାର କରାଯାଇଛି । … Read More