ପଥଚାରୀଙ୍କ ଉପରେ ମାଡିଗଲା ଡମ୍ପର, ୬ ମୃତ

ନୟାଗଡ଼, (ଓଡିଶା ଟାଇମ୍) : ହାଇଓ୍ବା ଧକ୍କାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ରାସ୍ତାରେ ଚାଲି ଚାଲି ଯିବା ବେଳେ ପଛରୁ ୬ ଜଣଙ୍କୁ ହାଇଓ୍ବା ଧକ୍କା ଦେଇଥିଲା। ନୟାଗଡ଼ା ଶରଣକୁଳ ହାଇସ୍କୁଲ ନିକଟରେ ଏହି … Read More

ଯୁକ୍ତ ୩ରେ ନାମଲେଖା ଅବଧି ବଢ଼ିଲା

ଭୁବନେଶ୍ବର, (ଓଡିଶା ଟାଇମ୍) : ଯୁକ୍ତ ୩ରେ ନାମଲେଖା ଅବଧି ବଢ଼ିଲା। ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଯୁକ୍ତ ୩ରେ ଆଗାମୀ ଡିସେମ୍ବର ୫ ତାରିଖ ସନ୍ଧ୍ୟା ୫ଟା ଯାଏଁ ସ୍ପଟ୍ … Read More

କଟକ ନୟାସଡକ ଆଇଆଇଏଫ୍‌ଏଲ୍‌ ଫାଇନାନ୍ସ କମ୍ପାନିରୁ ୨୦ କୋଟି ଲୁଟ୍‌ର ପର୍ଦ୍ଦାଫାସ୍, ସମସ୍ତ ଅଭିଯୁକ୍ତ ଅଟକ

କଟକ, (ଓଡିଶା ଟାଇମ୍) : କଟକ ନୟାଗଡସ୍ଥିତ ଆଇଆଇଏଫ୍‌ଏଲ୍‌ ଫାଇନାନ୍ସ କମ୍ପାନିରୁ ୨୦ କୋଟି ଲୁଟ୍‌ର ପର୍ଦ୍ଦାଫାସ୍ ହୋଇଛି। ଏହି ଲୁଟ୍‌ ଘଟଣାରେ ସମସ୍ତ ଅଭିଯୁକ୍ତଙ୍କୁ ଅଟକ ରଖିଛି କମିଶନରେଟ୍ ପୁଲିସ। ଏନେଇ ଟ୍ବିନ୍‌ ସିଟି ପୁଲିସ କମିଶନର ସୁଧାଂଶୁ ଷଡଙ୍ଗୀ … Read More

ବିଧାନସଭା ଆଗରେ ହାଇଡ୍ରାମା, ଆତ୍ମହତ୍ୟା ଉଦ୍ୟମ କଲେ ଦମ୍ପତି

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜି ବିଧାନସଭା ଆଗରେ ହାଇଡ୍ରାମା ଦେଖିବାକୁ ମିଳିଛି। ବିଧାନସଭା ବାହାରେ ଜଣେ ଦମ୍ପତି ଦେହରେ ଡିଜେଲ୍‌ ଢାଳି ଆତ୍ମହତ୍ୟା କରିବାକୁ ଉଦ୍ୟମ କରୁଥିଲେ। ଦମ୍ପତିଙ୍କ ଘର ନୟାଗଡରେ ବୋଲି ଜଣାପଡିଛି। ତେବେ ଡିଜେଲ୍‌ ଢାଳି ଆତ୍ମହତ୍ୟା କରିବାକୁ … Read More

ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୬୪୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୭୧କୁ ବୃଦ୍ଧି ପାଇଛି । ଏନେଇ … Read More

ରାଜ୍ୟରେ ଚିହ୍ନଟ ହେଲେ ୬୪୨ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୬୪୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୫୨୭୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଧଉଳି ଶାନ୍ତି ସ୍ତୁପର ବିକାଶ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା ଷଡଙ୍ଗୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଧଉଳି ଶାନ୍ତିସ୍ତୁପର ସାମଗ୍ରିକ ବିକାଶ ଓ ରକ୍ଷଣାବେକ୍ଷଣ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଦୀର୍ଘବର୍ଷ ହେବ ଶାନ୍ତିସ୍ତୂପ ମରାମତି ଅଭାବରୁ ବିପଦ ସଙ୍କୁଳ ହୋଇପଡିଥିବା ଏବଂ ଧଉଳି … Read More

ଏସ୍‌ସିବିରେ ଓପନ ହାର୍ଟ ସର୍ଜରୀ ବନ୍ଦ

କଟକ, (ଓଡିଶା ଟାଇମ୍) : ଅକ୍ସିଜେନ ପାଇପ୍‌ରେ ଲିକ୍ ଯୋଗୁଁ କଟକ ବଡ଼ମେଡିକାଲର କାର୍ଡିଓଥୋରାସିସ ବିଭାଗରେ ଓପନ ହାର୍ଟ ସର୍ଜରୀ ବନ୍ଦ କରାଯାଇଛି। ସ୍ଥିତି ସ୍ୱାଭାବିକ ହେବା ଯାଏ ଏସସିବିରେ ଓପନ୍ ହାର୍ଟ ସର୍ଜରୀ ବନ୍ଦ ରହିବ ବୋଲି ସୂଚନା ମିଳିଛି … Read More

୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ୧୨୧ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଦିଲ୍ଲୀରେ ପୁଣି ଭୟଙ୍କର ରୂପ ନେଉଛି କରୋନା । ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ୧୨୧ ଜଣଙ୍କ ମୃତ୍ୟୁ ଘଟିଛି । ହାରାହାରି ଦେଖିଲେ ପ୍ରତି ଘଣ୍ଟାରେ ଦିଲ୍ଲୀରେ କରୋନା ୫ ଜଣଙ୍କ ମୁଣ୍ଡ ନେଉଛି … Read More

ଭୀଷଣ ବାତ୍ୟା ରୂପ ନେବ ‘ନିଭାର’

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୀଷଣ ବାତ୍ୟାର ରୂପ ନେବ ‘ନିଭାର୍‌’। ୨୫ ତାରିଖ ଅପରାହ୍‌ଣରେ ତାମିଲନାଡ଼ୁ ଓ ପୁଡୁଚେରି ଉପକୂଳ ଅତିକ୍ରମ କରିବା ବେଳେ ପବନର ବେଗ ୧୦୦ରୁ ୧୧୦ କିମି ମଧ୍ୟରେ ରହିବ। ସ୍ଥଳବିଶେଷରେ ୧୨୦ କିମି ବେଗରେ … Read More