ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଜି କଥା ହେବେ ମୋଦୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କରୋନା ମହାମାରୀ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବେ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ହେବାକୁ ଥିବା ଏହି ବୈଠକରେ ପ୍ରଧାନମନ୍ତ୍ରୀ ସର୍ବାଧିକ କରୋନା … Read More

ଆଜି ନଭେମ୍ବର ୨୪ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଆଜିର କର୍ମ କ୍ଷେତ୍ରରେ, ପରିବାରରେ, ମିତ୍ରଙ୍କ ମଧ୍ୟରେ ଆନନ୍ଦମୟ ପରିବେଶ ସୃଷ୍ଟି ହେବ । ଲେଖାପଢାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବେ । ସୁଖ ସମ୍ମାନ ପ୍ଧବ ଖୁସି ହେବେ । ଶୁଭ ରଙ୍ଗ ଧଳା … Read More

ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇଙ୍କ ପରଲୋକ

ଗୌହାଟୀ, (ଓଡିଶା ଟାଇମ୍) : ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇଙ୍କ ଦେହାନ୍ତ ହୋଇଛି। କିଛି ଦିନ ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇ ଗୌହାଟୀର ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ ଗୋଗୋଇ। କରୋନା ଏବଂ ବହୁବିଧ ରୋଗରେ ପୀଡିତ … Read More

ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟର ୬ ବିଶ୍ବବିଦ୍ୟାଳୟର ନୂଆ କୁଳପତି ନିଯୁକ୍ତି। ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ହେଲେ ସବିତା ଆଚାର୍ଯ୍ୟ। ସେହିପରି ରମାଦେବୀ ମହିଳା ବିଶ୍ବବିଦ୍ୟାଳୟର କୁଳପତି ହେଲେ ଅପରାଜିତା ଚୌଧୁରୀ। ଫକୀର ମୋହନ ବିଶ୍ବବିଦ୍ୟାଳୟ କୁଳପତି ହେଲେ ଦୀନବନ୍ଧୁ ସାହୁ। … Read More

ସ୍କୁଲ ଫି ହ୍ରାସ ମାମଲାରେ ସରକାରଙ୍କୁ ଜବାବ ତଲବ

କଟକ, (ଓଡିଶା ଟାଇମ୍) : ଓଡିଶା ହାଇକୋର୍ଟରେ ସ୍କୁଲ ଫି ହ୍ରାସ ମାମଲା । ସରକାରଙ୍କ ପକ୍ଷରୁ ସତ୍ୟପାଠ ଦାଖଲ କରିବାକୁ ଏଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି କମାଇ ହେବ, ତାହା ସତ୍ୟପାଠ ଜରିଆରେ ଜଣାଇବାକୁ … Read More

କମେଡି କୁଇନ୍ ଭାରତୀ ସିଂ ଓ ତାଙ୍କ ସ୍ୱାମୀ ହର୍ଷ ଲିମ୍ଵାଚିଆଙ୍କୁ ମିଳିଲା ଜାମିନ

ମୁମ୍ବାଇ, (ଓଡିଶା ଟାଇମ୍) : କମେଡି କୁଇନ୍ ଭାରତୀ ସିଂ ଏବଂ ତାଙ୍କ ସ୍ୱାମୀ ହର୍ଷ ଲିମ୍ଵାଚିଆଙ୍କୁ ସୋମବାର ଜାମିନ ମିଳିଥିବା ଜଣାପଡ଼ିଛି। ମୁମ୍ଵଇର ଏକ ସିଟି କୋର୍ଟ ଉଭୟଙ୍କୁ ଜାମିନ୍ ପ୍ରଦାନ କରିଛନ୍ତି। ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନସିବି) ଶନିବାର ଦିନ … Read More

ରାଜସ୍ଥାନର ୮ ଜିଲ୍ଲାରେ ରାତ୍ରିକାଳୀନ କର୍ଫ୍ୟୁ

ଜୟପୁର, (ଓଡିଶା ଟାଇମ୍) :ରାଜସ୍ଥାନରେ କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ୮ଟି ଜିଲ୍ଲାରେ ରାତ୍ରିକାଳୀନ କର୍ଫ୍ୟୁ ଜାରି କରିଛନ୍ତି। ଗତକାଲି ରାତିଠାରୁ ଏହାକୁ ତୁରନ୍ତ ଲାଗୁ କରାଯାଇଛି। ଜୟପୁର, ଯୋଧପୁର, କୋଟା, ବିକାନେର, ଉଦୟପୁର, ଆଜେମେର, ଅଲୱାର ଏବଂ … Read More

ଏନ୍‌କାଉଣ୍ଟରରେ ୩ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି, (ଓଡିଶା ଟାଇମ୍) :ମାଲକାନଗିରି-ଛତିଶଗଡ ସୀମାନ୍ତ କାଙ୍କେର ଜିଲ୍ଲାରେ ମାଓବାଦୀ ଓ ପୋଲିସ ମଧ୍ୟରେ ଗୁଳିବିନିମୟ ହୋଇଛି । ଗୁଳିବିନିମୟରେ ୩ ହାର୍ଡକୋର ମାଓବାଦୀ ପ୍ରାଣ ହରାଇଛନ୍ତି । ଅନ୍ୟପଟେ ଜଣେ ଜବାନ ଆହତ ହୋଇଛନ୍ତି । ସୂଚନା ଅନୁସାରେ ରେଲଓ୍ବେ … Read More

ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ପ୍ରାଣ ଗଲା

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୬୬୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

ରାଜ୍ୟରେ ଚିହ୍ନଟ ହେଲେ ୬୬୮ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୬୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୪୬୨୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More