ଆସନ୍ତାକାଲି ୮ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ନଭେମ୍ବର ୨୪ ତାରିଖରେ ସବୁଠାରୁ ପ୍ରବାବିତ ୮ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ । ଏହି ବୈଠକ ସକାଳ ୧୦ଟାରୁ ଆରମ୍ଭ ହେବ । ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ … Read More











