ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

ରାଜ୍ୟରେ ଚିହ୍ନଟ ହେଲେ ୮୬୮ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୧୭୮୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ସୀମା ବିବାଦ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର, (ଓଡିଶା ଟାଇମ୍) :ଓଡିଶା ସହ ପଡୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ, ଛତିଶଗଡ ଓ ଝାଡଖଣ୍ଡ ସହ ରହିଥିବା ଦୀର୍ଘ ଦିନର ସୀମା ବିବାଦକୁ ସମାଧାନ କରିବା ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ତଥା ଆପୋଷ ବୁଝାମଣା କରିବା ପାଇଁ … Read More

ସଡ଼କ ଦୁର୍ଘଟଣାରେ ୨ ବାଇକ୍ ଆରୋହୀ ମୃତ

ସମ୍ବଲପୁର, (ଓଡିଶା ଟାଇମ୍) :ଭାରସାମ୍ୟ ହରାଇ ବ୍ରିଜ୍‌ରେ ପିଟିହୋଇ ନାଳକୁ ଖସିଲା ବାଇକ୍ । ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉଦ୍ଧାର କରିଛି । ସୂଚନାଯୋଗ୍ୟ ଯେ, ସମ୍ବଲପୁର ଜିଲ୍ଲା ରେଢାଖୋଲ ନାକଟିଦେଉଳ ରାସ୍ତା … Read More

ଜମ୍ମୁ ଟୋଲ ପ୍ଲାଜାରେ ଏନକାଉଣ୍ଟର, ୪ଆତଙ୍କବାଦୀ ନିହତ

ଶ୍ରୀନଗର, (ଓଡିଶା ଟାଇମ୍) : ଜମ୍ମୁର ନାଗ୍ରୋଟାସ୍ଥିତ ଏକ ଟୋଲ ପ୍ଲାଜାରେ ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ୪ଜଣ ଆତଙ୍କବାଦୀଙ୍କୁ ନିପାତ କରିବାରେ ସଫଳ ହୋଇଛି ସୁରକ୍ଷା ବାହିନୀ। ଆତଙ୍କବାଦୀଙ୍କ ଉପସ୍ଥିତି ନେଇ ଜଣା ପଡ଼ିବା ପରେ ସୁରକ୍ଷା ବାହିନୀ ସେହି … Read More

୨୬ ତାରିଖରେ ଭାରତ ବନ୍ଦ !

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :କେନ୍ଦ୍ର ସରକାରଙ୍କ ନୂଆ କୃଷି ନୀତି ଓ ଶ୍ରମ ନୀତିକୁ ବିରୋଧ କରି ଆସନ୍ତା ୨୬ ତାରିଖରେ ଭାରତ ବନ୍ଦ ଡାକରା ଦେଇଛନ୍ତି ଶ୍ରମିକ ସଙ୍ଗଠନ ।  ୧୦ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ ପକ୍ଷରୁ ଏହି ବନ୍ଦ … Read More

ଦିଲ୍ଲୀରେ କରୋନା ସ୍ଥିତି ଅସମ୍ଭାଳ : ଗତ ୨୪ ଘଂଟାରେ ସର୍ବାଧିକ ୧୩୧ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀ ଭୟଙ୍କର ରୂପ ଧାରଣ କରିଛି। ୨୪ ଘଣ୍ଟା ମଧ୍ୟରେ ରାଜଧାନୀରେ ମୃତ୍ୟୁର ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୪୮୬ଜଣ ସଂକ୍ରମିତ ଚିହ୍ନଟ … Read More

ଆସନ୍ତାକାଲିଠୁ ବିଧାନସଭାର ଶୀତ ଅଧିବେଶନ

ଭୁବନେଶ୍ବର, (ଓଡିଶା ଟାଇମ୍) :ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭାର ଶୀତ ଅଦିବେସନ ।  ମୁହାଁମୁହିଁ ହେବେ ଶାସକ-ବିରୋଧୀ । ଷୋଡ଼ଶ ବିଧାନସଭାର ପଞ୍ଚମ ଅଧିବେଶନ ପାଇଁ ଶାସକ ଦଳ ସହ ବିରୋଧୀ ଦଳ ମଧ୍ୟ ଗୋଟି ଚାଳନା ଆରମ୍ଭ କରିଦେଇଛନ୍ତି। ତେବେ … Read More

ଆଜି ନଭେମ୍ବର ୧୯ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଆଜି ରବି ନିଚସ୍ଥ ଯୋଗୁ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ଠିକ୍ ହେବ ନାହିଁ । କିନ୍ତୁ କର୍ମାଧିପତିଙ୍କ ପ୍ରଭାବରେ ଅଫିସରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଓ ସମ୍ମାନ ଅକ୍ଷୁର୍ଣ୍ଣ ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ … Read More

ରାଜ୍ୟସ୍ତରୀୟ ପ୍ରଶିକ୍ଷଣ ଶିବିର ଉଦଘାଟନ, ମଣ୍ଡଳ ସ୍ତରରେ ସମସ୍ତ କାର୍ଯ୍ୟକର୍ତାଙ୍କୁ ପ୍ରଶିକ୍ଷିତ କରିବ ବିଜେପି

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଜେପି ଏକ ଭିନ୍ନ ରାଜନୈତିକ ଦଳ । ଆର୍ଦଶ, ବିଚାର, ରାଷ୍ଟ୍ର ନିର୍ମାଣ ଚିନ୍ତାଧାରାର କ୍ୟାଡର ଭିତିକ ଦଳ । ସଙ୍ଗଠନ ନିର୍ବାଚନ ସହ ପଦାଧିକାରୀ କାର୍ଯ୍ୟକର୍ତାଙ୍କୁ ପ୍ରଶିକ୍ଷଣ ବର୍ଗ ମାଧ୍ୟମରେ ପ୍ରଶିକ୍ଷିତ କରାଇବା ଏକ ନିୟମିତ … Read More