ହିନ୍ଦୁଜା ପକ୍ଷରୁ ବିଶ୍ୱ କଲ୍ୟାଣ ପାଇଁ ପ୍ରାର୍ଥନା ସଭା ଜରିଆରେ ଦୀପାବଳି ପାଳନ

ଭୁବନେଶ୍ବର, (ଓଡିଶା ଟାଇମ୍) : ହିନ୍ଦୁଜା ପରିବାର ପକ୍ଷରୁ ଅଶି ଦଶକର ଆଦ୍ୟ ଭାଗରେ ଲଣ୍ଡନ ସହରରେ ଦୀପାବଳି ପାଳନ ଆରମ୍ଭ କରାଯାଇଛି । ଏହା ପରଠାରୁ ଲଣ୍ଡନର ପ୍ରତି ିତ ସମାଜର ଏକ ଅବିଚ୍ଛେଦ୍ୟ ସାମାଜିକ କାର୍ଯ୍ୟକ୍ରମରେ ପରିଣତ ହୋଇଛି … Read More

ବିଜେପି ଦୃଷ୍ଟିରେ ସମ୍ବିତ ପାତ୍ର ଜଗନ୍ନାଥଙ୍କ ଠାରୁ ବଡ, ବିଶ୍ୱର କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ – ରାଜୀବ ପଟ୍ଟନାୟକ

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜି ମଧ୍ୟ ଭୁବନେଶ୍ୱର ବିଧାନସଭା ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ଶ୍ରୀ ରାଜୀବ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେପି ଦଳ ଓ ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାରଙ୍କ ଦ୍ୱାରା ଜଗତରନାଥ ଜଗନ୍ନାଥଙ୍କ ସମ୍ମାନ କ୍ଷୁର୍ଣ୍ଣ ପ୍ରତିବାଦରେ କଂଗ୍ରେସ ଭବନ … Read More

ଓଡ଼ିଶାରେ ପ୍ରଥମ ଥର ପାଇଁ କୌଣସି ୟୁଟିଲିଟି ଦ୍ୱାରା କଟକରେ ସମ୍ପୂର୍ଣ୍ଣ ରୂପେ ମହିଳାଙ୍କ ଦ୍ୱାରା ପରିଚାଳିତ ସିଆର୍‌ସି ଖୋଲାଯିବ

ଭୁବନେଶ୍ବର, (ଓଡିଶା ଟାଇମ୍) :ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସେଂଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିସିଓଡିଏଲ୍‌) ପକ୍ଷରୁ କଟକ ଓ ପୁରୀରେ ଦୁଇଟି ନୂଆ ଗ୍ରାହକ ସମ୍ପର୍କ କେନ୍ଦ୍ର (ସିଆର୍‌ସି) ଉନ୍ମୋଚନ କରାଯିବ । ଏହି … Read More

ଟେମ୍ପୋ ଓ ଡମ୍ପର ମଧ୍ୟରେ ଧକ୍କା, ଘଟଣାସ୍ଥଳରେ ୧୦ଜଣଙ୍କ ମୃତ୍ୟୁ

ବଡୋଦରା, (ଓଡିଶା ଟାଇମ୍) :ଗୁଜରାଟ ସ୍ଥିତ ବଡୋଦରା ବାଘେଡିଆ କ୍ରସିଂ ହାଇୱେରେ ବୁଧବାର ସକାଳେ ଏକ ଅଟୋ-ଡମ୍ପର ମୁହାଁମୁହିଁ ଧକ୍କା ଘଟି ୧୧ ଜଣଙ୍କର ମୃତ୍ୟୁ ଘଟିଛି। ୧୯ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗତକାଲି ବିଳମ୍ବିତ … Read More

ଶପଥ ନେଲେ ଦୁଇ ନବନିର୍ବାଚିତ ବିଧାୟକ ସ୍ୱରୂପ ଦାସ ଓ ବିଜୟ ଶଙ୍କର ଦାସ

ଭୁବନେଶ୍ବର, (ଓଡିଶା ଟାଇମ୍) :ଶପଥ ନେଲେ ନବନିର୍ବାଚିତ ୨ ବିଧାୟକ । ବିଧାନସଭା ପରିସରରେ ଶପଥ ନେଲେ ୨ ନବନିର୍ବାଚିତ ବିଧାୟକ ସ୍ବରୂପ ଦାସ ଓ ବିଜୟ ଶଙ୍କର ଦାସ । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଶପଥ ପାଠ କରାଇଛନ୍ତି । … Read More

ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୫୭୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୭୫କୁ ବୃଦ୍ଧି ପାଇଛି । ଏନେଇ … Read More

ରାଜ୍ୟରେ ଆଜି ୮୬୮ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୮୬୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୦୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୬୬ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ … Read More

ବିଳମ୍ବିତ ହେବ ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା – ମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ବିଳମ୍ବିତ ହେବ। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ସର୍ବନିମ୍ନ ୩ ମାସ ପାଠ ପଢାଯିବା ପରେ ପରୀକ୍ଷା ହେବ। ସର୍ବଭାରତୀୟ ସ୍ତରରେ ବନ୍ଦ ନିଷ୍ପତ୍ତି … Read More

ରାଜଧାନୀରେ ଘନ କୁହୁଡ଼ି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜଧାନୀ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ଘନ କୁହୁଡ଼ିର ଆସ୍ତରଣ ଦେଖାଯାଇଛି। ଆସନ୍ତାକାଲି ମଧ୍ୟ ରହିପାରେ କୁହୁଡ଼ିର ଆଶଙ୍କା , ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାସହ ଅନୁଗୁଳ, ଦେବଗଡ଼, ସମ୍ବଲପୁର … Read More

ଦେଶରେ ୨୪ ଘଣ୍ଟାରେ ୩୮ ହଜାର ୬୧୭ ନୂଆ କରୋନା ଆକ୍ରାନ୍ତ, ୪୭୪ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟ ହ୍ରାସା ପାଇବାରେ ଲାଗିଛି। କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ଆଶ୍ବସ୍ତି ମିଳିଛି।  ଗତ ୨୪ ଘଣ୍ଟାରେ ୩୮ ହଜାର ୬୧୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। … Read More