ଦେଶରେ ୨୪ ଘଣ୍ଟାରେ ୩୮ ହଜାର ୬୧୭ ନୂଆ କରୋନା ଆକ୍ରାନ୍ତ, ୪୭୪ ମୃତ
ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟ ହ୍ରାସା ପାଇବାରେ ଲାଗିଛି। କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ଆଶ୍ବସ୍ତି ମିଳିଛି। ଗତ ୨୪ ଘଣ୍ଟାରେ ୩୮ ହଜାର ୬୧୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। … Read More











