ରାଜଧାନୀରୁ ୨୪ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଭୁବନେଶ୍ବର, (ଓଡିଶା ଟାଇମ୍) :ଦିନକୁ ଦିନ ରାଜଧାନୀରେ ବଢିଚାଲିଛି ବ୍ରାଉନସୁଗାର କାରବାର୍‌ । ଯାହାକି କମିଶନରେଟ୍‌ ପୋଲିସ ପାଇଁ ଚିନ୍ତାର ବିଷୟ ପାଲଟିଛି । ବିଭିନ୍ନ କଟକଣା ସତ୍ତ୍ୱେ ବି ଭୁବନେଶ୍ୱରରେ ଚାଲିଛି ଧଳଜହର କାରବାର । ଆଜି ପୁଣି ରାଜଧାନୀରୁ … Read More

ହତ୍ୟା ମାମଲା ରୁଜୁ ହେବା ପରେ ବଦଳିଲେ ମାଲକାନଗିରି ଜିଲ୍ଲାପାଳ

ମାଲାକନଗିରି, (ଓଡିଶା ଟାଇମ୍) : ମାଲକାନଗିରି ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କ ନାମରେ ହତ୍ୟା ମାମଲା ରୁଜୁ ହେବାପରେ ତାଙ୍କୁ ବଦଳିଲେ କରାଯାଇଛି। ମନୀଷ ଅଗ୍ରୱାଲଙ୍କ ସ୍ଥାନରେ ୱାଇ.ବିଜୟଙ୍କୁ ମାଲକାନଗିରିର ନୂଆ ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି। ମନୀଷ ଅଗ୍ରୱାଲଙ୍କୁ ଯୋଜନା ଓ … Read More

ତାରକିଶୋର ଓ ରେଣୁ ଦେବୀ ବିହାରର ଦୁଇ ଉପମୁଖ୍ୟମନ୍ତ୍ରୀ

ବିହାର, (ଓଡିଶା ଟାଇମ୍) :ବିହାରର ନୂଆ ଉପମୁଖ୍ୟମନ୍ତ୍ରୀ କିଏ ହେବ ତାକୁ ନେଇ ସସପେନ୍ସ ଶେଷ ହୋଇଛି । ବିଜେପିର ଚାରି ଥରର ବିଧାୟକ ତାରକିଶୋର ପ୍ରସାଦ ବିହାରର ଉପମୁଖ୍ୟମନ୍ତ୍ରୀ ହେବେ । ଏନେଇ ସେ ନିଜେ ସୂଚନା ଦେଇଛନ୍ତି । … Read More

ହ୍ରାସ ପାଉଛି ସଂକ୍ରମଣ : ମୃତ୍ୟୁ ସଂଖ୍ୟା ଲକ୍ଷେ ୩୦ହଜାର ଟପିଲା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୩୦ ହଜାର ୬୮୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୮ଲକ୍ଷ ୪୫ … Read More

ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୭୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

ରାଜ୍ୟରେ ଚିହ୍ନଟ ହେଲେ ୭୪୯ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୭୪୯କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୯୪୦୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

ଆଜି ବିହାରରେ ଗଠନ ହେବ ନୂଆ ସରକାର : ୭ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନୀତିଶ କୁମାର

ବିହାର, (ଓଡିଶା ଟାଇମ୍) :ଆଜି ବିହାରରେ ଗଠନ ହେବ ନୂଆ ସରକାର । ସପ୍ତମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନୀତୀଶ କୁମାର । ଅପରାହ୍ନଣ ସାଢେ ୪ ଟାରେ ସପ୍ତମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ … Read More

୧୮ରୁ ରାଜ୍ୟରେ ବଢିବ ଶୀତର ପ୍ରକୋପ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଖସୁଛି ପାରଦ, ବଢୁଛି ଶୀତ। ୧୮ରୁ ବଢିବ ଶୀତର ପ୍ରକୋପ। ୨ରୁ ୩ ଡିଗ୍ରୀ ସେଲ୍‌ସିୟସ୍‌ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବ । ରାଜ୍ୟରେ ବିଭିନ୍ନ ସ୍ଥାନରେ ତାପମାତ୍ରା କମିବା ଯୋଗୁ ଥଣ୍ଡା ଅନୁଭୂତ … Read More

ମହାରାଷ୍ଟ୍ରରେ ଖୋଲିଲା ଧାର୍ମିକସ୍ଥଳ

ମୁମ୍ବାଇ, (ଓଡିଶା ଟାଇମ୍) :ମହାରାଷ୍ଟ୍ରର ସମସ୍ତ ଧାର୍ମିକସ୍ଥଳ ଗୁଡିକ ଆଜିଠାରୁ ଶ୍ରଦ୍ଧାଳୁଙ୍କ ଦର୍ଶନ ନିମନ୍ତେ ଖୋଲାଯାଇଛି। ଶ୍ରଦ୍ଧାଳୁ ଓ ସାଧାରଣ ଲୋକଙ୍କ ଦାବିକୁ ଆଧାର କରି ରାଜ୍ୟ ସରକାର ସମସ୍ତ ଧାର୍ମିକସ୍ଥଳ ଖୋଲିଛନ୍ତି। ତେବେ ମନ୍ଦିରଗୁଡିକ ଖୋଲାଯିବା ନେଇ ଏସଓପି ଜାରି … Read More

କ୍ୱାରେଣ୍ଟାଇନରେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ

ଲଣ୍ଡନ, (ଓଡିଶା ଟାଇମ୍) :ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ୍ ନିଜକୁ କ୍ୱାରେଣ୍ଟାଇନ୍ କରିଛନ୍ତି । ସେ ଜଣେ କରୋନା ପଜିଟିଭଙ୍କ ସଂସ୍ପର୍ଶରେ ଆସିବା ପରେ ପୃଥକବାସରେ ରହିଛନ୍ତି । ଏନେଇ ଡାଉନିଂ ଷ୍ଟ୍ରିଟର ଜଣେ ମୁଖପାତ୍ର ସୂଚନା ଦେଇଛନ୍ତି । ମୁଖପାତ୍ରଙ୍କ … Read More