ଆସନ୍ତା କାଲିଠାରୁ ମହାରାଷ୍ଟ୍ରରେ ଖୋଲିବ ସମସ୍ତ ଧାର୍ମିକସ୍ଥଳୀ

ମହାରାଷ୍ଟ୍ର, (ଓଡିଶା ଟାଇମ୍) :ମହାରାଷ୍ଟ୍ର ସରକାର ରାଜ୍ୟର ସମସ୍ତ ଧାର୍ମିକ ସ୍ଥଳୀ ଖୋଲିବା ପାଇଁ ଅନୁମତି ଦେଇଛନ୍ତି । ତେବେ ଏଥି ପାଇଁ ସରକାର କିଛି ଗାଇଡଲାଇନ୍ ଜାରି କରିଛନ୍ତି । ନଭେମ୍ବର ୧୬ରୁ ସର୍ତ୍ତମୂଳକ ଭାବେ ସମସ୍ତ ମନ୍ଦିର ଖୋଲିବ … Read More

ରାଜଧାନୀରେ ଘର ମାଲିକଙ୍କ ଅବହେଳାରୁ ଗଲା ଜୀବନ, ଲାଇଟ୍ ଲଗାଇବାବେଳେ ଛାତ ଉପରୁ ଖସି ଯୁବକଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :ଦୀପାବଳିରେ ଅଭାବନୀୟ । ଘର ମାଲିକଙ୍କ ଅବହେଳା ଯୋଗୁଁ ଚାଲିଗଲା ନିରୀହ ଜୀବନ। ଛାତ ଉପରୁ ଖସି ପଡି ମୃତ୍ୟୁ ବରଣ କରିଛନ୍ତି ସୁରେନ୍ଦ୍ର ସାହୁ । ଖବର ଅନୁଯାୟୀ, ଗତକାଲି ଅପରାହ୍ମରେ ସୁରେନ୍ଦ୍ର ଛାତ ରେ … Read More

ଆଜି ନଭେମ୍ବର ୧୫ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଆଜିର ଏକାବଳୀ ଯୋଗର ପ୍ରଭାବରୁ ଅର୍ଥନୈତିକ ଅଭିବୃଦ୍ଧି ସଙ୍ଗକୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଅଶ୍ୱିନୀ ନକ୍ଷତ୍ର ସ୍ୱାସ୍ଥ୍ୟ ସମସ୍ୟା ହେତୁ ମାନସିକ ସ୍ତରରେ ଅସୁଖୀ ରହିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ । … Read More

ଦଶାହରେ ପ୍ରବୀରଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନାରେ ମୃତ ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନଙ୍କ ଦଶାହ ଅବସରରେ ଭୁବନେଶ୍ୱର ସାମ୍ବାଦିକ ସଂଘ ପକ୍ଷରୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି ା ଏଥିସହ ଶୁକ୍ରବାର କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଥିବା ବରିଷ୍ଠ ସାମ୍ବାଦିକ … Read More

ରାଜ୍ୟବାସୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଲୋକ ଏବଂ ଆନନ୍ଦର ପର୍ବ ଦୀପାବଳି। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମସ୍ତଙ୍କ ଜୀବନରେ ବିକାଶର ଆଲୋକ ଭରିଦେବା ପାଇଁ ସଂକଳ୍ପବଦ୍ଧ ହୋଇ କାମ କରିବା ଏବଂ ଓଡ଼ିଶାର … Read More

ଯବାନଙ୍କ ସହ ଦୀପାବଳି ପାଳନ କରିବାକୁ ଲୋଙ୍ଗେବାଲା ପୋଷ୍ଟରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ପ୍ରଧାନମନ୍ତ୍ରୀ ମୋଦି ଆଜି ଯବାନଙ୍କ ସହ ଦୀପାବଳି ପାଳନ କରିବାକୁ ଜୈସଲମେରରେ ପହଞ୍ଚିଛନ୍ତି। କିଛି ସମୟରେ ମୋଦି ଲୋଙ୍ଗେବାଲା ପୋଷ୍ଟରେ ପହଞ୍ଚିବେ। ପ୍ରଧାନମନ୍ତ୍ରୀ ମୋଦି ଲୋଙ୍ଗେବାଲା ପୋଷ୍ଟରେ ୧୯୭୧ ମସିହାରେ ଯୁଦ୍ଧରେ ତିଆରି ହୋଇଥିବା ୱାର … Read More

ବଦଳିଲା ପିଜି ନାମଲେଖା କାର୍ଯ୍ୟସୂଚୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟର ୬୮ଟି ଶିକ୍ଷାନୁଷ୍ଠାନ (ବିଶ୍ବବିଦ୍ୟାଳୟ ଓ ସ୍ବୟଂଶାସିତ ମହାବିଦ୍ୟାଳୟ)ର ସ୍ନାତକୋତ୍ତର(ପିଜି) ପାଠ୍ୟକ୍ରମ ପାଇଁ ହୋଇଥିବା ଏକକ ପିଜି ପ୍ରବେଶିକାର ମେଧା ତାଲିକା ପ୍ରକାଶକୁ ପୁନର୍ବାର ପରିବର୍ତ୍ତନ କରାଯାଇଛି। ଏଥିସହ ସମସ୍ତ ପରୀକ୍ଷାର୍ଥୀ ସେମାନଙ୍କର ମାର୍କସିଟ୍‌ ଅପଲୋଡ୍‌ କରି … Read More

ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୯୦୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

ରାଜ୍ୟରେ ଚିହ୍ନଟ ହେଲେ ୯୦୨କରୋନା ସଂକ୍ରମିତ, ୩୦୭୯୦୬ ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୯୦୨କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୭୯୦୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

୨୪ଘଣ୍ଟାରେ ୪୪,୬୮୪ କରୋନା ଆକ୍ରାନ୍ତ ଚିହ୍ନଟ, ୪୭,୯୯୨ଜଣ ସୁସ୍ଥ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଗତ ୨୪ ଘଣ୍ଟାରେ  ପ୍ରାୟ ୪୪ ହଜାର ୬୮୪ ନୂଆ ସଂକ୍ରମଣ ସହ  ଭାରତରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୮୭,୭୩,୪୭୯ ରେ ପହଞ୍ଚିଛି ଓ ୫୨୦ ଜଣ ମୃତ୍ୟୁବରଣ କରିଛନ୍ତି । ଏହା ସହ … Read More