୨୪ ଘଣ୍ଟା ମଧ୍ୟରେ ୪୫,୯୦୩ ଜଣ କରୋନା ସଂକ୍ରମିତ ଚିହ୍ନଟ, ୪୮,୪୦୫ଜଣ ସୁସ୍ଥ
ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଆଜି ପୁଣି ୫୦,୦୦୦ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୪୫ହଜାର ୯୦୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ସମୁଦାୟ ୮୫ ଲକ୍ଷ … Read More











