ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୨ କିରାଣିଙ୍କ ଘରେ ଭିଜିଲାନ୍ସ ଚଢାଉ

ଭୁବନେଶ୍ବର, (ଓଡିଶା ଟାଇମ୍) : ଚିଲିକା ୱାଇଲଡ୍ ଲାଇଫ୍ ଡିଭିଜନ୍ ବାଲୁଗାଁ ଜୁନିୟର ଆକାଉଣ୍ଟାଣ୍ଟ୍ ନବୀନ ଚନ୍ଦ୍ର ବିଷୋୟୀ ଙ୍କ ବାସଭବନ ସମେତ ୩ ଟି ସ୍ଥାନରେ ଭିଜିଲାନ୍ସ ଏକକାଳୀନ ଚଢାଉ କରିଛି ।ବ୍ରହ୍ମପୁର ନୀଳାଚଳ ନଗର ତୃତୀୟ ଲାଇନ୍,  ବାଲୁଗାଁ … Read More

ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୩୯୩ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୪୯୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୯୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

ରାଜ୍ୟରେ ଚିହ୍ନଟ ହେଲେ ୧୪୯୪ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୯୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୮୭୬୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ନଭେମ୍ବର ମାସରେ ସ୍କୁଲ୍ ଖୋଲିବ ନାହିଁ, ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ଚଳିତ ମାସରେ ସ୍କୁଲ୍ ଖୋଲିବା ନେଇ ଯେଉଁ ନିଷ୍ପତ୍ତି  ନିଆଯାଇଥିଲା, ତାକୁ ରାଜ୍ୟ ସରକାର ସାମୟିକ ଭାବେ ସ୍ଥଗିତ ରଖିଛନ୍ତି। ଏଣୁ ନଭେମ୍ବର ମାସରେ ନବମରୁ ଦ୍ୱାଦଶ ଶ୍ରେଣୀ ଲାଗି ସ୍କୁଲ୍ ଖୋଲିବ ନାହିଁ। ଚଳିତ ମାସରେ … Read More

ବିଶ୍ବବିଦ୍ୟାଳୟ ଓ କଲେଜ ଖୋଲିବା ଲାଗି ଗାଇଡ୍ ଲାଇନ୍ ଜାରି କଲା ୟୁଜିସି

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଶ୍ବବିଦ୍ୟାଳୟ ଓ କଲେଜ ଖୋଲିବା ଲାଗି ଗାଇଡ୍ ଲାଇନ୍ ଜାରି କଲା ୟୁଜିସି । କୌଣସି କ୍ୟାମ୍ପସ୍ ଖୋଲିବା ପୂର୍ବରୁ କେନ୍ଦ୍ର କିମ୍ବା ରାଜ୍ୟ ସରକାର ସମ୍ପୃକ୍ତ ଅଞ୍ଚଳକୁ ନିରାପଦ ଘୋଷଣା କରିବା ଆବଶ୍ୟକ ବୋଲି ଏଥିରେ … Read More

୪୭, ୬୩୮ ନୂଆ କରୋନା ପଜିଟିଭ ଚିହ୍ନଟ ; ୫,୨୦,୭୭୩ ଚିକିତ୍ସାଧୀନ

ଭୁବନେଶ୍ବର, (ଓଡିଶା ଟାଇମ୍) :କିଛି ଦିନ ହେବ ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ହେଉଥିବା ଦେଖାଯାଇଥିଲା। ମାତ୍ର ପୁନଃ ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ହେଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ୪୭, ୬୩୮ ନୂଆ କରୋନା ପଜିଟିଭ … Read More

ବିଜେଡିରୁ ନିଲମ୍ବିତ ହେଲେ ବାଲେଶ୍ବରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ

ବାଲେଶ୍ଵର, (ଓଡିଶା ଟାଇମ୍) : ବାଲେଶ୍ୱରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସଙ୍କୁ ଗୁରୁବାର ବିଜେଡିରୁ ନିଲମ୍ବିତ କରାଯାଇଛି। ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ତାଙ୍କୁ ଦଳରୁ ନିଲମ୍ବିତ କରିଥିବା ପ୍ରେସ ରିଲିଜରେ ସୂଚନା ଦିଆଯାଇଛି। ପ୍ରଦୀପ … Read More

କରୋନା ନେଲା ଆଉ ଏକ ଯୁବ ସାମ୍ବାଦିକଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ଯୁଦ୍ଧରେ ହାରିଗଲେ ଓଡିଶାର ଯୁବ ସାମ୍ବାଦିକ । କରୋନା ସହ ଲଢେଇ କରି ଶେଷରେ ଜୀବନ ହାରିଲେ ଆଉ ଜଣେ ସାମ୍ବାଦିକ । ଘରୋଇ ନ୍ୟୁଜ୍ ଚ୍ୟାନେଲ ନ୍ୟୁଜ୍ ୧୮ ଓଡିଆର ଯୁବ ସାମ୍ବାଦିକ … Read More

ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୩୮୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୭୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

ରାଜ୍ୟରେ ଚିହ୍ନଟ ହେଲେ ୧୩୮୫ କରୋନା ସଂକ୍ରମିତ, ୨୯୭୨୭୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୮୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୭୨୭୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More