ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୨୦ କୁ ବୃଦ୍ଧି ପାଇଛି । ଏନେଇ … Read More

ଅନ୍‌ଲକ୍-୬.୦ ପାଇଁ ରାଜ୍ୟ ସରକାରଙ୍କ ଗାଇଡ୍‌ ଲାଇନ୍ ଜାରି; ଜାଣନ୍ତୁ କ’ଣ ଖୋଲା କ’ଣ ବନ୍ଦ?

ଭୁବନେଶ୍ବର, (ଓଡିଶା ଟାଇମ୍) :ନଭେମ୍ବର ପାଇଁ ଅନ୍ ଲକ୍ -୬ ଗାଇଡ ଲାଇନ୍ ଜାରି କରଛନ୍ତି ରାଜ୍ୟ ସରକାର । ଏବଂ ନଭେମ୍ବର ୧୬ରୁ ଖୋଲିବ ସ୍କୁଲ । ନବମରୁ ଦ୍ବାଦଶ ଶ୍ରେଣୀ ଯାଏ ସ୍କୁଲ ଖୋଲିବ । ତେବେ ନଭେମ୍ବର … Read More

ରାଜ୍ୟରେ ଚିହ୍ନଟ ହେଲେ ୧୪୭୦ କରୋନା ସଂକ୍ରମିତ, ୨୯୦୧୧୬ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ  ୨୪ ଘଣ୍ଟା ମଧ୍ୟରେ ୧୪୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୦୧୧୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ହ୍ରାସ ପାଉଛି ସଂକ୍ରମଣ : ନୂଆ ୪୮,୨୬୮ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଧିରେ ଧିରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବା ଦେଖାଯାଇଛି। ଦେଶରେ ୨୪ ଘଣ୍ଟାରେ ୪୮, ୨୬୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ୫୫୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ … Read More

ତୁର୍କୀ ଓ ଗ୍ରୀସରେ ଭୂ-କମ୍ପ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି

ଇଷ୍ଟାବୁଲ୍‍, (ଓଡିଶା ଟାଇମ୍) : ତୁର୍କୀ ଓ ଗ୍ରୀସରେ ହୋଇଥିବା ବଡ ଧରଣର ଭୂମିକମ୍ପ ଓ ସୁନାମିରେ ବହୁ ଧନଜୀବନ ନଷ୍ଟ ହୋଇଛି। ଭୂମିକମ୍ପରେ ଗ୍ରୀସରେ ସୁନାମି ଆସିଥିବା ହେତୁ ତୁର୍କୀରେ ଅନେକ ଅଟ୍ଟାଳିକା ଧ୍ୱଂସ ହୋଇଯାଇଛି। ଏବେ ସୁଦ୍ଧା ଏଥିରେ … Read More

ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ସର୍ଦ୍ଦାର ପଟେଲଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟ ଗସ୍ତରେ ଯିବା ସହ ଆଜି ରାଷ୍ଟ୍ରୀୟ ଏକତା ଦିବସ ଓ ସର୍ଦ୍ଦାର ପଟେଲଙ୍କ ଜନ୍ମ ଜୟନ୍ତୀ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହାସହ … Read More

ଲିଙ୍ଗରାଜ ମନ୍ଦିରରେ 5-T ସଚିବ

ଭୁବନେଶ୍ବର, (ଓଡିଶା ଟାଇମ୍) :ଲିଙ୍ଗରାଜ ମନ୍ଦିର ପରିଦର୍ଶନ କଲେ 5-T ସଚିବ । ଲିଙ୍ଗରାଜ ମନ୍ଦିରର ଉନ୍ନତିମୂଳକ କାର୍ଯ୍ୟର ତଦାରଖ କଲେ ୫-ଟି ସଚିବ । ଆଜି ସକାଳ ସମୟରେ ମନ୍ଦିର ପରିଦର୍ଶନ କରି ଉନ୍ନତିମୂଳକ କାର୍ଯ୍ୟର ତଦାରଖ କରିଛନ୍ତି । … Read More

ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୩୭

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୮୭  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୦୭୨ରେ ପହଞ୍ଚିଛି ।ଶୁକ୍ରବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୯ ଜଣ ରହିଥିବା ବେଳେ ୬୮ … Read More

ଦୀପାବଳୀ ପରେ ଖୋଲିପାରେ ସ୍କୁଲ !

ଭୁବନେଶ୍ବର, (ଓଡିଶା ଟାଇମ୍) :ଦୀପାବଳି ପରେ ସ୍କୁଲ ଖୋଲିବା ନେଇ କଳ୍ପନା ଜଳ୍ପନା ପ୍ରସଙ୍ଗକୁ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରତିକ୍ରିୟା ରଖିଛନ୍ତି । ଏନେଇ ପ୍ରତିକ୍ରିୟା ଦେଇ ମନ୍ତ୍ରୀ ସମୀର ଦାଶ କହିଛନ୍ତି, କେବେ … Read More

ଭାରତୀୟ ସେନା ଲଞ୍ଚ କଲା ସ୍ବଦେଶୀ ମେସେଜିଙ୍ଗ ଆପ୍ “ଏସ୍‌ଏଆଇ”

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ସ୍ବଦେଶୀ ମେସେଜିଙ୍ଗ ଆପ୍ ଲଞ୍ଚ କରିଛନ୍ତି ଭାରତୀୟ ସେନା। ‘ଆତ୍ମନିର୍ଭର ଭାରତ’ ଅଭିଯାନ ମାଧ୍ୟରେ ଭାରତୀୟ ସେନା ‘ସିକ​‌ୟୋର ଆପ୍ଳିକେସନ ଫର୍ ଦ ଇଣ୍ଟରନେଟ୍’ (ଏସଆଇ) ନାଁରେ ଏହାକୁ ଲଞ୍ଚ କରିଛନ୍ତି। ଏଥିରେ ଏଣ୍ଡ-ଟୁ-ଏଣ୍ଡ ସୁରକ୍ଷିତ ଭଏସ, … Read More