ଦୁଇ ଦିନିଆ ଗୁଜରାଟ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ; ସର୍ଦ୍ଦାର ପଟେଲ ପ୍ରାଣୀ ଉଦ୍ୟାନର ଉଦଘାଟନ କରିବେ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଗୁଜରାଟରେ ପହଞ୍ଚିଛନ୍ତି। ସେ ଦୁଇ ଦିନ ଗୁଜରାଟରେ ରହିବେ। ପ୍ରଧାନମନ୍ତ୍ରୀ ଗୁଜରାଟରେ ପହଞ୍ଚି ଗତକାଲି(ଗୁରୁବାର) ମୃତ୍ୟୁବରଣ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ମିଳିଥିବା ସୂଚନା ଅନୁଯାୟୀ, … Read More

ଏବର୍ଷ ହେବନି ପ୍ରସିଦ୍ଧ ବାଲିଯାତ୍ରା

କଟକ, (ଓଡିଶା ଟାଇମ୍) :କରୋନା ପାଇଁ ବାଲିଯାତ୍ରା ଉପରେ କଟକଣା। ଚଳିତ ବର୍ଷ କଟକରେ ହେବ ନାହିଁ ପ୍ରସିଦ୍ଧ ବାଲିଯାତ୍ରା। କୋଭିଡ ସ୍ଥିତିକୁ ନେଇ ଜିଲ୍ଲା ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛନ୍ତି। ସାମୁହିକ ବୋଇତ ବନ୍ଦାଣ ଉତ୍ସବ ଉପରେ ମଧ୍ୟ ବାରଣ … Read More

କରୋନାରେ ଆଖି ବୁଜିଲେ ୧୧ ଜଣ ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୦୮ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ରାଜ୍ୟରେ ଚିହ୍ନଟ ହେଲେ ୧୫୪୭ କରୋନା ସଂକ୍ରମିତ, ୨୮୮୬୪୬ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ  ୨୪ ଘଣ୍ଟା ମଧ୍ୟରେ ୧୫୪୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୮୬୪୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଆଇପିଏଲ ବେଟିଂ କିଙ୍ଗ୍‌ପିନ୍ ଗିରଫ ! ବିପୁଳ ପରିମାଣର ଟଙ୍କା, ବୁକି ତାଲିକା ଜବତ

ବ୍ରହ୍ମପୁର, (ଓଡିଶା ଟାଇମ୍) :ଆଇପିଏଲ୍‌ ବେଟିଂର ଏକ ବଡ଼ ର‌୍ୟାକେଟ୍‌କୁ ଧରିବାରେ ବ୍ରହ୍ମପୁର ପୁଲିସ ସଫଳ ହୋଇଛି। ବେଟିଂର କିଙ୍ଗ୍‌ପିନ୍‌ ପୁଲିସ ହାତରେ । ଏହା ସହ ତାର ୫ଜଣ ସହଯୋଗୀଙ୍କୁ ମଧ୍ୟ ପୁଲିସ ଗିରଫ କରିଛି । କିଙ୍ଗ୍‌ପିନ୍‌ ଓ … Read More

ହ୍ରାସ ପାଉଛି ସଂକ୍ରମଣ; ୪୮ ହଜାର ୬୪୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ହ୍ରାସ ପାଉଛି ସଂକ୍ରମଣ। ୨୪ ଘଣ୍ଟାରେ ୪୮ ହଜାର ୬୪୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ୫୬୩ ଜଣଙ୍କ ମୃତ୍ୟୁ ହୋଇଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ … Read More

୩୧ରେ ଆଉ ଏକ ଲଘୁଚାପ !

ଭୁବନେଶ୍ବର, (ଓଡିଶା ଟାଇମ୍) :ନଭେମ୍ବର ୧ ତାରିଖରୁ ଉତ୍ତର ଓଡ଼ିଶାରେ ଏବଂ ୩ରେ ଉପକୂଳରେ ବର୍ଷା ହେବ ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି। ଗୁରୁବାର ସନ୍ଧ୍ୟା ୭ଟା ବେଳକୁ ମିଆମାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଦକ୍ଷିଣ ଚୀନ୍‌ ସାଗରରେ … Read More

ହବିଷ୍ୟାଳୀଙ୍କ ପାଇଁ ଲାଗୁ ହେଲା କଟକଣା

ପୁରୀ, (ଓଡିଶା ଟାଇମ୍) :ମାସ ମଧ୍ୟରେ କାର୍ତ୍ତିକ ମାସ ହେବ ପୂଣ୍ୟ ମାସ ବୋଲି କୁହାଯାଏ। ଏହି ମାସରେ ମନ୍ଦିର-ତୀର୍ଥସ୍ଥାନରେ ଭକ୍ତଙ୍କ ଭିଡ ଲାଗିଥାଏ। ଏହି ମାସରେ ପୁରୀରେ ହବିଷ୍ୟାଳୀଙ୍କ ଭିଡ ଲାଗିଥାଏ। କାର୍ତ୍ତିକ ମାସ ପାଇଁ ହବିଷ୍ୟାଳୀଙ୍କ ପାଇଁ ଲାଗୁ … Read More

ରାଜଧାନୀରୁ ଆଉ ୯୩ କୋଭିଡ୍ ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୨୫୪

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୯୩  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮୯୮୫ରେ ପହଞ୍ଚିଛି ।ଗୁରୁବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୨୧ ଜଣ ରହିଥିବା ବେଳେ ୭୨ … Read More

ରାଜଭବନ ଛକ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା :ଡିଏନଏ ରିପୋର୍ଟରୁ ସ୍ପଷ୍ଟ ହେଲା ନିଖୋଜ ସୀମାଞ୍ଚଳ ପରିଡା ମୃତ

ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ବର ରାଜଭବନ ନିକଟ ପେଟ୍ରୋଲ ପମ୍ପ୍ ବିସ୍ଫୋରଣ ଘଟଣାରେ ଆସିଲା ମାଂସଖଣ୍ଡର ଡିଏନଏ ରିପୋର୍ଟ । ବିସ୍ଫୋରଣ ସ୍ଥାନରୁ ସଂଗୃହୀତ ମାଂସ ଖଣ୍ଡର ହୋଇଥିଲା ଡିଏନଏ ଟେଷ୍ଟ । ଡିଏନଏ ରିପୋର୍ଟର ହସ୍ତଗତ ହୋଇଥିବା ନେଇ ସୂଚନା … Read More