ଓଡ଼ିଶା ସମେତ ସମଗ୍ର ଦେଶରୁ ବିଦାୟ ନେଲା ଦକ୍ଷିଣ-ପଶ୍ଚିମ ମୌସୁମୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଓଡ଼ିଶା ସମେତ ସାରା ଦେଶରୁ ଦକ୍ଷିଣ ପଶ୍ଚିମ ମୌସୁମି ବାୟୁ ବୁଧବାର ସମ୍ପୂର୍ଣ୍ଣ ବିଦାୟ ନେଇଛି। ଭୁବନେଶ୍ଵର ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ବିଦାୟ ନେବାର … Read More

ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ

ଭୁବନେଶ୍ବର, (ଓଡିଶା ଟାଇମ୍) :ଖୁବଶୀଘ୍ର ବସିବ ବିଧାନସଭାର ଶୀତକାଳୀନ ଅଧିବେଶନ । ଡିସେମ୍ବର ୩୧ପୂର୍ବରୁ ବିଧାନସଭାର ଶୀତକାଳୀନ ଅଧିବେଶନ ବସିବ । ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି ଯ ଡିସେମ୍ବର ୩୧ ପୂର୍ବରୁ ବସିବ ବିଧାନସଭା ଶୀତକାଳୀନ ଅଧିବେଶନ। … Read More

ମୁମ୍ବାଇରେ ହୋଇପାରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ, ସୂଚନା ଦେଲା ଗୁଇନ୍ଦା ବିଭାଗ

ମୁମ୍ବାଇ, (ଓଡିଶା ଟାଇମ୍) :ମୁମ୍ବାଇରେ ପୁଣି ଥରେ ବଡ ଧରଣର ଆତଙ୍କବାଦୀ ଆକ୍ରମଣର ଆଶଙ୍କା ଦେଖାଦେଇଛି । ଗୁଇନ୍ଦା ସୂତ୍ର ଅନୁସାରେ ଆତଙ୍କବାଦୀ ମୁମ୍ବାଇରେ ବଡ ଧରଣର ଆକ୍ରମଣ କରିପାରନ୍ତି । ଏହାକୁ ନେଇ ମୁମ୍ବାଇ ପୋଲିସ ସତର୍କ ସୂଚନା ଜାରି … Read More

ରାଜଧାନୀରେ ୨୪ ଘଣ୍ଟାରେ ୮୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୮୮  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭୮୨ରେ ପହଞ୍ଚିଛି ।ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୭ ଜଣ ରହିଥିବା ବେଳେ ୭୧ … Read More

ଉପନିର୍ବାଚନ ପାଇଁ ଦୁଇ ଦିନିଆ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୨୮ରେ ତିର୍ତ୍ତୋଲ ଏବଂ ୨୯ରେ ବାଲେଶ୍ବର ପାଇଁ ପ୍ରଚାର

ଭୁବନେଶ୍ବର, (ଓଡିଶା ଟାଇମ୍) : ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଆରମ୍ଭ ହୋଇସାରିଛି । ନିକଟରେ ବିଜେପି ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାର ରାଲି କରିଥିବା ବେଳେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଖୁବଶୀଘ୍ର … Read More

ବଢିଲା ଚନ୍ଦ୍ରପୃଷ୍ଠରେ ମାନବ ସଭ୍ୟତାର ଆଶା, ଜହ୍ନରେ ଜଳର ସନ୍ଧାନ ପାଇଲା ନାସା

ୱାସିଂଟନ, (ଓଡିଶା ଟାଇମ୍) : ଚନ୍ଦ୍ର ପୃଷ୍ଠରେ ମଣିଷ ଘର କରି ରହିବାର ବୈଜ୍ଞାନିକ ଆଶା ଆହୁରି ମଜବୁତ ହୋଇ ଯାଇଛି। ପ୍ରକୃତରେ ଆମେରିକୀୟ ଅନ୍ତରୀକ୍ଷ ଏଜେନ୍ସି ନାସା ଚନ୍ଦ୍ରରେ ପାଣି ଠାବ କରିଛନ୍ତି। ଖାସ୍ କଥା ହେଉଛି ଏହା ଯେ … Read More

ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୨୪୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ  ୨୪ଗତ ଘଣ୍ଟା ମଧ୍ୟରେ ୧୨୪୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୩୯୪୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାର୍ତ୍ତିକ ନୀତି

ପୁରୀ, (ଓଡିଶା ଟାଇମ୍) :ଶ୍ରୀମନ୍ଦିରରେ ଆଜି ଠାରୁ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଆରମ୍ଭ ହୋଇଛି । ଆଶ୍ୱୀନ ମାସ ଶୁକ୍ଳପକ୍ଷ ଏକାଦଶୀ ଅର୍ଥାତ୍ ଆଜିଠାରୁ କାର୍ତ୍ତିକ ବ୍ରତ ଆରମ୍ଭ ହୋଇଛି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ହୋଇଥିବା ନୀତି ନିର୍ଘଣ୍ଟ … Read More

ଆଜି ଧରାପୃଷ୍ଠରୁ ବିଦାୟ ନେବେ ଜଗତଜନନୀ ମାଆ ଦୁର୍ଗା

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜି ଧରାପୃଷ୍ଠରୁ ବିଦାୟ ନେବେ ଜଗତଜନନୀ ମାଆ ଦୁର୍ଗା । ମାଆଙ୍କ ମେଲାଣି ପାଇଁ କଟକ ଓ ଭୁବନେଶ୍ବରର ବିଭିନ୍ନ ସ୍ଥାନରେ କୃତ୍ରିମ ଜଳାଶୟ ବ୍ୟବସ୍ଥା କରାଯାଇଛି । ଚଳିତ ବର୍ଷ ଭଷାଣ ବେଳେ କୌଣସି ପ୍ରକାରର … Read More