ଭିଜିଲାନ୍ସ ଜାଲରେ ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀ

ବାଲେଶ୍ଵର, (ଓଡିଶା ଟାଇମ୍) : ବାଲେଶ୍ବର ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ଗିରଫ ହୋଇଛନ୍ତି । ମୁଖ୍ୟ ଯୋଗାଣ ଅଧିକାରୀ ମୀର୍‌ ରାଜା ଅଲ୍ଲୀଙ୍କୁ ଗିରଫ କରିଛି ଭିଜିଲାନ୍ସ । ସୂଚନା ଅନୁସାରେ ଗୁରୁବାର ତାଙ୍କ ଅଫିସ ଟେବୁଲ ଡ୍ରୟରରୁ ଜବତ … Read More

ସିଟି ସେଣ୍ଟର ମଲ୍‌ରେ ଭୟାବହ ଅଗ୍ନିକାଣ୍ଡ, ମଲ୍‌ରେ ଥିଲେ ପ୍ରାୟ ୩୦୦ ଲୋକ

ମୁମ୍ବାଇ, (ଓଡିଶା ଟାଇମ୍) : ମୁମ୍ବାଇର ନାଗପଡ଼ା ସ୍ଥିତ ଏକ ସପିଂ ମଲରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ବିଷୟରେ ତୁରନ୍ତ ଦମକଳ କର୍ମଚାରୀଙ୍କୁ ସୂଚନା ମିଳିବା ପରେ ଏଯାବତ ମଧ୍ୟ ନିଆଁ ଲିଭାଇବା କାର୍ଯ୍ୟ ଜାରି … Read More

ଭୁବନେଶ୍ବରରୁ ଆଉ ୨୦୧ ପଜିଟିଭ୍ ଚିହ୍ନଟ, ୨୮ ହଜାର ଟପିଲା ରାଜଧାନୀର ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜଧାନୀ ଭୁବନେଶ୍ବରରୁ ଆଜି ଆଉ ୨୦୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬୪ ଜଣ କ୍ବାରେଣ୍ଟାଇନରୁ ଓ ୧୩୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । … Read More

ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୁଲିସ ଏସ୍‌ଆଇ

ଉତ୍ତରପ୍ରଦେଶ, (ଓଡିଶା ଟାଇମ) : ଉତ୍ତର ପ୍ରଦେଶ ବାଗପତ ରାମାଲା ଥାନାରେ ନିୟୋଜିତ ସବଇନ୍ସପେକ୍ଟର ଇନ୍ତସାର ଅଲିଙ୍କୁ ନିଲମ୍ବିତ କରାଯାଇଛି। ନିଲମ୍ବିତ କାରଣ ଜାଣିଲେ ଆପଣ ବି ଆଶ୍ଚର୍ଯ୍ୟ ହୋଇଯିବେ। ବିନା ଅନୁମତିରେ ଲମ୍ବା ଦାଢ଼ି ରଖିବା ଅଭିଯୋଗରେ ପୋଲିସ ଅଧିକ୍ଷକ … Read More

ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ

କଟକ, (ଓଡିଶା ଟାଇମ୍) : ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ଗୁରୁବାର ପ୍ରକାଶ ପାଇଛି। ଚଳିତଥର ୨୧ ହଜାର ୪୮୭ ଛାତ୍ରଛାତ୍ରୀ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇଥିଲାବେଳେ ସେଥିମଧ୍ୟରୁ ମୋଟ ୧୫ ହଜାର ୨୪୪ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ସପ୍ଲିମେଣ୍ଟାରୀ ପରୀକ୍ଷାରେ … Read More

ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୯୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

ରାଜ୍ୟରେ ଚିହ୍ନଟ ହେଲେ ୧୯୧୩ କରୋନା ସଂକ୍ରମିତ, ୨୭୬୦୯୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୧୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୬୦୯୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଭାରତର ‘ନାଗ’ରେ ଭୟଭୀତ ହେବେ ଶତ୍ରୁ, ମାତ୍ର ୪୫ ମିନିଟରେ ଆଣ୍ଟି-ଟ୍ୟାଙ୍କ ଗ୍ରାଇଡେଡ ମିଶାଇଲର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତ ଏବଂ ଚୀନ୍ ସୀମାରେ ଚାଲିଥିବା ତିକ୍ତତା ମଧ୍ୟରେ କ୍ଷେପଣାସ୍ତ୍ର ପରୀକ୍ଷଣରେ ଭାରତ ଆଉ ଏକ ପଦକ୍ଷେପ ନେଇଛି। ଭାରତ ଗୁରୁବାର ସକାଳୁ ‘ନାଗ’ ଆଣ୍ଟି-ଟ୍ୟାଙ୍କ ଗାଇଡେଡ୍ କ୍ଷେପଣାସ୍ତ୍ରର ଅନ୍ତିମ ପର୍ଯ୍ୟାୟକୁ ସଫଳତାର ସହ ପରୀକ୍ଷଣ … Read More

୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତର ରୂପ ନେବ ଲଘୁଚାପ : ୪୮ଘଣ୍ଟା ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) :ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୱେଲମାର୍କ ଲୋ ପ୍ରେସର ଏବେ ଅବପାତରେ ପରିଣତ ହୋଇଛି । ୨୪ ଘଣ୍ଟା ମଧ୍ୟରେ ଏହା ଗଭୀର ଅବପାତର ରୂପ ନେଇପାରେ । ଏହା ଉତ୍ତର- ଉତ୍ତରପୂର୍ବ ଦିଗରେ ଗତି କରି ଓଡିଶା … Read More

୨୪ ଘଣ୍ଟାରେ ୭୦୨ ମୃତ; ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୧୬ ହଜାର ୬୧୬କୁ ବୃଦ୍ଧି

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତରେ ଗତ ୨୪ ଘଣ୍ଟାରେ ୭୦୨ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୧୬ ହଜାର ୬୧୬କୁ ବୃଦ୍ଧି ପାଇଛି। ଦେଶରେ ଏବେ ୭ଲକ୍ଷ ୧୫ ହଜାର ୮୧୨ … Read More