ଆଇଏମ୍‌ଏସ ଓ ସମ୍‌ ହସ୍ପିଟାଲରେ ଦୁଇ ଦିନିଆ ଡାକ୍ତରୀ ଶିକ୍ଷା ତାଲିମ କର୍ମଶାଳା

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଇଏମ୍‌ଏସ ଓ ସମ୍‌ ହସ୍ପିଟାଲରେ ଡାକ୍ତରୀ ଶିକ୍ଷା ଓ ତାଲିମ୍‌ ନେଇ ଏକ କର୍ମଶାଳା ଆରମ୍ଭ ହୋଇଛି । ଆଇଏମ୍‌ଏସ୍‌ ଡିନ୍‌ ପ୍ରଫେସର ଗଙ୍ଗାଧର ସାହୁ ଏବଂ ଅଧୀକ୍ଷକ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର ଏହାକୁ ଉଦ୍‌ଘାଟନ କରିଛନ୍ତି … Read More

ବିଶ୍ବ ସ୍ବାସ୍ଥ୍ୟ ସଂଗଠନର ବଡ଼ ଖୁଲାସା, କରୋନା ରୋଗୀଙ୍କ ପାଇଁ ପ୍ରଭାବି ନୁହେଁ ରେମଡେସିଭିର

ୱାସିଂଟନ, (ଓଡିଶା ଟାଇମ୍) : ଆମେରିକୀୟ କମ୍ପାନୀ ଗିଲିଆଡର ରେମଡେସିଭିର କରୋନା ରୋଗୀର ଜୀବନ ରକ୍ଷା କରିବାରେ ଅଧିକ ସକ୍ଷମ ନୁହେଁ। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ କହିଛି, ନିକଟରେ ହୋଇଥିବା କ୍ଲିନିକାଲ୍ ପରୀକ୍ଷଣରୁ ଜଣାପଡିଛି ଯେ ରେମଡେସିଭିର ସାହାଯ୍ୟରେ କୋଭିଡ-୧୯ ରୋଗୀଙ୍କ … Read More

ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ରାଜ୍ୟରେ ଚିହ୍ନଟ ହେଲେ ୨୧୩୮ କରୋନା ସଂକ୍ରମିତ, ୨୬୪୧୪୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୪୧୪୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

୭୫ ବର୍ଷରେ ପାଦ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ହେଉଛି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ଆଜି ସେ ୭୫ ବର୍ଷରେ ପାଦ ଥାପିଛନ୍ତି। କରୋନା ସ୍ଥିତିକୁ ଦେଖି ମୁଖ୍ୟମନ୍ତ୍ରୀ ଆଜି ଜନ୍ମଦିନ ପାଳନ କରିବେ ନାହିଁ । ତେଣୁ ନବୀନ ନିବାସ … Read More

୨୪ ଘଣ୍ଟାରେ ୬୩ , ୩୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ; ୮୯୫ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ୨୪ ଘଣ୍ଟାରେ ୬୩ , ୩୭୧ ନୂଆ କରୋନା ଆକ୍ରାନ୍ତ ହୋଇଛନ୍ତି। ଏହାସହ ୮୯୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୨ ହଜାର ୧୬୧ରେ ପହଞ୍ଚିଛି। … Read More

ପାକିସ୍ତାନରେ ୨ଟି ବଡ଼ ଆତଙ୍କବାଦୀ ଆକ୍ରମଣ,୨୧ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ପାକିସ୍ତାନର ବେଲୁଚିସ୍ତାନରେ ଓ ଓ୍ବାଜରିସ୍ତାନରେ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ୨୧ ଜଣଙ୍କ ମୃତ୍ୟୁ ହୋଇଛି। ଗୋଟିଏ ଆକ୍ରମଣ ବେଲୁଚିସ୍ତାନର ଓରମେରାରେ ହୋଇଛି। ତେବେ ଏହା ଅଏଲ ଆଣ୍ଡ ଗ୍ୟାସ ବିକାଶ କମ୍ପାନି ଲିମିଟେଡରେ ହୋଇଛି … Read More

ଭୁବନେଶ୍ବରରେ ଆଜିଠୁ ତୃତୀୟ ପର୍ଯ୍ୟାୟ ସେରୋ ସର୍ଭେ

ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ବରରେ ଆଜିଠୁ ଆରମ୍ଭ ହେଉଛି ତୃତୀୟ ପର୍ଯ୍ୟାୟ ସେରୋ ସର୍ଭେ । ଆଜିଠୁ ୧୮ ତାରିଖ ପର୍ଯ୍ୟନ୍ତ ରାଜଧାନୀରେ ଚାଲିବ ତୃତୀୟ ପର୍ଯ୍ୟାୟ ସେରୋ ସର୍ଭେଲାନ୍ସ । ଏଥିରେ ୫ଟି ଟିମ୍ ନିୟୋଜିତ ହେବେ । ରାଜଧାନୀର … Read More

କଳ୍ପନା ଦାଶ ଓ ତାଙ୍କ ଝିଅ ହତ୍ୟାକାଣ୍ଡ ମାମଲା : ମୁଖ୍ୟ ଅଭିଯୁକ୍ତ ଅନୁପ ସାଏଙ୍କୁ ଅନ୍ତରୀଣ ଜାମିନ

ଭୁବନେଶ୍ବର, (ଓଡିଶା ଟାଇମ୍) : ଡବଲ ମର୍ଡର ଘଟଣାରେ ଗିରଫ ହୋଇ ଜେଲ୍‍ ରେ ଥିବା ପୂର୍ବତନ ବିଧାୟକ ଅନୁପ ସାଏଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହୋଇଥିବା ଜଣାପଡ଼ିଛି। ଗୁରୁତର ସ୍ୱାସ୍ଥ୍ୟ ଅବସ୍ଥା କାରଣରୁ ଜାମିନରେ ବାହାରି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। … Read More

ଆଜି ପ୍ରକାଶ ପାଇବ ନିଟ୍ ଫଳ

ଭୁବନେଶ୍ବର, (ଓଡିଶା ଟାଇମ୍) : ନାସନାଲ୍ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ନ୍ୟାସନାଲ୍ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (ନିଟ୍) ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇବ। ଛାତ୍ରଛାତ୍ରୀ ୱେବସାଇଟ୍ ww.ntaneet.nic.in/nta.ac.inକୁ ଯାଇ ଫଳ ଦେଖିପାରିବେ ବୋଲି ଏନ୍‌ଟିଏ ପକ୍ଷରୁ ପ୍ରକାଶିତ … Read More