ଅକ୍ଟୋବର ୧୬ରୁ ପାଞ୍ଚ ଦିନ ପାଇଁ ଖୋଲିବ ସବରିମାଳା ମନ୍ଦିର

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :କରୋନା ମହାମାରୀ ଯୋଗୁ ବନ୍ଦ ଥିବା ସବରିମାଳା ମନ୍ଦିର ଅକ୍ଟୋବର ୧୬ରୁ ଖୋଲିବ। ଅର୍ଥାତ ଆସନ୍ତାକାଲି ଠାରୁ ୫ ଦିନ ପାଇଁ ଭକ୍ତଙ୍କ ପାଇଁ ମନ୍ଦିର ଖୋଲାଯିବ। ତେବେ ଏହା ମଲାୟାଲାମ ମାସ ଯୋଗୁ କେବଳ ପାଞ୍ଚ … Read More

ଏ ବର୍ଷ ବି ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର, (ଓଡିଶା ଟାଇମ୍) :ଜନ୍ମ ଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶାବାସୀଙ୍କ ଭଲ ପାଇବା … Read More

ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍‌ଙ୍କ କିଶୋର ପୁତ୍ର ବ୍ୟାରନ୍‌ଙ୍କୁ କରୋନା

ୱାସିଂଟନ, (ଓଡିଶା ଟାଇମ୍) :ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ ବ୍ୟାରେନ କରୋନାରେ ସଂକ୍ରମିତ। ଡୋନାଲ୍ଡ ଟ୍ରମ୍ପଙ୍କ ପତ୍ବୀ ଫାଷ୍ଟଲେଡି ମେଲାନିଆ ଟ୍ରମ୍ପ ଏ ସୂଚନା ଦେଇଛନ୍ତି। ତେବେ ତାଙ୍କ ୧୪ ବର୍ଷୀୟ ପୁଅ ଠାରେ କରୋନାର କୌଣସି ଲକ୍ଷଣ ଦେଖା … Read More

ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୦୮୯ରେ ପହଞ୍ଚିଲା ମୋଟ୍ ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୮୯କୁ … Read More

ରାଜ୍ୟରେ ଚିହ୍ନଟ ହେଲେ ୨୪୭୦ କରୋନା ସଂକ୍ରମିତ,୨୬୨୦୧୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୨୦୧୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

୨୪ ଘଣ୍ଟାରେ ନୂଆ ୬୭, ୭୦୮ ଆକ୍ରାନ୍ତ ଚିହ୍ନଟ ; ୮,୧୨,୩୯୦ ଚିକିତ୍ସାଧୀନ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କିଛି ଦିନ ହେବ ନୂଆ କରୋନା ପଜିଟିଭିଙ୍କ ସଂଖ୍ୟା ଓ ମୃତକଙ୍କ ସଂଖ୍ୟାରେ ହ୍ରାସ ପାଉଥିବା ଦେଖିବାକୁ ମିଳିଛି। କିଛି ସପ୍ତାହ ପୂର୍ବରୁ ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ହଜାର ପାର ହେଉଥିବା ବେଳେ … Read More

ଲଦାଖରେ ଚୀନକୁ ଝଟକା, ଭୀଷଣ ଥଣ୍ଡାରେ ଡ୍ରାଗନ ସେନାଙ୍କ ମୃତ୍ୟୁ

ଲାଦାଖ୍, (ଓଡିଶା ଟାଇମ୍) :ଲଦାଖରେ ଭୀଷଣ ଥଣ୍ଡା ଏବେ ଆରମ୍ଭ ହୋଇ ନାହିଁ ମାତ୍ର ଚୀନ ସେନାକୁ ବଡ଼ ଝଟକା ଲାଗିଛି। ପୋଙ୍ଗଙ୍ଗ ହ୍ରଦର ଉତ୍ତର କୂଳରେ ଚୀନ ସେନା ପିଏଲଏକୁ ଜନହିତର କ୍ଷତି ସହିବାକୁ ପଡିଛି । କୁହାଯାଉଛି ଏହି … Read More

ଆଜି ଉପକୂଳରେ ବର୍ଷା, ୧୭ରୁ ଦକ୍ଷିଣ ଓଡିଶାରେ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ ଘଣ୍ଟା ଭିତରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇଛି । କେତେକ ଜାଗାରେ ଅତି ପ୍ରବଳ ବର୍ଷା ହୋଇଛି । ଲଗାଣ ବର୍ଷାରେ ବଂଶଧାରା ଉଛୁଳିଛି । କାଶିନଗରରେ ବିପଦ ସଙ୍କେତ ଉପରେ … Read More

ଆଉ ୨,୭୭୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ : ଆରୋଗ୍ୟଙ୍କ ସଂଖ୍ୟା ୨,୩୫,୭୬୩କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ ଘଣ୍ଟାରେ ୨୬୦୪ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭୭୫ ସୁସ୍ଥ  ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୩୫ ହଜାର ୭୬୩କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ … Read More

ଶୋପିଆନ ଏନକାଉଣ୍ଟରରେ ୨ଆତଙ୍କବାଦୀ ନିହତ

ଶ୍ରୀନଗର, (ଓଡିଶା ଟାଇମ୍) :ଜାମ୍ମୁ-କାଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ସୁରକ୍ଷାକର୍ମୀଙ୍କ ଅପରେସନ ଜାରି ରହିଛି। ଶୋପିଆନ ଜିଲ୍ଲାର ଚକୁରା ଅଞ୍ଚଳରେ ସୁରକ୍ଷାକର୍ମୀ ଆଜି ୨ଆତଙ୍କବାଦୀଙ୍କୁ ଗୁଳି କରି ମାରିଛନ୍ତି। ଏବେ ଶବକୁ ଉଦ୍ଧାର କରାଯାଇନାହିଁ। ବର୍ତ୍ତମାନ ସର୍ଚ୍ଚ ଅପରେସନ ଜାରି ରହିଛି। ଏହା … Read More