ରାଜ୍ୟରେ ଚିହ୍ନଟ ହେଲେ ୨୮୫୪ କରୋନା ସଂକ୍ରମିତ, ୨୪୯୬୯୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୮୫୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୯୬୯୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ : ଆଜି ଅବପାତରେ ପରିଣତ ହେବା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଣ୍ଡାମାନ ସାଗର ଏବଂ ତାର ଆଖପାଖ ଅଂଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଆଜି ଏହା କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଘନୀଭୂତ ହୋଇ ଅବପାତର ରୂପନେବ । ପ୍ରଭାବରେ ୧୧ ତାରିଖରୁ ୧୩ ତାରିଖ … Read More

ହାର୍ଭାର୍ଡ ବିଶ୍ବବିଦ୍ୟାଳୟର ନୂଆ ଡିନ୍ ହେଲେ ଭାରତୀୟ ବଂଶୋଦ୍ଭବ ଶ୍ରୀକାନ୍ତ

ବୋଷ୍ଟନ, (ଓଡିଶା ଟାଇମ୍) :ଭାରତୀୟ ବଂଶୋଦ୍ଭବ ପ୍ରସିଦ୍ଧ ଶିକ୍ଷାବିଦ୍ ଶ୍ରୀକାନ୍ତ ଦତାରଙ୍କୁ ହାର୍ଭାର୍ଡ ବିଜନେସ ସ୍କୁଲର ନୂଆ ଡିନ୍ ଭାବେ ନିଯୁକ୍ତ କରାଯାଇଛି। ଦୀର୍ଘ ସମୟ ହେବ ସେ ଏହି ବିଜନେସ ସ୍କୁଲ ସହ ଯୋଡ଼ି ହୋଇ ରହିଛନ୍ତି। କୋଭିଡ-୧୯ ମହାମାରୀରୁ … Read More

ଦେଶରେ କରୋନା ସଂକ୍ରମଣ ୬୯ ଲକ୍ଷ ଟପିଲା, ୭୦ ହଜାରରୁ ଅଧିକ ନୂଆ ମାମଲା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଗତ ୨୪ ଘଣ୍ଟା ମଧ୍ୟରେ ୭୦ ହଜାର ୪୯୬ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଥିବାବେଳେ ୯୬୪ ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି। ଦେଶରେ ମୋଟ୍‌ ସଂକ୍ରମଣ ମାମଲା ୬୯ ଲକ୍ଷ ୬ ହଜାର ୧୫୨କୁ ବୃଦ୍ଧି … Read More

ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ; ୨ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ,(ଓଡିଶା ଟାଇମ୍) :  ଜମ୍ମୁ-କାଶ୍ମୀରର କୁଲଗାମ ଚିଙ୍ଗାମ ସେକ୍ଟରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି।ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହାସହ ଘଟଣାସ୍ଥଳରୁ ବିଭିନ୍ନ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ସୂଚନା ଯୋଗ୍ୟ, ଜମ୍ମୁ-କାଶ୍ମୀରର କୁଲଗାମ ଜିଲାର ଚିଙ୍ଗାମ ଅଞ୍ଚଳରେ ଆତଙ୍କବାଦୀ … Read More

ପାକିସ୍ତାନରେ ବି ବ୍ୟାନ ହେବ ହେବ ଟିକ୍ ଟକ୍ !

ପାକିସ୍ତାନ, (ଓଡିଶା ଟାଇମ୍) : ପାକିସ୍ତାନରେ ଚୀନର କ୍ଷୁଦ୍ର ଭିଡିଓ ଆପ୍ ଟିକ୍ ଟକ୍ ନିଷିଦ୍ଧ ହେବ । ଅଶାଳୀନ କଣ୍ଟେଣ୍ଟକୁ ନେଇ ପାକିସ୍ତାନ ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ଖୁବଶୀଘ୍ର ଏ ନେଇ ସରକାରୀ ଘୋଷଣା କରାଯିବ ବୋଲି … Read More

୧୨ରୁ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତା ୧୨ତାରିଖରୁ ଚଳିତ ଏକକ ପିଜି ପ୍ରବେଶିକା ପରୀକ୍ଷା ଆରମ୍ଭ ହେବ। ପରୀକ୍ଷା ୧୨ରୁ ଆରମ୍ଭ ହୋଇ ୨୨ ଯାଏଁ ଚାଲିବ। କରୋନା ପରୀକ୍ଷାର୍ଥୀମାନେ ମଧ୍ୟ ପରୀକ୍ଷା ଦେଇପାରିବେ । ଆକ୍ରାନ୍ତ ପରୀକ୍ଷାର୍ଥୀଙ୍କ ପାଇଁ ସ୍ୱତନ୍ତ୍ର … Read More

ପୀୟୂଷ ଗୋଏଲଙ୍କୁ ଖାଦ୍ୟ ମନ୍ତ୍ରଣାଳୟର ଅତିିରିକ୍ତ ଦାୟିତ୍ଵ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଗତ କାଲି ସନ୍ଧ୍ୟା ରେ କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ଵାନଙ୍କ ପରଲୋକ ପ​‌ରେ ତାଙ୍କ ବିଭାଗ ଖାଦ୍ୟ ଓ ସାଧାରଣ ବଣ୍ଟନ ବିଭାଗର ଦାୟିତ୍ତବ ଅନ୍ୟତମ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ପ୍ରଦାନ କରାଯାଇଛି । ପୀୟୂଷ ଏବେ ରେଳ … Read More

ବାଲେଶ୍ବର ସଦର ଏବଂ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ୧୬ ଯାଏଁ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦୁଇଟି ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ତିର୍ତ୍ତୋଲ ଓ ବାଲେଶ୍ଵର ସଦର ଉପନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ପ୍ରାର୍ଥିପତ୍ର ଦାଖଲ କରାଯିବ। ନାମାଙ୍କନ ଦାଖଲର ଶେଷ ତାରିଖ ୧୬ … Read More

ରାଜ୍ୟରେ ଆଉ ୧୭ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଆଜି ଆଉ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୯୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ … Read More