ରାଜ୍ୟରେ ଚିହ୍ନଟ ହେଲେ ୩୩୨୬ କରୋନା ସଂକ୍ରମିତ, ୨୩୨୭୧୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩୨୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩୨୭୧୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ପରଲୋକରେ ମହାରଥୀ ; ଅପରାହ୍ନରେ ପୁରୀ ସ୍ୱର୍ଗଦ୍ୱାରରେ ହେବ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ବର, (ଓଡିଶା ଟାଇମ୍) :ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ତଥା ବିଜେଡ଼ିର ଜଣେ ଟାଣୁଆ ନେତା ପ୍ରଦୀପ ମହାରଥୀ। ବିଧାନସଭା ପରିସରରେ ମହାରାଥୀଙ୍କ ପାର୍ଥିବ ଶରୀର ପହଞ୍ଚି ସାରିଛି। ଭୁବନେଶ୍ୱର ସରକାରୀ ବାସଭବନରୁ ତାଙ୍କର ପାର୍ôଥବ ଶରୀର ନିଆଯାଇଛି।ପ୍ରଥମେ … Read More

ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କହିଲେ ‘ଯଥାର୍ଥରେ ସେ ଥିଲେ ଜନତାଙ୍କ ନେତା’

ଭୁବନେଶ୍ବର, (ଓଡିଶା ଟାଇମ୍) :ପୂର୍ବତନ ମନ୍ତ୍ରୀ ତଥା ବିଜେଡ଼ି ନେତା ପ୍ରଦୀପ ମହାରଥୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ । ମହାରଥୀଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେଡି ଜଣେ ନିଷ୍ଠାବାନ ଓ ବରିଷ୍ଠ ନେତାଙ୍କୁ ହରାଇଛି … Read More

୨୪ ଘଣ୍ଟାରେ ୭୫,୮୨୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ; ୯୪୦ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ୨୪ ଘଣ୍ଟାରେ ୭୫,୮୨୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସହ ୯୪୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୧ ହଜାର ୭୮୨ରେ ପହଞ୍ଚିଛି। ଏହାସହ … Read More

ଆହୁରି ୩ ଦିନ ବର୍ଷା, ୧୧ ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ବର, (ଓଡିଶା ଟାଇମ୍) :ଆହୁରି ୩ ଦିନ ବର୍ଷା ଲାଗି ରହିବ । ଆଜି ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ଥିବା ପାଣିପାଗ ବିଭାଗ ସତର୍କ କରାଇ … Read More

ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ

ଭୁବନେଶ୍ବର, (ଓଡିଶା ଟାଇମ୍) : ପିପିଲି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ହୋଇଛି। ଶନିବାର ରାତ୍ରି ୨ଟା ୩୬ମିନିଟ ସମୟରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ ବୟସ ହୋଇଥିଲା।, ସୂଚନାଅନୁସାରେ, ଶ୍ରୀ ମହାରଥୀ … Read More

ପଶ୍ଚିମ ଓଡ଼ିଶାର ୭ଟି ଜିଲ୍ଲା ପାଇଁ ସେବା ଯୋଗାଉଛି ସୁନ୍ଦରଗଡ଼ର ଏଆରସି

ସୁନ୍ଦରଗଡ଼, (ଓଡିଶା ଟାଇମ୍) : ‘‘୨୪ ବର୍ଷ ହେଲା ଆଶାବାଡ଼ିକୁ ଭରସା କରି ମୁଁ ବାଟ ଚାଲୁଥିଲି। ହେଲେ ଏବେ ଆଶାବାଡ଼ି ଛାଡ଼ି ନିଜ ଗୋଡ଼ରେ ଠିଆ ହୋଇ ପାରୁଥିବାରୁ ମତେ ବହୁତ ଖୁସି ଲାଗୁଛି। ମୁଁ ଯେମିତି ନୂଆ ଜୀବନ … Read More

ଆସନ୍ତାକାଲି ୟୁପିଏସସି ପ୍ରିଲିମ୍‍ ପରୀକ୍ଷା : ଟ୍ଵିନ ସିଟିରେ ସ୍ଵତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତା କାଲି ୟୁପିଏସସି ପ୍ରିଲିମ୍‍ ପରୀକ୍ଷା ଅନୁଷ୍ଠିତ ହେବ। ପରୀକ୍ଷାର୍ଥୀଙ୍କ ଯାତାୟତ ପାଇଁ ଟ୍ଵିନ ସିଟିରେ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି। ପରୀକ୍ଷାର୍ଥୀଙ୍କ ପାଇଁ ଟ୍ଵିନ୍ ସିଟିରେ ଚଳାଚଳ କରିବ ମୋ ବସ୍। ଆସନ୍ତାକାଲି ସକାଳ ୬ଟାରୁ … Read More

ରାଜଧାନୀରୁ ଆଉ ୩୨୯ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୪୧

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୨୯  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୨୮୭୬ରେ ପହଞ୍ଚିଛି । ଶନିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୧୦ ଜଣ ରହିଥିବା ବେଳେ … Read More

ସୁଶାନ୍ତ ମୃତ୍ୟୁ ମାମଲାର ବଡ଼ ଖୁଲାସା, ଏମ୍ସ କହିଲା- ହତ୍ୟା ନୁହେଁ, ସୁଶାନ୍ତ କରିଥିଲେ ଆତ୍ମହତ୍ୟା

ମୁମ୍ବାଇ, (ଓଡିଶା ଟାଇମ୍) :ତିନି ମାସ ହେଲାଣି ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ଏହି ଦୁନିଆରୁ ବିଦାୟ ନେଇ ସାରିଥିଲେ ମଧ୍ୟ ତାଙ୍କ ମୃତ୍ୟୁ ରହସ୍ୟ ଉପରୁ ଏ ପର୍ଯ୍ୟନ୍ତ ପରଦା ହଟିପାରି ନାହିଁ। ତାଙ୍କୁ ହତ୍ୟା କରାଯାଇଥିଲା ନା … Read More