ପାରାଦୀପ ମିଲିଟାରୀ ଇଞ୍ଜିନିୟର ସର୍ଭିସ ଅଫିସ୍‌ରେ ସିବିଆଇ ଚଢାଉ, ଲାଞ୍ଚ ନେଇ ଧରାପଡିଲେ କନିଷ୍ଠ ଯନ୍ତ୍ରୀ

ପାରାଦୀପ, (ଓଡିଶା ଟାଇମ୍) :ପାରାଦୀପ ମିଲିଟାରୀ ଇଞ୍ଜିନିୟର ସର୍ଭିସ କାର୍ଯ୍ୟାଳୟ ଉପରେ ସିବିଆଇର ଚଢ଼ାଉ । ଲାଞ୍ଚ ନେଉଥିବା ସମୟରେ ଧରାପଡିଲେ କନିଷ୍ଠ ଯନ୍ତ୍ରୀ । ତେବେ କନିଷ୍ଠ ଯନ୍ତ୍ରୀଙ୍କ ବାସଭବନ ସମେତ କାର୍ଯ୍ୟାଳୟରେ ଚଢ଼ାଉ କରିଥିବା ଜଣାପଡିଛି ।   … Read More

ଓଏନଜିସି ପ୍ଲାଣ୍ଟରେ ଭୟାବହ ଅଗ୍ନିକାଣ୍ଡ

ଅହମଦାବାଦ, (ଓଡିଶା ଟାଇମ୍) : ଗୁଜୁରାଟ ସୁରତର ହଜିରାସ୍ଥିତ ଓଏନଜିସି ପ୍ଲାଣ୍ଟରେ ବୁଧବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଲଗାତାର ୩ଟି ବିସ୍ଫୋରଣ ପରେ ଓଏନଜିସି ପ୍ଲାଣ୍ଟରେ ନିଆଁ ଲାଗିଥିବା ସୂଚନା ମିଳିଛି। ତେବେ ଏହି ଘଟଣାରେ କେହି ମୃତାହତ … Read More

ଦେଶରେ ୨୪ ଘଣ୍ଟାରେ ୮୬ ହଜାର ୫୦୮ ନୂଆ କରୋନା ଆକ୍ରାନ୍ତ; ୧,୧୨୯ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ  ୮୬  ହଜାର୫୦୮ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ … Read More

ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ଆଉ ୪୦୫୨ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାସହ ମୋଟ୍ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୫୭୨୬୫ ରେ ପହଁଚିଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୧୬ଜଣ ଆରୋଗ୍ୟ ଲାଭ … Read More

ରାଜଧାନୀରୁ ଆଉ ୩୦୧ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୦୧  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୯୫୪୪ରେ ପହଞ୍ଚିଛି । ବୁଧବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୮୩ ଜଣ ରହିଥିବା ବେଳେ … Read More

ଡ୍ରଗ୍ସ ଜାଲରେ ବଲିଉଡ ଅଭିନେତ୍ରୀ: ଦୀପିକାଙ୍କ ପରେ ସାମ୍ନାକୁ ଆସିଲା ଦୀୟା ମିର୍ଜାଙ୍କ ନାମ

ମୁମ୍ବାଇ, (ଓଡିଶା ଟାଇମ୍) :ସୁଶାନ୍ତ ସିଂହ ରାଜପୁତ କେସ୍‌ରେ ଡ୍ରଗ୍ସ କନେକ୍ସନ ମାମଲା ଆସିବା ପରଠୁ ଅନେକ ଅଭିନେତ୍ରୀଙ୍କ ନାମ ସାମ୍ନାକୁ ଆସିବାରେ ଲାଗିଛି। ଜଣେ ପରେ ଜଣେ ଅଭିନେତ୍ରୀ ଡ୍ରଗ୍ସ ସେବନ କରୁଥିବା ମାମଲାର ଖୁଲାସା ହୋଇ ସାରିଛି। ଏହା … Read More

ଭାରତ-ଚୀନ ସୀମା ବିବାଦ ଉପରେ ମତ ରଖିଲେ ଜିନପିଙ୍ଗ, କହିଲେ ଦେଶ-ଦେଶ ମଧ୍ୟରେ ମତଭେଦ ହେବା ସାଧାରଣ କଥା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଲଦାଖ ସୀମାରେ ଭାରତ-ଚୀନ ମଧ୍ୟରେ ଉତ୍ତେଜନା ଜାରି ରହିଛି। ଏହି କ୍ରମରେ ଏବେ ସୀମା ବିବାଦକୁ ନେଇ ଚୀନ ରାଷ୍ଟ୍ରପତି ଶି ଜିନପିଙ୍ଗଙ୍କ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି ଦେଶ ଭିତରେ ମତଭେଦ ତଥା ମତାନ୍ତର … Read More

ଦେଶରେ ୯୦ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା , ୨୪ ଘଣ୍ଟାରେ ୧୦୮୫ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ  ୮୩  ହଜାର ୩୪୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା … Read More

ଖୋଲିଲା ହୀରାକୁଦ ଜଳ ଭଣ୍ଡାରର ଆଉ ୪ଟି ଗେଟ୍, ମୋଟ୍ ୯ଟି ଗେଟ୍ ଦେଇ ଜଳ ନିଷ୍କାସିତ

ସମ୍ବଲପୁର, (ଓଡିଶା ଟାଇମ୍) : ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍ । ବର୍ତ୍ତମାନ ୯ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି । ଉପରମୁଣ୍ଡରେ ବର୍ଷା ଯୋଗୁଁ ଗେଟ୍ ଖୋଲାଯାଇଛି । ପ୍ରତି ସେକେଣ୍ଡରେ ଜଳ ଭଣ୍ଡାର ଭିତରକୁ … Read More

ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ନିଷ୍ପତ୍ତି; ମୃତ୍ୟୁକଙ୍କର ହେବନି କରୋନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଉ  ମୃତ ବ୍ୟକ୍ତିଙ୍କ କରୋନା ପରୀକ୍ଷା ହେବ ନାହିଁ। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କୋଭିଡ ଡାକ୍ତରଖାନାମାନଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ମୃତ ବ୍ୟକ୍ତିଙ୍କ ଶବ … Read More