ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ନିଷ୍ପତ୍ତି; ମୃତ୍ୟୁକଙ୍କର ହେବନି କରୋନା ପରୀକ୍ଷା
ଭୁବନେଶ୍ବର, (ଓଡିଶା ଟାଇମ୍) : ଆଉ ମୃତ ବ୍ୟକ୍ତିଙ୍କ କରୋନା ପରୀକ୍ଷା ହେବ ନାହିଁ। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କୋଭିଡ ଡାକ୍ତରଖାନାମାନଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ମୃତ ବ୍ୟକ୍ତିଙ୍କ ଶବ … Read More











