ଗତ ୨୪ଘଣ୍ଟାରେ ରାଜ୍ୟରେ ୪୫,୬୭୬ କରୋନା ନମୁନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ କିଛି ଦିନ ହେବ ରାଜ୍ୟରେ ୫୦ ହଜାରରୁ କମ୍ କରାଯାଉଥିବା ପରିଲକ୍ଷିତ ହୋଇଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୪୫,୬୭୬ କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ … Read More

ଦେଶରେ ୨୪ ଘଣ୍ଟାରେ ୭୫ ହଜାର ୦୮୩ ନୂଆ କରୋନା ଆକ୍ରାନ୍ତ, ୧୦୫୩ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ  ୭୫ ହଜାର ୦୮୩ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ … Read More

ବିପଦ ସଂକେତ ଟପିଲା ଜଳକା

ଭୁବନେଶ୍ବର, (ଓଡିଶା ଟାଇମ୍) : ଲଘୁଚାପ ଜନିତ ବର୍ଷା ଯୋଗୁଁ ବାଲେଶ୍ବର ଜିଲ୍ଲା ବସ୍ତା ବ୍ଳକ୍ ଦେଇ ପ୍ରବାହିତ ଜଳକା ନଦୀ ର ଜଳସ୍ତର ବଢିବାରେ ଲାଗିଛି । ନଦୀର ଉପର ମୁଣ୍ଡରେ ରାସଗୋବିନ୍ଦପୁର, ମୋରଡା, ଶୁଳିଆପଦା, ଚିତ୍ରଡା ଅଞ୍ଚଳରେ ଗତକାଲି … Read More

୨୫ ଯାଏଁ ଲାଗି ରହିବ ବର୍ଷା, ଝାରସୁଗୁଡା ଓ ସୁନ୍ଦରଗଡରେ ପ୍ରବଳ ବର୍ଷିବ

ଭୁବନେଶ୍ବର, (ଓଡିଶା ଟାଇମ୍) :ଲଘୁଚାପ ପ୍ରଭାବରେ ଆହୁରି ୨ ଦିନ ବର୍ଷିବ । ଆଜି ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜିଠାରୁ ୨୩ ତାରିଖ ସକାଳ ପର୍ଯ୍ୟନ୍ତ ଝାରସୁଗୁଡା ଓ ସୁନ୍ଦରଗଡରେ … Read More

ଆଜିଠୁ ଯୁକ୍ତ ୩ ଏବଂ ପିଜି ଶେଷ ସେମିଷ୍ଟର ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା କଟକଣା ଭିତରେ ଆଜିଠୁ ଆରମ୍ଭ ହେଉଛି ବିଭିନ୍ନ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକରେ ଯୁକ୍ତ ତିନି ଏବଂ ପିଜି ଶେଷ ସେମିଷ୍ଟର ପରୀକ୍ଷା। କିଛି ଶିକ୍ଷାନୁଷ୍ଠାନ ଅନଲାଇନ୍ ଯୋଗେ ପରୀକ୍ଷା କରୁଥିବା ବେଳେ କିଛି … Read More

ରାଜଧାନୀରୁ ଆଉ ୩୦୬ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୦୬ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮୮୯୮ରେ ପହଞ୍ଚିଛି । ସୋମବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୨୩ ଜଣ ରହିଥିବା ବେଳେ … Read More

ଉତ୍ତର ପ୍ରଦେଶର ଆଜମଗଡ଼ରେ ତାଲିମ ବିମାନ ଦୁର୍ଘଟଣାରେ ପାଇଲଟ୍ ମୃତ

ଆଜମଗଡ଼, (ଓଡିଶା ଟାଇମ୍) : ଉତ୍ତର ପ୍ରଦେଶ ଆଜମଗଡ଼ ଜିଲ୍ଲା ନିଜାମାବାଦ ଅଞ୍ଚଳରେ ଷୋମବାର ସକାଳୁ ଆମେଠି ଇନ୍ଦିରା ଗାନ୍ଧୀ ଜାତୀୟ ବିମାନ ଏକାଡେମୀ (IGRUA) ର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଏୟାରକ୍ରାଫ୍ଟ ପାଇଲଟ କୁନାଲ ସରନଙ୍କ … Read More

୯ଟି ରାଜପଥ ପ୍ରକଳ୍ପର ଭିତ୍ତି ପ୍ରସ୍ଥର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡ଼ିଓ କନ୍‍ଫରେନ୍ସିଂ ଜରିଆରେ ବିହାରରେ ୧୪ ହଜାର ୨୫୮ କୋଟି ଟଙ୍କା ସମ୍ବଳିତ ୯ଟି ରାଜପଥ ପ୍ରକଳ୍ପର ଭିତ୍ତି ପ୍ରସ୍ଥର ସ୍ଥାପନ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ଅଧୀନରେ ୩୫୦ କିଲୋମିଟର … Read More

ଜଗତପୁରର ସଦଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ

କଟକ, (ଓଡିଶା ଟାଇମ୍) : କଟକ ଜଗତପୁର ସଦଗୁରୁ କୋଭିଡ ହସ୍ପିଟାଲରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ଆଇସିୟୁରେ ନିଆଁ ଲାଗିଥିବା ସୂଚନା ମିଳିଛି । ଖବାର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି। କୋଭିଡ ହସ୍ପିଟଲା … Read More

ଅନୁରାଗ କଶ୍ୟପଙ୍କ ବିରୋଧରେ ଯୌନ ଶୋଷଣ ଆରୋପ: ସଂସଦ ପରିସରରେ ଧାରଣାରେ ବସିଲେ ବିଜେପି ସାଂସଦ ରୂପା ଗାଙ୍ଗୁଲି

ମୁମ୍ବାଇ, (ଓଡିଶା ଟାଇମ୍) :ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପଙ୍କ ବିରୋଧରେ ଯୌନ ଶୋଷଣ ମାମଲା ବର୍ତ୍ତମାନ ସଂସଦ ଯାଏଁ ପହଞ୍ଚିଛି । ବିଜେପି ସାଂସଦ ରୁପା ଗାଙ୍ଗୁଲି ଅନୁରାଗଙ୍କ ଉପରେ ହୋଇଥିବା ଆରୋପ ବିରୋଧରେ ସଂସଦ ପରିସରରେ ଧାରଣାରେ ବସିଛନ୍ତି । … Read More