ନିଟ୍ ପରୀକ୍ଷାର୍ଥୀଙ୍କ ପାଇଁ ବିଏମସି ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା : ପରୀକ୍ଷା କେନ୍ଦ୍ରରେ ନିୟୋଜିତ ହେବ ଡାକ୍ତରୀ ଟିମ୍, କରାଯିବ ଥର୍ମାଲ ସ୍କାନିଂ
ଭୁବନେଶ୍ବର, (ଓଡିଶା ଟାଇମ୍) : ନିଟ୍ ପରୀକ୍ଷାର୍ଥୀଙ୍କ ପାଇଁ ଭୁବନେଶ୍ବର ମ୍ୟୁନିସିପାଲ କର୍ପୋରେସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ସବୁ ପରୀକ୍ଷା କେନ୍ଦ୍ରରେ ନିୟୋଜିତ ହେବେ ଡାକ୍ତରୀ ଟିମ୍ । ପରୀକ୍ଷା କେନ୍ଦ୍ର ବାହାରେ ଭିଡ଼ ନିୟନ୍ତ୍ରଣ ପାଇଁ କରାଯିବ … Read More











