ଭାରତ ଓ ଚୀନ୍ ସୀମା ବିବାଦ: ସ୍ଥିତି ସମୀକ୍ଷା ଲାଗି ଲଦାଖରେ ଆର୍ମି ଚିଫ୍‌

ନୂଆଦିଲ୍ଲୀ, (ଓଡିଶା ଟାଇମ୍‌): ପୂର୍ବ ଲଦାଖରେ ଥିବା ବାସ୍ତବିକ ନିୟନ୍ତ୍ରଣ ରେଖା (ଏଲଏସି)ରେ ଭାରତ ଓ ଚୀନ୍ ମଧ୍ୟରେ ଜାରି ତିକ୍ତତା ମଧ୍ୟରେ ସ୍ଥିତି ସମୀକ୍ଷା ପାଇଁ ଲଦାଖରେ ପହଞ୍ଚିଛନ୍ତି ଆର୍ମି ଚିଫ୍ ଜେନେରାଲ ମନୋଜ ମୁକୁନ୍ଦ ନରୱଣେ । ଲଦାଖରେ … Read More

ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କୁ କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍):  ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ରାଜ୍ୟ ହସ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନାରେ … Read More

୬ ତାରିଖରୁ ରାଜ୍ୟରେ ପୁଣି ବର୍ଷା ବଢ଼ିବ

ଭୁବନେଶ୍ବର, (ଓଡିଶା ଟାଇମ୍):  ଆସନ୍ତା ୧୨ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ମଧ୍ୟାହ୍ନ ସୁଦ୍ଧା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର … Read More

ଗୁରୁତର କରୋନା ରୋଗୀଙ୍କୁ ଷ୍ଟେରୋଏଡ୍ ଦେବା ପାଇଁ ଡବ୍ଲ୍ୟୁଏଚଓର ସୁପାରିଶ

ନୂଆଦିଲ୍ଲୀ, (ଓଡିଶା ଟାଇମ୍‌): କୋଭିଡ-୧୯ ସଂକ୍ରମିତ ରୋଗୀଙ୍କ ଜୀବନ ବଞ୍ଚାଇବାରେ ଷ୍ଟେରୋଏଡ୍ ସହାୟକ ହେଉଥିବା ନେଇ ଅନେକ ରିସର୍ଚ୍ଚରୁ ଜଣାପଡିଛି । ଯାହା ଫଳରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚଓ) ଗୁରୁତର କରୋନା ରୋଗୀଙ୍କୁ ଷ୍ଟେରୋଏଡ୍ ଦେବା ପାଇଁ ଡାକ୍ତର ମାନଙ୍କୁ … Read More

ସେପ୍ଟେମ୍ବର ୫ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷା ଫଳ

ଭୁବନେଶ୍ବର, (ଓଡିଶା ଟାଇମ୍):   ସେପ୍ଟେମ୍ବର ୫ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷା ଫଳ । ଏହାସହ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର … Read More

ଭିଜିଲାନ୍ସ ଜାଲରେ ଫ୍ୟାକ୍ଟ୍ରି ଆଣ୍ଡ ବଏଲରସ୍ ଉପ-ନିର୍ଦ୍ଦେଶକ

ଭୁବନେଶ୍ବର, (ଓଡିଶା ଟାଇମ୍):  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବରର ଜଣେ ବରିଷ୍ଠ ଅଧିକାରୀ ଭିଜିଲାନ୍ସ ଜାଲରେ ଧରାପଡିଥିବା ଜଣାପଡ଼ିଛି। ଫ୍ୟାକ୍ଟ୍ରିଜ୍ ଏଣ୍ଡ ବଏଲସ୍ ଡେପୁଟି ଡାଇରେକ୍ଟର ରମେଶ ବେହେରାଙ୍କ ଭୁବନେଶ୍ବର ସ୍ଥିତ ଘର ଏବଂ ଅଫିସରେ ବହିର୍ଭୂତ ସମ୍ପତ୍ତି … Read More

ରାଜ୍ୟରେ ୮ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍):  ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ରାଜ୍ୟରେ ଚିହ୍ନଟ ହେଲେ ୩୬୩୧ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍):  ୨୪ ଘଣ୍ଟା ମଧ୍ୟରେ ୩୬୩୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୩୪୧୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ … Read More

ପ୍ରଧାନମନ୍ତ୍ରୀ ମୋଦିଙ୍କ ବ୍ୟକ୍ତିଗତ ୱେବସାଇଟ୍ ଆକାଉଣ୍ଟ ହ୍ୟାକ୍‌, ସ୍ପଷ୍ଟ କଲା ଟ୍ୱିଟର

ନୂଆଦିଲ୍ଲୀ, (ଓଡିଶା ଟାଇମ୍‌): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ଟ୍ୱିଟର ଆକାଉଣ୍ଟ ହ୍ୟାକ୍ ହୋଇଥିବା ନେଇ ଗୁରୁବାର ଦିନ ସ୍ପଷ୍ଟ କରିଛି ଟ୍ୱିଟର । ଏପରିକି କୋଭିଡ-୧୯ ଲାଗି ପ୍ରଧାନମନ୍ତ୍ରୀ ରିଲିଫ୍ ଫଣ୍ଡକୁ କ୍ରିପ୍ଟୋକରେନ୍ସି ଜରିଆରେ ଦାନ କରିବା ପାଇଁ ହ୍ୟାକର … Read More

ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି; ଦିନକରେ ସର୍ବାଧିକ ୮୩,୮୮୩ ଆକ୍ରାନ୍ତ ଓ ୧୦୪୩ ମୃତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୩୮ ଲକ୍ଷ ୫୩ ହଜାର ୪୦୭ରୁ ଅଧିକ ଟପିଛି। ଦେଶରେ କରୋନା ଜନିତ … Read More