ଆଜି ସନ୍ଧ୍ୟା ୫ଟାରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ୍  ବୈଠକ। ଭିଡିଓ କନଫରେନ୍ ସିଂ ଜରିଆରେ ସନ୍ଧ୍ୟା ୫ଟା ୪୫ ମିନିଟ୍ ରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ  କିଛି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି … Read More

ସ୍କୁଟି ଚାଳକଙ୍କୁ ଚାପିଦେଲା ବସ୍, ଯୁବକଙ୍କ ମୃତ୍ୟୁ ପରେ ଗାଡି ପୋଡିଦେଲେ ଉତ୍ତ୍ୟକ୍ତଲୋକ

କେନ୍ଦ୍ରାପଡ଼ା , (ଓଡିଶା ଟାଇମ୍):  କେନ୍ଦ୍ରାପଡ଼ା ଜିଲା ୫ ନମ୍ବର ଜାତୀୟ ରାଜପଥ ହଳଦିଆପଡ଼ା ରାଧାଭାଟି ନିକଟରେ ବୁଧବାର ସକାଳେ ବସ ଧକ୍କାରେ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହଳଦିଆପଡ଼ା ଗ୍ରାମର ଜଣେ ୨୪ ରୁ … Read More

ରାଜ୍ୟରେ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍):  ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ … Read More

ରାଜ୍ୟରେ ଚିହ୍ନଟ ହେଲେ ୩୨୧୯ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ  ୨୪ ଘଣ୍ଟା ମଧ୍ୟରେ ୩୨୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୯୭୮୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ହୀରାକୁଦରେ ହ୍ରାସ ପାଉଛି ଜଳସ୍ତର : ୨୪ଟି ଗେଟ ଦେଇ ହେଉଛି ଜଳ ନିଷ୍କାସନ

ଭୁବନେଶ୍ବର, (ଓଡିଶା ଟାଇମ୍):  ହୀରାକୁଦ ନଦୀବନ୍ଧରେ ଜଳସ୍ତର କମିବା ସହ ମହାନଦୀରେ ବନ୍ୟା ପରିସ୍ଥିତି ଦିନକୁ ଦିନ ସ୍ୱାଭାବିକ ହେବାରେ ଲାଗିଛି । ଜଳସଂପଦ ବିଭାଗ ସୁତ୍ରରୁ ମିଳିଥିବା ତଥ୍ୟ ଅନୁସାରେ ହୀରାକୁଦ ଜଳ ଭଣ୍ଡାରର ଏବେ ୨୪ଟି ଗେଟ ଖୋଲା … Read More

ଭିଜିଲାନ୍ସ ଜାଲରେ ମ୍ୟୁନିସିପାଲଟି କାର୍ଯ୍ୟ ନିର୍ବାହୀ ଅଧିକାରୀ

ଝାରସୁଗୁଡ଼ା, (ଓଡିଶା ଟାଇମ୍): ଭିଜିଲାନ୍ସ ଜାଲରେ ମ୍ୟୁନିସିପାଲଟି କାର୍ଯ୍ୟ ନିର୍ବାହୀ ଅଧିକାରୀ । ଝାରସୁଗୁଡ଼ା ବ୍ରଜରାଜ ନଗର ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ ଦିଲ୍ଲୀପ କୁମାର ପଟେଲଙ୍କ ଘରେ ରେଡ କରିଛି ଭିଜିଲାନ୍ସ ଟିମ୍ । ବ୍ରଜରାଜନଗର ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ଦିଲ୍ଲୀପ … Read More

ବଢୁଛି କରୋନା ସଂକ୍ରମଣ; ଦେଶରେ ୬୬ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୩୭ ଲକ୍ଷ ୬୯ ହଜାର ୫୨୪ ରେ ପହଞ୍ଚିଛି। ଦେଶରେ କରୋନା ଜନିତ … Read More

ସୁରେଶ ରାଇନାଙ୍କ ସମ୍ପର୍କୀୟଙ୍କୁ ହତ୍ୟା; ଅପରାଧିଙ୍କୁ ଧରିବା ପାଇଁ କଲେ ଅନୁରୋଧ

ନୂଆଦିଲ୍ଲୀ, (ଓଡିଶା ଟାଇମ୍‌): ଭାରତର ପୂର୍ବତନ କ୍ରିକେଟର ସୁରେଶ ରାଇନାଙ୍କ ସମ୍ପର୍କୀୟଙ୍କୁ କେହି ଆକ୍ରମଣ କରିଛନ୍ତି । ଯେଉଁଥିରେ ତାଙ୍କ ଅଙ୍କଲ ଓ ଭାଇଙ୍କର ମୃତ୍ୟୁ ହୋଇଛି । ଏସମ୍ପର୍କରେ ସେ ଟ୍ୱିଟ୍ କରି ସୂଚନା ଦେବା ସହ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କ … Read More

ରାଜ୍ୟରେ ଆଉ ୩୪୮୪ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ୍ ସଂଖ୍ୟା ୮୦ ହଜାର ପାର୍‌

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୩୪୮୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୮୦,୭୭୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ … Read More

ଭୁବନେଶ୍ବର ଆଉ ୩୦୭ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍):  ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୭ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦୭୩୨ରେ ପହଞ୍ଚିଛି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୩୫ ଜଣ ରହିଥିବା ବେଳେ ୧୭୨ ହେଉଛନ୍ତି … Read More