ସମାଜ ସେବୀ ଆଦିତ୍ୟ ଦାସଙ୍କ ମୃତ୍ୟୁ ମାମଲାର ନୂଆ ମୋଡ଼, ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପତ୍ନୀ ବିଦ୍ୟାଶ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ସମାଜସେବୀ ଆଦିତ୍ୟ ଦାସଙ୍କ ମୃତ୍ୟୁ ମାମଲାରେ ନୂଆ ମୋଡ୍‌। ସିବିଆଇ ତଦନ୍ତ ଦାବି କରି ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଆଦିତ୍ୟଙ୍କ ପରିବାର। ଏ ନେଇ ହାଇକୋର୍ଟରେ ପିଟିସନ ଦାଖଲ କଲେ ଆଦିତ୍ୟଙ୍କ ବାପା-ମାଆ। ଏପଟେ ଆଦିତ୍ୟ … Read More

ମହାନଦୀରେ ଆସୁଛି ମଧ୍ୟମରୁ ବଡ ଧରଣର ବନ୍ୟା- ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) :  ରାଜ୍ୟରେ ଲଘୁଚାପ ପାଇଁ ପ୍ରବଳ ବର୍ଷା ହେଉଛି । ତେଣୁ ବନ୍ୟା ପରିସ୍ଥିତି ଉପୁଜିବା ସମ୍ଭାବନା ରହିଛି । ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ସୂଚନା ଦେଇ କହିଛନ୍ତି ଯେ … Read More

ରାଜ୍ୟରେ ଆଜି ୮ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ   ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ … Read More

କରୋନା ସଂକ୍ରମଣ ରୋକିବାରେ ଏନ୍‌୯୫ ମାସ୍କ ପ୍ରଭାବଶାଳୀ ବୋଲି ଭାରତୀୟ ବୈଜ୍ଞାନିକଙ୍କ ଦାବି

ନୂଆଦିଲ୍ଲୀ, (ଓଡିଶା ଟାଇମ୍‌): କରୋନା ସଂକ୍ରମଣର ପ୍ରସାରକୁ ରୋକିବା ପାଇଁ ଏନ୍‌୯୫ ମାସ୍କ ଅଧିକ ପ୍ରଭାବଶାଳୀ ବୋଲି ଦାବି କରିଛନ୍ତି ଇଣ୍ଡିଆନ୍ ସ୍ପେଶ ରିସର୍ଚ୍ଚ ଅର୍ଗାନାଇଜେସନ୍ (ଇସ୍ରୋ) ଗବେଷକ । କାଶ ଓ ଛିଙ୍କ ଦ୍ୱାରା କରୋନା ସଂକ୍ରମଣ ଆଶଙ୍କା ରହିଥିବା … Read More

ଏୟାର ଇଣ୍ଡିଆ କର୍ମଚାରୀଙ୍କ ପାଇଁ ଆସିଲା ନୂଆ ଡ୍ରେସ୍ କୋଡ୍‌; ପଢନ୍ତୁ କ’ଣ ରହିଛି

ନୂଆଦିଲ୍ଲୀ, (ଓଡିଶା ଟାଇମ୍‌): ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ନିଜ କର୍ମଚାରୀଙ୍କ ପାଇଁ ନୂଆ ଡ୍ରେସ୍ କୋର୍ଡ ନିର୍ଦ୍ଧାରିତ କରିଛି । ନୂଆ ଡ୍ରେସ୍ କୋର୍ଡ ଅନୁଯାୟୀ କର୍ମଚାରୀ ମାନେ ଏବେ ଜିନ୍ସ, ଟି-ସାର୍ଟ, ପୋଲୋ, ସ୍ଲିପର, ସେଣ୍ଡେଲ୍ ଆଦି … Read More

ରାଜ୍ୟରେ ସର୍ବାଧିକ ୩୬୮୨ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୬୬୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ହୀରାକୁଦ ଜଳଭଣ୍ଡାରର ୨୪ଟି ଗେଟ୍ ଖୋଲା

ସମ୍ବଲପୁର, (ଓଡିଶା ଟାଇମ୍) :ବଢ଼ିବାରେ ଲାଗିଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର । ଜଳଭଣ୍ଡାରରେ ୬ ଲକ୍ଷ ୫୬ ହଜାର କ୍ୟୁସେକ ବନ୍ୟାଜଳ ପ୍ରବେଶ କରିଛି । ଏବେ ଜଳଭଣ୍ଡାର ଜଳସ୍ତର ୬୨୫ ଫୁଟକୁ ଛୁଇଁଛି । ଜଳଭଣ୍ଡାରରୁ ୨୪ଟି ଗେଟ ଦେଇ … Read More

ମି-ଠୁ ଅଭିଯୋଗକୁ ନେଇ ଚିନ୍ତିତ ଥିଲେ ସୁଶାନ୍ତ!

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି । ଏଭଳି ସମୟରେ ସୁଶାନ୍ତ ମି-ଠୁ ଅଭିଯୋଗକୁ ନେଇ ଚିନ୍ତିତ ଥିଲେ ବୋଲି କହିଛନ୍ତି ଗାର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ । ଏନଡିଟିଭିର ରିପୋର୍ଟ ମୁତାବକ … Read More

ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି; ୨୪ ଘଣ୍ଟାରେ ସର୍ବାଧିକ ୭୭ ହଜାରରୁ ଉର୍ଦ୍ଧ୍ୱ ପଜିଟିଭ ଓ ୧୦୫୭ ମୃତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୩୩.୮୭ ଲକ୍ଷରୁ ଅଧିକ ଟପିଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧,୫୨୯ରେ … Read More

ଝାରସୁଗୁଡ଼ା ସହରକୁ ଅଗଷ୍ଟ ୩୦ରୁ ୭ ଦିନ ପର୍ଯ୍ୟନ୍ତ ସଟ୍‌ଡାଉନ୍‌ ଘୋଷଣା

ଝାରସୁଗୁଡ଼ା, (ଓଡିଶା ଟାଇମ୍) :  ଝାରସୁଗୁଡ଼ା ଜିଲାରେ କରୋନା ମହାମାରୀ ନିଜର କାୟା ବିସ୍ତାର କରିଚାଲିଛି।  ଏ ହାକୁ ଦୃଷ୍ଟିରେ ରଖି ସାତ ଦିନ ଲାଗି ସମଗ୍ର ସହରାଞ୍ଚଳକୁ ସଟ୍‌ଡାଉନ୍‌ କରାଯିବାକୁ ଘୋଷଣା କରାଯାଇଛି। ଆଜି ଏଭଳି ଏକ ଆଦେଶନାମା ଜିଲ୍ଲାପାଳ … Read More