ରାଜ୍ୟରେ ବନ୍ୟା ପରିସ୍ଥିତି ନେଇ ଏସଆରସିଙ୍କ ପ୍ରତିକ୍ରିୟା
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କିଛି ଜିଲାରେ ବର୍ତମାନ ବନ୍ୟା ପରିସ୍ଥିତି ସୃଷ୍ଠି ହୋଇଛି । ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ଟ୍ୱିଟ୍ ଜରିଆରେ ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ ଜେନା । ଏସଆରସି କହିଛନ୍ତି ଯେ, ‘ବାଲେଶ୍ୱର ଜିଲ୍ଲାରେ ମଧ୍ୟମ … Read More











