ସୋସିଆଲ୍ ମିଡିଆରେ ଟ୍ରେଣ୍ଡ ହେଉଛନ୍ତି ମୁମ୍ବାଇ କମିଶନର, ପଢନ୍ତୁ କାହିଁକି
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲାରେ ତଦନ୍ତ ଭାର ସୁପ୍ରିମକୋର୍ଟ ବୁଧବାର ଦିନ ସିବିଆଇକୁ ହସ୍ତାନ୍ତର କରିଛନ୍ତି । ଏହି ମାମଲାରେ ସିବିଆଇକୁ ମୁମ୍ବାଇ ପୋଲିସ ସହଯୋଗ କରିବା ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି … Read More











