ରାଉରକେଲା ସ୍ବତନ୍ତ୍ର ଜେଲ୍‌ରୁ ବାହାରିଲେ ଆଉ ୪୫ କରୋନା ପଜିଟିଭ୍

ରାଉରକେଲା, (ଓଡିଶା ଟାଇମ୍) :ରାଉରକେଲା ସ୍ବତନ୍ତ୍ର କାରାଗାରରୁ ୪୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪୨ ଜଣ ଜେଲ୍ ଅନ୍ତେବାସୀ ଥିବାବେଳେ ୩ ଜଣ ଜେଲ୍ କର୍ମଚାରୀ ରହିଛନ୍ତି । ସୋମବାର ଜେଲ୍ ଅନ୍ତେବାସୀଙ୍କ ସହ ଜେଲ୍ … Read More

ଚିଲିକା ବ୍ଲକ ଓ ଏନଏସି ସଟଡାଉନ୍

ଖୁର୍ଦ୍ଧା, (ଓଡିଶା ଟାଇମ୍) :ଆଜିଠୁ ଚିଲିକା-ବାଣପୁର ବ୍ଲକ ଏବଂ ବାଲୁଗାଁ-ବାଣପୁର NAC ର ସମସ୍ତ ଅଞ୍ଚଳକୁ ସମ୍ପୂର୍ଣ୍ଣ ସଟ୍-ଡ଼ାଉନ ଘୋଷଣା କରାଯାଇଛି । ଏସବୁ ଅଞ୍ଚଳରେ ଆଜି ସନ୍ଧ୍ୟା ୭ଟାରୁ ୧୪ ତାରିଖ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ କଟକଣା ବଳବତ୍ତର ରହିବ … Read More

ରାଜ୍ୟରେ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୧୩୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ମୃତ୍ୟୁ … Read More

ଆଜି ପବିତ୍ର ଜନ୍ମାଷ୍ଟମୀ; ଉତ୍ସବ ମୁଖର ପୁରପଲ୍ଲୀ

ଭୁବନେଶ୍ୱର, (ଓଡିଶା ଟାଇମ୍‌): ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ପ୍ରଭୁ କୃଷ୍ଣ ଜନ୍ମ ଗ୍ରହଣ କରିଥିଲେ । ଯେଉଁ ଦିନକୁ ସାରା ଦେଶରେ ଜନ୍ମାଷ୍ଟମୀ ଭାବେ ପାଳନ କରାଯାଇଥାଏ । ହିନ୍ଦୁ ଶାସ୍ତ୍ରାନୁଯାୟୀ ଭଗବାନ ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ … Read More

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ଭୁବନେଶ୍ବର, (ଓଡିଶା ଟାଇମ୍) :ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା କରାଯାଉଥିଲା। ସତର୍କ ସୂଚନା ବି ଜାରି କରାଯାଇଥିଲା । ମାତ୍ର ବଡ଼ ବର୍ଷା ହେଲାନି । ଅଳ୍ପ କିଛି ଜାଗାରେ ମଧ୍ୟମରୁ ପ୍ରବଳ ବର୍ଷା ହେଲା। … Read More

ରାଜ୍ୟରେ ଚିହ୍ନଟ ହେଲେ ୧୩୪୧ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୩୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୮୭୯୬ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଭୁବନେଶ୍ବରରେ ଆଜିଠୁ ୯ ହସ୍ପିଟାଲରେ କୋଭିଡ ଟେଷ୍ଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ବର ମହାନଗର ନିଗମ ଅଞ୍ଚଲରେ ଆଜିଠୁ କରୋନା ଟେଷ୍ଟକୁ ଆହୁରି ଜୋରଦାର କରାଯିବ। ଏ ନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି। ଆଜିଠୁ ଭୁବନେଶ୍ବରରେ ୯ଟି ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରରେ କରୋନା ଟେଷ୍ଟ କରାଯିବ। ଏହି କରୋନା … Read More

ହ୍ୱାଇଟ୍ ହାଉସ୍ ବାହାରେ ଗୁଳିମାଡ; ସୁରକ୍ଷିତ ରାଷ୍ଟ୍ରପତି ଟ୍ରମ୍ପ

ୱାଶିଂଟନ୍‌, (ଓଡିଶା ଟାଇମ୍‌): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ପ୍ରେସ୍ କନଫରେନ୍ସ କରୁଥିବା ବେଳେ ହ୍ୱାଇଟ୍ ହାଉସ୍ ବାହାରେ କେହି ଦୁବୃର୍ତ୍ତ ଅଚାନକ ଗୁଳିମାଡ କରିଛି । ଏନେଇ ଖୋଦ୍ ଟ୍ରମ୍ପ ଘଟଣା ସମ୍ପର୍କରେ ସ୍ପଷ୍ଟ କରିଛନ୍ତି । ସେ … Read More

ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି; ୨୪ ଘଣ୍ଟାରେ ୫୩,୬୦୧ ଆକ୍ରାନ୍ତ ଓ ୮୭୧ ମୃତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୨ ଲକ୍ଷରୁ ଅଧିକ ଟପିଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୫,୨୫୭ରେ … Read More

ରାଜ୍ୟରେ ଆଜି ୧୨୩୬ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୧୨୩୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୩୩୦୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ … Read More