ପାକିସ୍ତାନୀ ମୌଳବାଦୀଙ୍କ କାଶ୍ମୀର ରାଲି ଉପରେ ସିନ୍ଧୁଦେଶ ସେନାର ଗ୍ରେନେଡ଼୍‌ମାଡ଼

ନିକଟରେ ପାକିସ୍ତାନରେ ଏକ ରାଲିରେ ଗ୍ରେନେଡ଼୍‌ ଆକ୍ରମଣ ପରେ ପାକିସ୍ତାନ ଏବଂ ଚୀନ୍ ଏକ ନୂଆ ଭୟର ସମ୍ମୁଖୀନ ହେବାକୁ ଲାଗିଛନ୍ତି । ଏହି ଭୟ ହେଉଛି ସିନ୍ଧୁଦେଶ ବିପ୍ଳବୀ ସେନା (ଏସଆରଏ) । ଅଗଷ୍ଟ ୫ରେ, ପାକିସ୍ତାନର ଜମାତ-ଇ-ଇସ୍‌ଲାମିର ଏକ … Read More

ରାଜ୍ୟରେ ୯୦୫ ନୂଆ ପୁଲିସ ପଦବୀ ସହ ୬ଟି ନୂଆ ଥାନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ପୋଲିସରେ ନୂଆ ନିଯୁକ୍ତିକୁ ମଞ୍ଜୁରି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶା ପୋଲିସର ୯୦୫ ପଦବୀରେ ନିଯୁକ୍ତି ପାଇଁ ଅନୁମତି ମିଳିଛି । ୨୨୦ ପୋଲିସ ଷ୍ଟେସନ ପାଇଁ ୯୦୫ ପଦବୀକୁ ଓ … Read More

୩ଦିନ ପାଇଁ ସଟଡାଉନ ରହିବ ନବରଙ୍ଗପୁର ଜିଲ୍ଲା

ନବରଙ୍ଗପୁର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ତେଣୁ ସବୁ ଜିଲ୍ଲାରେ କରୋନା ମୁକାବିଲା ପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି । ସେହିପରି ନବରଙ୍ଗପୁର ଜିଲ୍ଲାରେ ମଧ୍ୟଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ … Read More

ରାଜ୍ୟରେ ସର୍ବାଧିକ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୨ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର … Read More

ଲୋକସେବା ଭବନରେ ୧୦ କର୍ମଚାରୀ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଲୋକସେବା ଭବନରେ ପୁଣି କରୋନା । ଏଥର ସ୍ୱାସ୍ଥ୍ୟ ବିଭାଗର ୧୦ ଜଣ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହେବା ହୋଇଛନ୍ତି । ଏହାକୁ ନେଇ ସ୍ୱାସ୍ଥ୍ୟ ବିଭାଗକୁ ସୋମବାର ପର୍ଯ୍ୟନ୍ତ ସିଲ୍‌ କରାଯାଇଛି। ସୂଚନା … Read More

ରାଜ୍ୟରେ ହୁ ହୁ ବଢୁଛି ସଂକ୍ରମିତଙ୍କ ସଂଖ୍ୟା, ଆଜି ଆଉ ୧୮୩୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୮୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୭୧୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

କ୍ୱାରେଣ୍ଟାଇନରୁ ବାହାରିଲେ ଆଇପିଏସ୍ ବିନୟ ତିୱାରୀ; ଇଡି ଆଗରେ ଆଜି ହାଜର ହେବେ ରିୟା

ନୂଆଦିଲ୍ଲୀ, (ଓଡିଶା ଟାଇମ୍‌): ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା ମାମଲା ଦିନକୁ ଦିନ ନୂଆ ମୋଡ ନେଉଥିବା ବେଳେ ବ୍ରିହାନମୁମ୍ବାଇ ମହାନଗର ନିଗମ (ବିଏମସି) ବିହାରର କ୍ୟାଡରର ଆଇପିଏସ୍ ଅଫିସର ବିନୟ ତିୱାରିଙ୍କୁ କ୍ୱାରେଣ୍ଟାଇନରୁ ମୁକ୍ତ କରିଛି । … Read More

ଦେଶରେ ୨୦ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ୨୪ ଘଣ୍ଟାରେ ସର୍ବାଧିକ ୬୨ ହଜାରରୁ ଉର୍ଦ୍ଧ୍ୱ ପଜିଟିଭ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୦ ଲକ୍ଷରୁ ଅଧିକ ଟପିଛି । ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା … Read More

ଯାଜପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ୩ ମୃତ

ଯାଜପୁର, (ଓଡିଶା ଟାଇମ୍) : ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥରେ ରଥିଆ ଛକରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାରେ ଛିଡ଼ା ହୋଇଥିବା ଟ୍ରକକୁ ଏକ କାର ଧକ୍କା ଦେବା ଫଳରେ ୩ ଜଣଙ୍କର ମୃତ୍ୟୁ … Read More

ଆଜି ଗଡ଼ିବନି କୋଣାର୍କ ସ୍ବତନ୍ତ୍ର ଏକ୍ସପ୍ରେସ୍‌

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱର : ମୁମ୍ବାଇରେ ପ୍ରବଳ ବର୍ଷା ଲାଗି ରହିଥିବାରୁ ରେଳ ଧାରଣା ଉପରେ ପାଣି ଜମି ରହିଛି। ଟ୍ରେନ୍‌ ଚଳାଚଳ ସ୍ବାଭାବିକ ହୋଇପାରୁନାହିଁ। ତେଣୁ ଅଗଷ୍ଟ ୫ରେ ମୁମ୍ବାଇରୁ ଛାଡ଼ିବାକୁ ଥିବା ମୁମ୍ବାଇ-ଭୁବନେଶ୍ୱର କୋଣାର୍କ ସ୍ୱତନ୍ତ୍ର … Read More