ଓଡିଶାରେ ୪୦ ହଜାର ଡେଇଁଲା କରୋନା ପଜିଟିଭ ସଂଖ୍ୟା; ଗୋଟିଏ ଦିନରେ ୧୬୯୯ ଆକ୍ରାନ୍ତ ଓ ୧୦ ମୃତ
ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୬୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦,୭୧୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More











