ଅତିରିକ୍ତ ଏସପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର
ଭୁବନେଶ୍ବର, (ଓଡିଶା ଟାଇମ୍): ଅତିରିକ୍ତ ଏସପି ତ୍ରିନାଥ ମିଶ୍ରଙ୍କୁ ଦିଆଯାଇଛି ବାଧ୍ୟତାମୂଳକ ଅବସର । ତ୍ରିନାଥଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ନିକଟରେ ଏଏସପି ତ୍ରିନାଥ ମିଶ୍ରଙ୍କୁ ଗିରଫ କରିଥିଲା ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ … Read More











