ସ୍ୱାଭିମାନ ଅଞ୍ଚଳରୁ ବିପୁଳ ବିସ୍ଫୋରକ ସହ ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି, (ଓଡିଶା ଟାଇମ୍) : ଆନ୍ଧ୍ରପ୍ରଦେଶ ସୀମାନ୍ତବର୍ତ୍ତୀ ମାଲକାନଗିରି ଜିଲାର ସ୍ବାଭିମାନ ଅଞ୍ଚଳ ଗୁରସେତୁ ନିକଟରେ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଗୁରୁବାର ସକାଳେ ହୋଇଥିବା ଏହି ଏନକାଉଣ୍ଟରରେ ମାଓବାଦୀମାନେ ଯବାନଙ୍କୁ ସାମ୍ନା କରି ନ ପାରି ସେଠାରୁ … Read More

ପୁଲିସଠାରୁ ଲାଞ୍ଚ ନେଲା ପୁଲିସ, କନଷ୍ଟେବଳଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭିଜିଲାନ୍ସ ଜାଲରେ ଲାଞ୍ଚୁଆ କନେଷ୍ଟବଳ। ପୋଲିସ ସେବା ଭବନରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ହୋଇଥିଲା । ସେଠାରେ ଜଣେ କନେଷ୍ଟବଳଙ୍କୁ ଲାଞ୍ଚ ନେଉଥିବା ବେଳେ ଗିରଫ କରିଛି ଭିଜିଲାନ୍ସ । ପ୍ରୋଭିଡେଣ୍ଟ ଫଣ୍ଡ କରେଇଦେବା ନାମରେ … Read More

ବୁର୍ଲାରେ ପୁଣି ୪ କୋରୋନା ଯୋଦ୍ଧା ସଂକ୍ରମିତ

ସମ୍ବଲପୁର, (ଓଡିଶା ଟାଇମ୍) : ଜିଲ୍ଲାରେ ଆଜି ୪ଜଣ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ୪ ଜଣ ବୁର୍ଲା ଭୀମସାର କୋଭିଡ ଯୋଦ୍ଧା ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ ବୁର୍ଲା ଭୀମସାର … Read More

ହୋମ୍ କ୍ୱାରେଣ୍ଟାଇନରେ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି

ନୂଆଦିଲ୍ଲୀ, (ଓଡିଶା ଟାଇମ୍‌): ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡ (ବିସିସିଆଇ)ର ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କ ଭାଇ କରୋନା ଆକ୍ରାନ୍ତ ହେବା ପରେ ସେ ହୋମ୍ କ୍ୱାରେଣ୍ଟାଇନରେ ରହିଛନ୍ତି । ସୂଚନାନୁଯାୟୀ, ଗାଙ୍ଗୁଲିଙ୍କ ବଡ ଭାଇ ତଥା କ୍ରିକେଟ ଆସୋସିଏସନ ଅଫ୍ ବେଙ୍ଗଲର … Read More

କିଛି କର୍ମଚାରୀ କରୋନା ପଜେଟିଭ ଚିହ୍ନଟ ହେବା ପରେ ବନ୍ଦ ହେଲା ବ୍ରହ୍ମପୁର ବିଏମସି କାର୍ଯ୍ୟାଳୟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗଞ୍ଜାମ ଜିଲ୍ଲାରେ ଅଣାୟତ୍ତ କରୋନା । ପ୍ରତିଦିନ ଶତାଧିକ ସଂଖ୍ୟାରେ କରୋନା ପଜିଟିଭ୍‌ ଚିହ୍ନଟ ହେଉଛନ୍ତି । ସେହିପରି ବ୍ରହ୍ମପୁର ମହାନଗର ନିଗମ କାର୍ଯ୍ୟାଳୟରେ କେତେକ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହେବାପରେ ଅନ୍ୟ ସମସ୍ତ … Read More

ମିଶ୍ରି ପାଣି କଣ ପାଇଁ ପିଇବା ପଢନ୍ତୁ ?

(ଓଡିଶା ଟାଇମ୍) :ସାଧାରଣତଃ ଶରୀର ପାଇଁ ମିଶ୍ରି ପାଣି ଖୁବ୍ ଲାଭଦାୟକ ହୋଇଥାଏ । ମିଶ୍ରି ପାଣିକୁ ପ୍ରତିଦିନ ସକାଳୁ ଖାଲି ପେଟରେ ପିଇବା ଦ୍ୱାରା ଶରୀରକୁ ଶକ୍ତି ମିଳିବା ସହ ସତେଜତା ମଧ୍ୟ ଅନୁଭବ ହୁଏ । ଏଥିସହିତ ମିଶ୍ରି … Read More

ଚରମ ଅବହେଳା, ଅଳିଆଗଦାରେ ଆବେଦନ ପତ୍ର

ଚିଲିକା, (ଓଡିଶା ଟାଇମ୍): ଚିଲିକା ବ୍ଲକରେ ଘଟିଛି ଆଭାବନୀୟ ଘଟଣା । ବ୍ଲକ ଅଫିସ ପଛରେ ପଡିଛି ହିତାଧିକାରୀଙ୍କ ଆବେଦନ ପତ୍ର । ପ୍ରଧାନମନ୍ତ୍ରୀ ଆବାସ ପାଇଁ ଯୋଗ୍ୟ ହିତାଧିକାରୀମାନେ ଖଣ୍ଡିଏ ପକ୍କା ଘର ପାଇଁ ବ୍ଲକ ଅଫିସରେ ଆବେଦନ କରିଥିଲେ … Read More

ରାଜ୍ୟରେ କରୋନା ନେଲା ଆଉ ୨ ଜୀବନ, ମୃତ୍ୟୁ ସଂଖ୍ୟା ୭୯କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ଆକ୍ରାନ୍ତରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି।  ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦୁଇ ମୃତକ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା। ଏହାସହ ରାଜ୍ୟରେ କରୋନା … Read More

ଆସାମରେ ବନ୍ୟା ସ୍ଥିତ ଗମ୍ଭୀର; ପାଣି ଘେରରେ କାଜିରଙ୍ଗ ନ୍ୟାସନାଲ୍ ପାର୍କ

ଗୌହାଟି, (ଓଡିଶା ଟାଇମ୍‌): ପ୍ରବଳ ବର୍ଷା ଯୋଗୁଁ ଆସାମରେ ବନ୍ୟା ସ୍ଥିତି ବିଗିଡିବାରେ ଲାଗିଛି । ଯାହାଫଳରେ ୨୭ ଜିଲ୍ଲାର ୨୨ ଲକ୍ଷ ଲୋକ ପ୍ରଭାବିତ ହେବା ସହ ଅନେକ ଲୋକଙ୍କ ମୃତ୍ୟୁ ହୋଇଛି । କ୍ଷୟକ୍ଷତି ନେଇ ରାଜ୍ୟ ବିପର୍ଯ୍ୟୟ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୯୪ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୯୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୩୯୨ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ … Read More